‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’
ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ମୋତେ ନିର୍ବାଚନରେ ହରାଇବା ବ୍ୟକ୍ତି ଏଯାଏ ଜନ୍ମ ନେଇନାହାନ୍ତି।…
ମୋଦିଙ୍କ ରଥ ରୋକିବା ପାଇଁ ସୋନିଆଙ୍କ ପ୍ରସ୍ତୁତି: ବିରୋଧୀ ନେତାଙ୍କୁ କଲେ ଫୋନ୍ !
ନୂଆଦିଲ୍ଲୀ,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ବାକି ରହିଛି। ଏହା ମେ ୧୯ରେ ହେବ। ପରେ ମେ ୨୩ରେ ଭୋଟ ଗଣତି କରାଯିବ। ଫଳାଫଳ ପୂର୍ବରୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
କଂଗ୍ରେସ ଉପରେ ବର୍ଷିଲେ ମୋଦି
ପାଟନା,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ପାଲିଗଞ୍ଜଠାରେ ବୁଧବାର ଏକ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ଏବଂ ଅନ୍ୟ ବିରୋଧ ଦଳଙ୍କ ଉପରେ ବର୍ଷିଛନ୍ତି। ଦେଶରେ ଦୁର୍ନୀତି ଏଭଳି ଦଳ ସଦସ୍ୟଙ୍କ ପାଇଁ ବଢ଼ିଥିବା ମୋଦି ଅଭିଯୋଗ କରିଛନ୍ତି। ଏସବୁ ଦଳର…
ସଡ଼କ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ
ରାଞ୍ଚି,୧୫।୫: ଝାଡ଼ଖଣ୍ଡରେ ମାଓବାଦୀ ପୁଣି ସକ୍ରିୟ ହୋଇଛନ୍ତି। ସ୍ଥାନୀୟ ରାଜପୁର ଥାନା ଅନ୍ତର୍ଗତ ବେଙ୍ଗୋକୋଲା ପଞ୍ଚାୟତର ପଥେଲ ଗାଁର ବଘମରିଠାରେ ମାଓବାଦୀମାନେ ସଡ଼କ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ୪ ଗାଡ଼ି ପୋଡ଼ିଦେଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ୨୦ରୁ ଅଧିକ ମାଓବାଦୀ ସଂଘବଦ୍ଧ…
ଡିଜିଟାଲ ଦୁନିଆରେ ବ୍ୟସ୍ତ ରହୁଥିବା ବ୍ୟକ୍ତିଙ୍କୁ ଏହି ପରିବାର ଦେଇଥାଏ ଉପଦେଶ
ଆଇଜ୍ୱାଲ,୧୫।୫: ଡିଜିଟାଲ ଜ୍ଞାନକୌଶଳ ବଢ଼ିବା ସହିତ ଅଧିକାଂଶ ଲୋକ ମୋବାଇଲ୍ ଅବା କମ୍ପ୍ୟୁଟରରେ ଅଧିକ ସମୟ ବିତାଉଛନ୍ତି। ଦିନର ୨୪ ମଧ୍ୟରୁ ୧୫ ଘଣ୍ଟାରୁ ଅଧିକ ସମୟ ଏଥିରେ ବିତି ଯାଉଛି। ଏହାଯୋଗୁ କେତେକ ପରିବାର ସଦସ୍ୟଙ୍କ ମଧ୍ୟରେ ଦୂରତା ବଢ଼ିବାରେ…
ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହେଲେ ଶିକ୍ଷକ
ଭୋପାଳ, ୧୫।୫: ମଧ୍ୟପ୍ରଦେଶର ଝବୁଆରେ ଜୋଣ ସ୍କୁଲ ଶିକ୍ଷକ ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହୋଇଛନ୍ତି। ଛାତ୍ରୀ ଜଣଙ୍କ ହୋମ ଓ୍ବାର୍କ କରି ନ ଥିବାରୁ ଏପରି ଦଣ୍ଡ ଦେଇଛନ୍ତି ଶିକ୍ଷକ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ଝବୁଆ ସରକାରୀ…
ଏକ ମାଠିଆରୁ ଅଧିକ ପାଣି ନେଲେ ଦେବାକୁ ପଡୁଛି ୫୦ ଟଙ୍କା ଜରିମାନା
ରାୟପୁର,୧୫।୫: ଜଳ ହିଁ ଜୀବନ। ଜଳ ବିନା ସଭିଙ୍କ ଅବସ୍ଥା ଖରାପ ହୋଇଥାଏ। ତେଣୁ ଜଳ ସଙ୍କଟ ସମୟରେ ଏହାର ସୁବଣ୍ଟନ ଓ ନଷ୍ଟ ନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥାଏ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଛତିଶଗଡ଼ ବସ୍ତର…
ଥାନା ବାହାରେ ୪ଘଣ୍ଟା ଧାରଣାରେ ବସିଲେ ମୋଦିଙ୍କ ଭାଇ
ଜୟପୁର, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦି ଥାନା ଆଗରେ ପାଖାପାଖି ୪ଘଣ୍ଟା ଧାରଣାରେ ବସିଛନ୍ତି। ପୋଲିସ ସୁରକ୍ଷା ଯୋଗାଇ ନ ଦିଆଯିବାରୁ ଅଭିମାନ କରି ପ୍ରହ୍ଲାଦ ଜୟପୁର ଥାନା ବାହାରେ ଧାରଣାରେ ବସିଥିଲେ। ସୂନଚାଯୋଗ୍ୟ, ପ୍ରହ୍ଲାଦ ମୋଦି…
ମୋଦିଙ୍କ ସମୟରେ ଉତ୍ତରପ୍ରଦେଶରେ ଅଧିକ ହିଂସାକାଣ୍ଡ ଘଟିଛି: ମାୟାବତୀ
ଲକ୍ଷ୍ନୌ,୧୫।୫: କେନ୍ଦ୍ରରେ ମୋଦି ସରକାର ଥିବା ସମୟରେ ଉତ୍ତରପ୍ରଦେଶରେ ଅଧିକ ହିଂସାକାଣ୍ଡ ଘଟିଥିବା ଅଭିଯୋଗ କରିଛନ୍ତି ବିଏସ୍ପି ଅଧ୍ୟକ୍ଷା ମାୟାବତୀ। ଏନେଇ ମାୟାବତୀ ବୁଧବାର ସୂଚନା ଦେଇଛନ୍ତି। ରାଜ୍ୟରେ ଯୋଗୀ ଆଦିତ୍ୟନାଥ କେବଳ ମୋଦିଙ୍କ ନିର୍ଦ୍ଦେଶ ପାଳନ କରୁଥିବା ମାୟାବତୀ କହିଛନ୍ତି।…
୧୯ ବନ୍ଦୀଙ୍କୁ ପାକିସ୍ତାନୀକୁ ହସ୍ତାନ୍ତର କଲା ଭାରତ
ଅମୃତସର,୧୫।୫: ଭାରତ ୧୯ଜଣ ପାକିସ୍ତାନୀ ବନ୍ଦୀଙ୍କୁ ପାକିସ୍ତାନକୁ ହସ୍ତାନ୍ତର କରିଛି। ସେମାନେ ଅଟାରି-ଓ୍ବାଘା ବର୍ଡର ଦେଇ ପାକୀସ୍ତାନରେ ପହଞ୍ଚିଛନ୍ତି। ସେମାନେ ଭାରତରେ ବେଆଇନଭାବେ ପ୍ରବେଶ କରିଥିବା ଅଭିଯୋଗ ହୋଇଥିଲା। ସୂଚନାଯୋଗ୍ୟ, ପାକିସ୍ତାନ ଏପ୍ରିଲ୍ ୩୦ରେ ୫୫ ଜଣ ଭାରତୀୟ ଧୀବରଙ୍କ ସମେତ…
ଖେଚୁଡି ପ୍ରସ୍ତୁତିଠାରୁ ଆରମ୍ଭ କରି ରୁଟି ବେଲି ପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୧୫।୫: ଲୋକସଭା ନିର୍ବାଚନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଉଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି। ଏଥିରେ ମୋଦିଙ୍କୁ କ’ଣ ଖାଇବାକୁ ପସନ୍ଦ ଲାଗେ ବୋଲି ପଚରାଯାଇଥିଲା। ଏହାର…
ଆଡଓ୍ବାଣୀଙ୍କ ପ୍ରତି ଅନ୍ୟାୟ ମୋତେ ଭାଜପାରୁ ବାହାରିବାକୁ ବାଧ୍ୟ କଲା: ଶତ୍ରୁଘ୍ନ
ପାଟନା,୧୫।୫: ଭାଜପା ଏବେ ଲୋକତନ୍ତ୍ରଠାରୁ ଦୂରେଇବାରେ ଲାଗିଛି ବୋଲି କଂଗ୍ରେସ ସଦସ୍ୟ ଶତ୍ରୁଘ୍ନ ସିହ୍ନା ଅଭିଯୋଗ କରିଛନ୍ତି। ଏଠାରେ ସ୍ବେଚ୍ଛାଚାରୀ ଶାସନ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବରୁ ଅଟଳ ବିହାରୀ ବାଜପେୟୀଙ୍କ ଶାସନ ସମୟରେ ଏଠାରେ ସ୍ଥିତି ଭିନ୍ନ…
Archives


