ଜାତୀୟ

ଯୌତୁକ ପାଇଁ ଅନ୍ୟ ଜଣେ ମହିଳାଙ୍କ ସହ ସ୍ବାମୀଙ୍କ ବିବାହ କରାଇଲେ ସ୍ତ୍ରୀ

ପାଟନା, ୧୦।୭: ସ୍ତ୍ରୀ ନିଜ ସ୍ବାମୀଙ୍କ ବିବାହ ପ୍ରସ୍ତାବ ନେଇ ଅନ୍ୟ ଜଣେ ମହିଳାଙ୍କ ଘରକୁ ଯିବା କଥା କେବେ ଶୁଣିଛନ୍ତି କି? ମାତ୍ର ୧୩ ଲକ୍ଷ ଟଙ୍କା ପାଇଁ ଏଭଳି ଆଶ୍ଚର୍ଯ୍ୟକର ଘଟଣା ଘଟିଛି ବିହାରରେ। ଘଟଣାର ପର୍ଦ୍ଦାଫାଶ ହେବା…

କୁମାରସ୍ବାମୀଙ୍କ ଇସ୍ତଫା ଦାବିରେ ଧାରଣାରେ ବସିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୦।୭: କର୍ନାଟକରେ କଂଗ୍ରେସ-ଜେଡିଏସ ମେଣ୍ଟର ୧୩ ଜଣ ବିଧାୟକଙ୍କ ଇସ୍ତଫାପତ୍ର ଦେବା ପରେ ସେଠାକାର ରାଜନୀତି ସମ୍ପୂର୍ଣ୍ଣ ବଦଳି ଯାଇଛି। କଂଗ୍ରେସ-ଜେଡିଏସ ମେଣ୍ଟ ବଞ୍ଚାଇବା ପାଇଁ ଚାଲିଛି କସରତ। ଏପଟେ କର୍ନାଟକ ବିଧାନସଭା ଆଗରେ ଧାରଣାରେ ବସିଛନ୍ତି ଭାଜପାର ବରିଷ୍ଠ…

ଅଲ୍‌ କାଏଦା ଆତଙ୍କବାଦୀ ଜଓ୍ବାହିରିଙ୍କ ଧମକପୂର୍ଣ୍ଣ ଲେଖା: କଶ୍ମୀରକୁ ଭୁଲ ନାହିଁ

ନୂଆଦିଲ୍ଲୀ,୧୦।୭: ଅଲ୍‌ କାଏଦା ଆତଙ୍କବାଦୀ ଅଲ୍‌ ଜଓ୍ବାହିରିଙ୍କ ଏକ ଧମକପୂର୍ଣ୍ଣ ଲେଖା ଜାରି ହୋଇଛି। ଏଥିରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଁ କୁହାଯାଇଛି। କଶ୍ମୀରକୁ ଭୁଲ ନାହିଁ ବୋଲି ଜଓ୍ବାହିରି ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ଆହ୍ବାନ ଦେଇଛନ୍ତି। ଏହି ଧମକପୂର୍ଣ୍ଣ…

ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ

ହାଇଦ୍ରାବାଦ୍‌,୧୦।୭: ମା’ ଏବଂ ସନ୍ତାନ ସମ୍ପର୍କ ଅତି ନିବିଡ଼। ମା’ ସନ୍ତାନ ପାଇଁ ଜୀବନକୁ ବାଜି ଲଗାଇ ପାରେ। ମା’ର ସ୍ନେହ ଡାକରେ ରହିଛି ଚମତ୍କାର। ଏହାର ସଦ୍ୟତମ ଉଦାହରଣ ତେଲେଙ୍ଗାନା ସୂର୍ଯ୍ୟାପେଟ୍‌ ଜିଲାରେ ଦେଖିବାକୁ ମିଳିଛି। ସ୍ଥାନୀୟ ପିଲ୍ଲାଲମେରୀ ଗାଁରେ…

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ ବିଧାନସଭାରେ ବଜେଟ୍‌ ଉପସ୍ଥାପନ ହୋଇଛି। ବଜେଟ୍‌ ଚାଷୀଙ୍କ ଆର୍ଥିକ ସୁରକ୍ଷା ପାଇଁ କଲ୍ୟାଣ ପାଣ୍ଠି…

୩ହଜାର ୩ଶହ ୫୦ କୋର୍ଟରେ ଲାଗିବ ନ୍ୟାୟିକ ଘଣ୍ଟା: ଖର୍ଚ୍ଚ ହେବ ୪ଶହ ୩୬ କୋଟି

ନୂଆଦିଲ୍ଲୀ,୧୦।୭: ଦେଶର ୩ହଜାର ୩ଶହ ୫୦ କୋର୍ଟରେ ନ୍ୟାୟିକ ଘଣ୍ଟା ଲାଗିବ ବୋଲି କେନ୍ଦ୍ର ସରକାର ଯୋଜନା କରିଛନ୍ତି। ଏସମ୍ପର୍କିତ ପ୍ରସ୍ତାବ ୧୫ତମ ଅର୍ଥ କମିଶନଙ୍କ ନିକଟରେ ଦାଖଲ କରାଯାଇଛି। ଏହାଦ୍ୱାରା ଦେଶର ବିଭିନ୍ନ କୋର୍ଟର ତାଲିକା ସୂଚି ଏଲ୍‌ଇଡି ଡିସପ୍ଲେରେ…

କର୍ନାଟକ ବାଚସ୍ପତିଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ୧୦ ବିଧାୟକ

ବେଙ୍ଗାଲୁରୁ, ୧୦।୭: କର୍ନାଟକ କ୍ଷମତା ରାଜନୀତି ଦିନକୁଦିନ ଉଗ୍ର ରୂପ ଧାରଣ କରିଛି। ପ୍ରଥମେ କଂଗ୍ରେସ-ଜେଡିଏସ ମେଣ୍ଟର ୧୩ ଜଣ ବିଧାୟକଙ୍କ ଇସ୍ତଫାପତ୍ର ଦେବା ପରେ ବାଚସ୍ପତି ରମେଶ କୁମାରଙ୍କ ନିଷ୍ପତ୍ତି ଏଥିରେ ନୂଆ ମୋଡ ଆଣିଛି। ଇସ୍ତଫା ପତ୍ର ଗ୍ରହଣ…

୨୬ ଯାତ୍ରୀଙ୍କୁ ବିମାନରୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ କହିଲା ଏୟାର ଫ୍ରାନ୍ସ୍‌

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରୁ ଫ୍ରାନ୍ସ୍‌ ଯାଉଥିବା ଏୟାର ଫ୍ରାନ୍ସ୍‌ର ବିମାନ ଏଫ୍‌-୨୨୫ରୁ ୨୬ଜଣ ଯାତ୍ରୀଙ୍କୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ ବୁଧବାର ସକାଳେ ଅନୁରୋଧ କରାଯାଇଛି। ଯାତ୍ରୀଙ୍କ ଲଗେଜ୍‌ ଅଧିକ ଥିବାରୁ ଏପରି କରାଯାଇଥିବା କୁହାଯାଉଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି କରାଯାଇଥିବା…

ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କଲେ ପିତା

ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶର ଅମରୋହା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କରିଦେଇଛନ୍ତି ପିତା। କ୍ରୋଧରେ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ସୂଚନାଯୋଗ୍ୟ, ଅମରୋହା ଜିଲାର ଆଦମପୁର ଅଞ୍ଚଳରେ…

କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ଜୀବନ ପ୍ରତି ବିପଦ: ମୁମ୍ବାଇ ପୋଲିସ କମିଶନରଙ୍କୁ ଲେଖିଲେ ଚିଠି

ମୁମ୍ବାଇ,୧୦।୭: କର୍ନାଟକର ୧୦ ବିଦ୍ରୋହୀ ବିଧାୟକ ମୁମ୍ବାଇର ରୋନିସଂସ୍‌ ହୋଟେଲରେ ରହିଛନ୍ତି। ତେବେ ଜୀବନ ପ୍ରତି ବିପଦ ଥିବା ନେଇ ସେମାନେ ମୁମ୍ବାଇ ପୋଲିସ କମିଶନରଙ୍କୁ ଚିଠି ଲେଖିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବିଦ୍ରୋହୀ ବିଧାୟକଙ୍କ ଚିଠି ପୋଲିସ କମିଶନରଙ୍କୁ ମିଳିଥିଲା।…

ବିଧାୟକଙ୍କ ବୁଝାଇବା ପାଇଁ ମୁମ୍ବାଇରେ ପହଞ୍ଚିଲେ କଂଗ୍ରେସର ସଙ୍କଟମୋଚକ ଶିବକୁମାର

ବେଙ୍ଗାଲୁରୁ, ୧୦।୭: କର୍ନାଟକରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ଥମିବାର ନାଁ ନେଉନି। ସରକାର ବଞ୍ଚାଇବା ପାଇଁ କଂଗ୍ରେସ ଓ ଜେଡିଏସ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଥିଲେ ହେଁ ଗୋଟିଏ ପରେ ଗୋଟିଏ ଝଟକା ସେମାନଙ୍କୁ ପୂରା ଦୋହଲାଇ ଦେଇଛି। ଫଳରେ ମୁମ୍ବାଇର…

ଲାଣ୍ଡିଂ ଗିୟର ଡୋରରେ ଚାପି ହୋଇ ସ୍ପାଇସ୍‌ ଜେଟ୍‌ କର୍ମଚାରୀଙ୍କ ମୃତ୍ୟୁ

କୋଲକତା,୧୦।୭: ପଶ୍ଚିମବଙ୍ଗ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏକ ଅଭାବନୀୟ ଘଟଣା ଘଟିଛି। ଲାଣ୍ଡିଂ ଗିୟର ଡୋରରେ ଚାପି ହୋଇ ସ୍ପାଇସ୍‌ ଜେଟ୍‌ ଟେକ୍ନିସିଆନ୍‌ ରୋହିତ ପାଣ୍ଡେଙ୍କର ମୃତ୍ୟୁ ଘଟିଛି। ରାତି ପ୍ରାୟ ଗୋଟାଏ ସମୟରେ ରୋହିତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri