ପିଲାଦିନ ବନ୍ଧୁଙ୍କୁ ପ୍ରେମ ବିବାହ କଲେ ଯୁବତୀ: ମର୍ମାହତ ହୋଇ ବାପା ବାଣ୍ଟିଲେ ଶ୍ରାଦ୍ଧ କାର୍ଡ
ଭୋପାଳ,୪।୮: ମଧ୍ୟପ୍ରଦେଶ ମନ୍ଦସୋର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ଅଫଜଲପୁର ଥାନା ଅନ୍ତର୍ଗତ କୁଚଦୌଡ଼ ଗାଁରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀ ନିଜ ପିଲାଦିନ ବନ୍ଧୁଙ୍କୁ ପ୍ରେମ ବିବାହ କରିଛନ୍ତି। ଏନେଇ ତାଙ୍କ ପିତାଙ୍କ ପକ୍ଷରୁ ଥାନାରେ…
କୈମୁର୍ ଅଭୟାରଣ୍ୟ
ବିହାରର କୈମୁର୍ ଜିଲାରେ ଥିବା କୈମୁର୍ ବନ୍ୟପ୍ରାଣୀ ଅଭୟାରଣ୍ୟ ହେଉଛି ସ୍ଥାନୀୟ ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ। ପ୍ରାୟ ୧୩୪୨ ବର୍ଗ କି.ମି. ପରିସୀମାବ୍ୟାପ୍ତ ଅଞ୍ଚଳ ଉପରେ ଗଢି ଉଠିଥିବା ଏହି ଅଭୟାରଣ୍ୟଟି ବିହାରର ଏକ ବଡ଼ ଅଭୟାରଣ୍ୟ ଭାବେ ଜଣାଯାଇଥାଏ… ବିହାରର…
ତ୍ରୟମ୍ବକେଶ୍ୱର ମନ୍ଦିରରେ ପଶିଲା ବନ୍ୟାଜଳ
ନାସିକ,୪।୮: ମହାରାଷ୍ଟ୍ରରେ ଚଳିତ ବର୍ଷ ବନ୍ୟାରେ ସ୍ଥିତି ଗମ୍ଭିର ହୋଇଛି। ଏଠାକାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ମୁମ୍ବାଇ ସହର ଏବେବି ଜଳବନ୍ଦୀ ହୋଇ ରହିଛି। ଇତିମଧ୍ୟରେ ନାସିକର ତ୍ରୟମ୍ବକେଶ୍ୱର ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଥିବା ଦେଖାଯାଇଛି। ଫଳରେ ମନ୍ଦିର…
ବନ୍ଧୁତ୍ୱ ଦିବସରେ ମୋଦିଙ୍କୁ ଟୁଇଟ୍ କଲେ ବେଞ୍ଜାମିନ୍ ନେତାନ୍ୟାହୁ: ଲେଖିଲେ ଶୋଲେ ଫିଲ୍ମର ‘ ୟେ ଦୋସ୍ତି ହମ୍ ନେହିଁ ଛୋଡ଼େଙ୍ଗେ’ ଗୀତର ଧାଡ଼ିଏ
ନୂଆଦିଲ୍ଲୀ,୪।୮: ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସରେ ଇସ୍ରାଏଲ୍ ରାଷ୍ଟ୍ରପତି ବେଞ୍ଜାମିନ୍ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବନ୍ଧୁତା ଆଗାମୀ ଦିନରେ ଅଧିକ ସଶକ୍ତ ଏବଂ ଗଭୀର ହେବ ବୋଲି ସେ ଆଶା ପୋଷଣ କରିଛନ୍ତି। ଏଥିରେ…
ମୁଖ୍ୟମନ୍ତ୍ରୀଙ୍କୁ ପ୍ଲାଷ୍ଟିକରେ ଉପହାର ଦେଇ ଜରିମାନା ଗଣିଲେ ମେୟର
ବେଙ୍ଗାଲୁରୁ,୪।୮: କର୍ନାଟକ ବେଙ୍ଗାଲୁରୁର ମେୟର ଗଙ୍ଗାମବିକି ମଲ୍ଲିକାର୍ଜୁନ ୫ଶହ ଟଙ୍କା ଜରିମାନା ଦେଇଛନ୍ତି। କାରଣ ନିକଟରେ ସେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କୁ ସାକ୍ଷାତ୍ କରି ଯେଉଁ ଉପହାର ଦେଇଥିଲେ ତାହା ଏକ ପ୍ଲାଷ୍ଟିକ ଜରିରେ କଭର କରାଯାଇଥିଲା। ଏଥିପାଇଁ ତାଙ୍କୁ…
କର୍ନାଟକରେ ଖୁବ୍ଶୀଘ୍ର ହେବ ନିର୍ବାଚନ: କୁମାରସ୍ବାମୀ
ବେଙ୍ଗାଲୁରୁ,୪।୮: କର୍ନାଟକରେ ଭାଜପା ଶାସନ କ୍ଷମତା ହାତକୁ ନେଇଥିବା ବେଳେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍) ନେତା ଏଚ୍ଡି କୁମାରସ୍ବାମୀ କହିଛନ୍ତି କର୍ନାଟକରେ ଭାଜପା ବେଶୀଦିନ ଶାସନ କ୍ଷମତାରେ ରହି ପାରିବ ନାହିଁ। କୁମାରସ୍ବାମୀ କହିଛନ୍ତି ଅଯୋଗ୍ୟ ଘୋଷିତ ହୋଇଥିବା…
୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବେ ଶାହ
ନୂଆଦିଲ୍ଲୀ, ୪।୮: ଜମ୍ମୁ-କଶ୍ମୀରରେ ସାଧାରଣ ଲୋକଙ୍କ ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ନେଇ ଶଙ୍କା ସୃଷ୍ଟି ହୋଇଛି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ମାସରେ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…
ବନ୍ଧୁ ପାଇଁ ଉପହାର
ଆଜି ହେଉଛି ବନ୍ଧୁତା ଦିବସ। ଏହାକୁ ପାଳନ କରିବା ପାଇଁ ଆଗରୁ ପ୍ଲାନିଂ ସରିଥିବ। କେହି କେହି ଉପହାର ବି ଆଣି ରଖିଥିବେ। ତେବେ ଯେଉଁମାନେ ଏପର୍ଯ୍ୟନ୍ତ କ’ଣ ଉପହାର ଦେବେ ଭାବିପାରୁ ନାହାନ୍ତି, ସେମାନେ ନିମ୍ନୋକ୍ତ ଉପହାର ତାଲିକାରୁ କିଛିକୁ…
କ୍ୟାମେରାକୁ ସାବଧାନ
ବର୍ତ୍ତମାନ ଚୋରି, ଡକାୟତି ଭଳି ଅପରାଧ ବଢୁଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ରାସ୍ତା, ଦୋକାନ, ବଜାର, ଛୋଟ ବଡ଼ କାର୍ଯ୍ୟାନୁଷ୍ଠାନ ଠାରୁ ଆରମ୍ଭ କରି ଘର ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଯାଉଛି। ହେଲେ କେବେ କେବେ ଏହାର ଅପବ୍ୟବହାର…
ୟୁଥ୍ ଫ୍ୟାଶନ ଛତା
ବର୍ଷା ହେଲେ ସବୁଠୁ ଆଗ ଖୋଜାପଡ଼େ ଛତା। କିନ୍ତୁ ବର୍ତ୍ତମାନ ଛତା କେବଳ ବର୍ଷାରୁ ସୁରକ୍ଷା ଦେବାରେ ସୀମିତ ହୋଇ ରହିନାହିଁ। କାରଣ ଏବେ ମାର୍କେଟରେ ବିଭିନ୍ନ ରଙ୍ଗ ଏବଂ ଡିଜାଇନ୍ର ଛତା ମିଳୁଛି, ଯାହାକି ପାଲଟିଛି ଯୁବପିଢ଼ିଙ୍କ ଲାଗି ଷ୍ଟାଇଲ୍…
ଉପରାଷ୍ଟ୍ରପତି ଦେଖିଲେ ‘ବାଟଲା ହାଉସ୍’ର ସ୍ପେଶାଲ ସ୍କ୍ରିନିଂ
ମୁମ୍ବାଇ,୪।୮: ବଲିଉଡ୍ ଅଭିନେତା ଜନ୍ ଆବ୍ରାହମଙ୍କ ଅଭିନୀତ ଦେଶଭକ୍ତିର ଫିଲ୍ମ ‘ବାଟଲା ହାଉସ’ର ସ୍ପେଶାଲ ସ୍କ୍ରିନିଂ ଶନିବାର ଦିଲ୍ଲୀଠାରେ କରାଯାଇଛି। ଅଗଷ୍ଟ ୧୫ରେ ଏହା ରିଲିଜ୍ ହେବାକୁ ଥିବା ବେଳେ ଏହା ପୂର୍ବରୁ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏହାର ସ୍ପେଶାଲ ସ୍କ୍ରିନିଂ…
ଶ୍ରୀନଗରରୁ ଦିଲ୍ଲୀ ପାଇଁ ବିମାନ ଭଡ଼ା ଧାର୍ଯ୍ୟ କଲା ଏୟାର ଇଣ୍ଡିଆ: ଟିକେଟ ଦାମ ୬ ହଜାର ୭ଶହ ୧୫
ଶ୍ରୀନଗର,୪।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିବା ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ ଦେଖି ବିମାନ ପରିବହନ କମ୍ପାନୀଗୁଡ଼ିକ ଟିକେଟ ଦାମ ବଢ଼ାଇ ଫାଇଦା ନେବାର ଉଦ୍ୟମ କରୁଥିବାବେଳେ…

