ବିରୋଧି ଯେତେ ପ୍ରଚାର କଲେ ବି ଭାଜପା ଗଢିବ ସରକାର: ମୋଦି
କାନପୁର,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନିର୍ବାଚନ ପ୍ରଚାର ଲାଗି କନ୍ନୌଜ ପହଞ୍ଚିଥିଲେ। ସେଠାରେ ସେ ଲୋକଙ୍କ ଭିଡକୁ ଦେଖି ସେମାନଙ୍କୁ ହୃଦୟର ସହ ସମ୍ମାନ ଜଣାଇଥିବା ପ୍ରକାଶ କରିଥିଲେ। ମୋଦି ଏହି ସଂକଳ୍ପ ଶୋଭାଯାତ୍ରାରେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି।…
ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ମତେ ଛାଡ଼ିଦେବେ: ରଘୁରାମ ରାଜନ
ଚେନ୍ନାଇ,୨୭।୪: ଭାରତର ବର୍ତ୍ତମାନର ରାଜନୈତିକ ପୃଷ୍ଠଭୂମି ସମଗ୍ର ପୃଥିବୀ ଭଳି ସମାନ। ତେବେ ଭାରତର ରାଜନୈତିକ ସ୍ଥିତି ଖରାପ ନାହିଁ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ରାଜନୀତି ପ୍ରତି ତାଙ୍କର ରୁଚି ନାହିଁ ଏକାଡେମିକ କାର୍ଯ୍ୟରେ…
ବାରାଣସୀ ଘାଟ ଶ୍ମଶାନର ସଂସ୍କାରକ ହେଲେ ମୋଦିଙ୍କ ପ୍ରସ୍ତାବକ
ବାରାଣସୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମୋଦିଙ୍କ ଚାରିଜଣ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଶ୍ମଶାନ ଘାଟର ଜଣେ ସଂସ୍କାରକାରୀ। ସେ ହେଉଛନ୍ତି ଜଦୀଶ୍ ପ୍ରକାଶ ଚୌଧୁରୀ। ବୃଦ୍ଧ ଜଦୀଶ୍ ବାରାଣସୀ ଶ୍ମଶାନ…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ସନ୍ଧ୍ୟା ସୁଦ୍ଧା ପ୍ରଚାର ଶେଷ
ନୂଆଦିଲ୍ଲୀ,୨୭।୪: ଆସନ୍ତା ସୋମବାର ଅର୍ଥାତ୍ ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଅନୁଷ୍ଠିତ ହେବ। ସେଥିଲାଗି ଶନିବାର ସନ୍ଧ୍ୟା ସୁଦ୍ଧା ପ୍ରଚାର କାମ ସମାପ୍ତ କରାଯିବ। ଏହି ପର୍ଯ୍ୟାୟରେ ୯ ରାଜ୍ୟର ୭୧ଟି ଲୋକ ସଭା ଆସନ ପାଇଁ ଭୋଟ ଗ୍ରହଣ…
ଆୟକର ବିଭାଗ-ଇଡି ଏବଂ ସିବିଆଇ ଭାଜପାର ଆଇଟି ସେଲ୍ ଭାବେ କାର୍ଯ୍ୟ କରୁଛି: ତେଜସ୍ବୀ ଯାଦବ
ପାଟନା,୨୭।୪: ଭାଜପା ସରକାର ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତଥା କେନ୍ଦ୍ରୀୟ ତଦନ୍ତ ସଂସ୍ଥା(ସିବିଆଇ)କୁ ସମ୍ପୂର୍ଣ୍ଣ ଭାବେ ନିଜ ନିୟନ୍ତ୍ରଣରେ ରଖିଛି। ଏସବୁ ବିଭାଗ ଭାଜପାର ଆଇଟି ସେଲ୍ ଭାବେ କାର୍ଯ୍ୟ କରୁଛି ବୋଲି ଶନିବାର ଆରଜେଡି ନେତା ତେଜସ୍ବୀ ଯାଦବ…
ଭାଜପା ଉପରେ ରାଗିଲେ ବିନୋଦ ଖାନ୍ନାଙ୍କ ପତ୍ନୀ କବିତା
ନୂଆଦିଲ୍ଲୀ,୨୭।୪: ଗୁରୁଦାସପୁରର ପୂର୍ବତନ ଭାଜପା ଏମ୍ପି ତଥା ବଲିଉଡ ନାୟକ ସ୍ବର୍ଗତଃ ବିନୋଦ ଖାନ୍ନାଙ୍କ ପତ୍ନୀ କବିତା ଖାନ୍ନା ଭାଜପା ଉପରେ ଖପ୍ପା ହୋଇଛନ୍ତି। ସେ କହିଛନ୍ତି ଦଳ ପକ୍ଷରୁ ତାଙ୍କୁ ଆଘାତ ଦିଆଯାଇଛି। କାରଣ ଗୁରୁଦାସପୁର ଆସନରୁ ତାଙ୍କ ସ୍ବାମୀ…
କର୍ନାଟକରେ ଆତଙ୍କବାଦୀ ଆକ୍ରମଣ ସୂଚନା ମିଥ୍ୟା: ପୂର୍ବତନ ସେନା କର୍ମଚାରୀ ଗିରଫ
ବେଙ୍ଗାଲୁରୁ,୨୭।୪: ଭାରତର ଦକ୍ଷିଣରେ ଥିବା ରାଜ୍ୟ ଗୁଡିକରେ ପ୍ରାୟ ୭ଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଏକ ଫୋନ୍ କଲ୍ ପାଇବା ପରେ ସବୁଠି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହାର ଯାଞ୍ଚ କରିବା ସମୟରେ ବେଙ୍ଗାଲୁରୁ (ରୁରାଲ)…
ରେଲଓ୍ବେ ଷ୍ଟେଶନ୍ରେ ପ୍ରସବ କଲେ ଗର୍ଭବତୀ
ମୁମ୍ବାଇ,୨୭।୪: ମହାରାଷ୍ଟ୍ରର ଥାନେ ରେଲଓ୍ବେ ଷ୍ଟେଶନ୍ରେ ଜଣେ ଗର୍ଭବତୀ ଶନିବାର ପ୍ରସବ କରିଛନ୍ତି। ପୂଜା ଚୌହ୍ବାନ ନାମ୍ନୀ ମହିଳା ଯାତ୍ରୀ ଟ୍ରେନ୍କୁ ଅପେକ୍ଷା କରିଥିବାବେଳେ ହଠାତ୍ ତାଙ୍କର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ସୂଚନା ପାଇ ରେଲଓ୍ବେ ସୁରକ୍ଷାବଳ ତାଙ୍କୁ ପ୍ଲାଟର୍ଫମରେ…
ଜିହ୍ନାଙ୍କୁ ପ୍ରଶଂସା କଲେ ଶତ୍ରୁଘ୍ନ
ଭୋପାଳ,୨୭।୪: ବଲିଉଡ୍ ଅଭିନେତା ଶତ୍ରୁଘ୍ନ ସିହ୍ନା ମହମ୍ମଦ୍ ଅଲ୍ଲୀ ଜିହ୍ନାଙ୍କୁ ପ୍ରଶଂସା କରିଛନ୍ତି। ମଧ୍ୟପ୍ରଦେଶ ଚିନ୍ଦଓ୍ବାରାରେ ଏକ ନିର୍ବାଚନୀ ସଭାରେ ଶତ୍ରୁଘ୍ନ କହିଥିଲେ ଯେ, ସର୍ଦ୍ଧାର ପଟେଲଙ୍କ ଠାରୁ ଜବାହର ଲାଲ୍ ନେହେରୁ, ମହାତ୍ମା ଗାନ୍ଧୀଙ୍କଠାରୁ ଆରମ୍ଭ କରି ଜିହ୍ନା ଏବଂ…
ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ ଲଗାଇଲେ ଛାତ୍ର
ଇମ୍ଫାଲ୍,୨୭।୪: ମଣିପୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୬ ଜଣ ଛାତ୍ର ସ୍ଥାନୀୟ କାଥଲିକ୍ ସ୍କୁଲର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ ଲଗାଇ ଦେଇଛନ୍ତି। ଏହି ସେଣ୍ଟ ଯୋଶେଫ୍ ହାୟର ସେକେଣ୍ଡାରୀ ସ୍କୁଲ ରାଜ୍ୟର ଦ୍ୱିତୀୟ ବୃହତ୍ତମ…
ଖୁବ୍ଶୀଘ୍ର ଆସିବ ୨୦ ଟଙ୍କିଆ ନୂଆ ନୋଟ୍
ନୂଆଦିଲ୍ଲୀ,୨୭।୪: ମହାତ୍ମା ଗାନ୍ଧୀ ସିରିଜର ଏକ ନୂଆ ୨୦ ଟଙ୍କିଆ ନୋଟ୍ ଖୁବ୍ଶୀଘ୍ର ଜାରି କରାଯିବ ବୋଲି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଆର୍ବିଆଇର ଗର୍ଭନର ଶକ୍ତିକାନ୍ତ ଦାସଙ୍କ ଦସ୍ତଖତ ରହିବ। ହଳଦିଆ ଓ ସବୁଜ…
ଶ୍ରୀଲଙ୍କା ବିସ୍ଫୋରଣ ପରେ ବେଙ୍ଗାଲୁରରେ ହାଇ ଆଲର୍ଟ ଜାରି
ବେଙ୍ଗାଲୁର,୨୭।୪: ଶ୍ରୀଲଙ୍କାରେ ଗତ ୨୧ ତାରିଖରେ ହୋଇଥିବା ବିସ୍ଫୋରଣ ପରେ ବେଙ୍ଗାଲୁର ଓ ମୈସୂରୁରେ ହାଇ ଆଲର୍ଟ ଜାରି କରାଯାଇଛି। କର୍ନାଟକର ଦକ୍ଷିଣାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ବେଙ୍ଗାଲୁର ପୋଲିସ କମିଶନର ଟି…
Archives


