୫ ଘଣ୍ଟା ଡାଉନ୍ ରହିବା ପରେ ଏୟାର ଇଣ୍ଡିଆ ସର୍ଭର ପୁଣି କାମକଲା: ଦେଶ-ବିଦେଶରେ ଶହଶହ ଯାତ୍ରୀ ହଇରାଣ
ନୂଆଦିଲ୍ଲୀ, ୨୭।୪: ଏୟାର ଇଣ୍ଡିଆର ସର୍ଭର ଶନିବାର ଭୋର୍ ସାଢ଼େ ୩ଟାଠାରୁ ଡାଉନ୍ ରହିଥିଲା। ଫଳରେ ଦେଶ ବିଦେଶର ଶହଶହ ଯାତ୍ରୀ ହଇରାଣ ହୋଇଥିଲେ। ତେବେ ଏହା ପୁଣିଥରେ ସ୍ବାଭାବିକ ଭାବେ କାମ କରିଛି। ଏନେଇ ଏୟାର ଇଣ୍ଡିଆ ଅଧ୍ୟକ୍ଷ ଅଶ୍ୱିନୀ…
୪୦ ବୁଥ୍ରେ ସମସ୍ତ କର୍ମଚାରୀ ମହିଳା
ମୁମ୍ବାଇ,୨୭ା୪(ପି.ଟି.): ମୁମ୍ବାଇ ଲୋକ ସଭା ନିର୍ବାଚନ ମଣ୍ଡଳୀର ୪୦ଟି ବୁଥ୍ରେ କେବଳ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମହିଳା ସଶକ୍ତୀକରଣ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ପାଇଁ ପ୍ରଥମ ଥର ଲାଗି ନିର୍ବାଚନ କମିଶନ ଏଭଳି ଏକ ପଦକ୍ଷେପ ନେଇଥିବା ଅତିରିକ୍ତ ମୁଖ୍ୟ…
ଜେଲ୍ ଗଲେ ଅପୂର୍ବା
ନୂଆଦିଲ୍ଲୀ,୨୭ା୪(ପି.ଟି.): ରୋହିତ ଶେଖର ତିଓ୍ବାରୀ ହତ୍ୟା ମାମଲାରେ ଗିରଫ ସ୍ତ୍ରୀ ଅପୂର୍ବା ଶୁକ୍ଳାଙ୍କୁ ଦିଲ୍ଲୀର ଏକ ଅଦାଲତ ଶୁକ୍ରବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ତାଙ୍କୁ ଅଧିକ ଜେରା କରିବା ଆବଶ୍ୟକ ନାହିଁ ବୋଲି ପୋଲିସ…
ସିଜେଆଇଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ: ତଦନ୍ତ କମିଟିରେ ହାଜର ହେଲେ ମହିଳା
ନୂଆଦିଲ୍ଲୀ,୨୭ା୪(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ସୁପ୍ରିମକୋର୍ଟର ପୂର୍ବତନ ମହିଳା କର୍ମଚାରୀ ଶୁକ୍ରବାର ଇନ୍ହାଉସ୍ ତଦନ୍ତ କମିଟିରେ ହାଜର ହୋଇଛନ୍ତି। ଅଭିଯୋଗର ତଦନ୍ତ ଲାଗି ଜଷ୍ଟିସ୍ ଏସ.ଏ. ବୋବ୍ଡେଙ୍କ ନେତୃତ୍ୱରେ ଜଷ୍ଟିସ୍…
ରାହୁଲଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ନୂଆଦିଲ୍ଲୀ,୨୭ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କର ଶୁକ୍ରବାର ବିହାରର ସମସ୍ତିପୁର, ଓଡିଶାର ବାଲେଶ୍ୱର ଏବଂ ମହାରାଷ୍ଟ୍ରର ସାଙ୍ଗମନେରରେ ନିର୍ବାଚନୀ ସଭା ଥିଲା। ତେବେ ଚାର୍ଟାର୍ଡ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ତାଙ୍କୁ ଦିଲ୍ଲୀ ଫେରିଯିବାକୁ ପଡିଥିଲା। ବିମାନରେ ତ୍ରୁଟି ପାଇଁ ସଭାସ୍ଥଳରେ…
ଆଇଏନ୍ଏସ୍ ବିକ୍ରମାଦିତ୍ୟରେ ନିଆଁ : ନୌସେନା ଅଧିକାରୀ ମୃତ
ସୁରଟ,୨୭ା୪: ରୁଷିଆଠାରୁ କିଣାଯାଇଥିବା ଭାରତର ସବୁଠାରୁ ବଡ଼ ବିମାନବାହୀ ଜାହାଜ ଆଇଏନ୍ଏସ୍ ବିକ୍ରମାଦିତ୍ୟରେ ଅଗ୍ନିକାଣ୍ଡ ଘଟିଛି। ଏହା ଶୁକ୍ରବାର ସକାଳେ କରଓ୍ବର ବନ୍ଦର ଅଭିମୁଖେ ଯାଉଥିବାବେଳେ ବିମାନ ବୋର୍ଡର ଏକ କମ୍ପାର୍ଟମେଣ୍ଟରେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ ଜଣେ ନୌସେନା ଅଧିକାରୀଙ୍କ ମୃତ୍ୟୁ…
ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ୨.୫୧ କୋଟି
ବାରାଣସୀ,୨୭ା୪(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ଲାଗି ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ କମିଶନଙ୍କ ପାଖରେ ଦାଖଲ ସତ୍ୟପାଠରେ ପ୍ରଧାନମନ୍ତ୍ରୀ ନିଜର ସମ୍ପତ୍ତି ପରିମାଣ ୨.୫୧ କୋଟି ଟଙ୍କା ବୋଲି ଉଲ୍ଲେଖ କରିଛନ୍ତି। ସେଥିରେ ରହିଛି…
ପ୍ରିୟଙ୍କାଙ୍କ ପଛଘୁଞ୍ଚା ରଣନୀତି
ନୂଆଦିଲ୍ଲୀ,୨୭ା୪: ପ୍ରଥମେ କଳ୍ପନାଜଳ୍ପନା, ପରେ ନିଜେ ସଙ୍କେତ ଦେଇଥିଲେ ‘ରାହୁଲ କହିଲେ ଲଢ଼ିବି’ ଆଉ ଶେଷରେ ପଛଘୁଞ୍ଚା। ଦେଶର ସବୁଠୁ ହଟ୍ ସିଟ୍ କୁହାଯାଉଥିବା ଉତ୍ତରପ୍ରଦେଶ (ୟୁପି)ର ବାରାଣସୀ ଲୋକ ସଭା ଆସନରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ…
ରୋହି ଶେଖର ହତ୍ୟା ମାମଲା: ପତ୍ନୀ ଅପୂର୍ବାଙ୍କୁ ୧୪ ଦିନପାଇଁ ହାଜତକୁ ପଠାଗଲା
ନୂଆଦିଲ୍ଲୀ,୨୬।୪: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍ଡି ତିଓ୍ବାରିଙ୍କ ପୁଅ ରୋହିତ ଶେଖର ତିଓ୍ବାରିଙ୍କ ହତ୍ୟା ମାମଲାରେ ତାଙ୍କ ବୋହୂ ଅର୍ଥାତ୍ ରୋହିତଙ୍କ ପତ୍ନୀ ଅପୂର୍ବା ତିଓ୍ବାରିଙ୍କୁ ୧୪ ଦିନ ପାଇଁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଆଇଏନ୍ଏସ୍ ବିକ୍ରମାଦିତ୍ୟରେ ଲାଗିଲା ନିଆଁ: ନୌସେନା ଅଧିକାରୀ ଶହୀଦ
କରଓ୍ବର,୨୬।୪: କର୍ନାଟକର କରଓ୍ବର ବିମାନ ବନ୍ଦରରେ ଶୁକ୍ରବାର ଯୁଦ୍ଧ ଜାହଜ ଆଇଏନ୍ଏସ୍ ବିକ୍ରମାଦିତ୍ୟ ପ୍ରବେଶ କରିବା ସମୟରେ ଏଥିରେ ନିଆଁ ଲାଗି ଯାଇଥିଲା। ଏହି ନିଆଁ ଲିଭାଇବା ସମୟରେ ଜଣେ ନୌସେନା ଅଧିକାରୀ ଶହୀଦ ହୋଇଥିବା ସୂଚନା ମିଳିଛି। ତେବେ ନିଆଁ…
ମୁଲାୟମ ସିଂ ଅସୁସ୍ଥ
ଲକ୍ଷ୍ନୌ,୨୬।୪: ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଶୁକ୍ରବାର ଅସୁସ୍ଥ ହୋଇ ପଡିଛନ୍ତି। ତାଙ୍କୁ ଲକ୍ଷ୍ନୌର ପିଜିଆଇରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏମରଜେନ୍ସି ଓ୍ବାର୍ଡରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପ୍ରଥମ…
ଭାଜପା ପାଇଁ ପ୍ରଚାର କଲେ ରେସ୍ଲର ଖଲି
କୋଲକାତା,୨୬।୪: ଚଳିତ ଲୋକ ସଭା ନିର୍ବାଚନରେ କେତେଜଣ ବଲିଉଡ୍ ସେଲିବ୍ରିଟି, ସ୍ପୋର୍ଟସ୍ ପର୍ସନ୍ ରାଜନୀତି ମଇଦାନକୁ ଆସିଥିବା ଦେଖାଯାଇଛି। ଏହି କ୍ରମରେ ରେସଲର ଦଲିପ ସିଂ ରାନା ବା ଗ୍ରେଟ ଖଲି ନାଁରେ ସାରା ବିଶ୍ୱରେ ପରିଚିତ ବ୍ୟକ୍ତି ଜଣଙ୍କୁ ମଧ୍ୟ…
Archives


