ପଦ୍ମ ଧରିଲେ ଗାୟକ ଦଲେର ମେହନ୍ଦି
ନୂଆଦିଲ୍ଲୀ,୨୬।୪: ବଲିଉଡ୍ ନାୟକ ନାୟିକାଙ୍କ ପରେ ଏବେ ଜଣେ ଗାୟକ ରାଜନୀତିରେ ପାଦ ରଖିଛନ୍ତି। ଶୁକବ୍ରାର ଗାୟକ ଦଲେର ମେହେନ୍ଦି ଭାଜପାରେ ସାମିଲ ହୋଇଛନ୍ତି। ଉତ୍ତର ପୂର୍ବ ଦିଲ୍ଲୀର ଭାଜପା ପ୍ରାର୍ଥୀ ହଂସ ରାଜ ହଂସ ଓ କେନ୍ଦ୍ରମନ୍ତ୍ରୀ ବିଜୟ ଗୋଏଲଙ୍କ…
ପୁଣିଥରେ ଗୁରୁଜନଙ୍କ ପାଦ ଛୁଇଁ ଚର୍ଚ୍ଚାକୁ ଆସିଲେ ମୋଦି
ବରାଣସୀ,୨୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାରାଣସୀ ଲୋକ ସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମୋଦି ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆହୁରି କେତେଜଣ ନେତା ପହଞ୍ଚି ସାରିଥିଲେ। ମୋଦି କାଳଭରବ ମନ୍ଦିରରେ ପୂଜାର୍ଚ୍ଚନା କରିବା…
ବଳାତ୍କାର ମାମଲାରେ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇ ଦୋଷୀ ସାବ୍ୟସ୍ତ
ଅହମ୍ମଦାବାଦ,୨୬।୪: ବଳାତ୍କାର ମାମଲାରେ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଶୁକ୍ରବାର ସୁରଟ ସେଶନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ଆସନ୍ତା ୩୦ ତାରିଖରେ ଏହାର ପରବର୍ତ୍ତି ଶୁଣାଣି ହେବ। ଉକ୍ତ ଦିନ ସଜ୍ଜା ସମ୍ପର୍କିତ ରାୟ…
ମାୟାବତୀଙ୍କ ପାଦ ଛୁଇଁଲେ ଡିମ୍ପଲ୍
ଲକ୍ଷ୍ନୌ, ୨୬।୪: ବହୁଜନ ସମାଜବାଦୀ ପାଟର୍ର୍ି(ବିଏସପି) ନେତ୍ରୀ ମାୟାବତୀଙ୍କ ପାଦ ଛୁଇଁଛନ୍ତି ସମାଜବାଦୀ ପାର୍ଟି(ଏସପି)ନେତା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ। କନୌଜରେ ଆୟୋଜିତ ଏକ ନିର୍ବାଚନ ସଭାରେ ଅଖିଳେଶ-ମାୟାବତୀ ଯୋଗଦେଇଥିଲେ। ଏହି ସମୟରେ ଡିମ୍ପଲ ମଞ୍ଚକୁ ଆସି ମାୟାଙ୍କ ପାଦ ଛୁଇଁ…
ମୁମ୍ବାଇ ବିସ୍ଫୋରଣର ଅଭିଯୁକ୍ତ ଅବଦୁଲ ଗନି ମୃତ
ମୁମ୍ବାଇ,୨୫।୪: ୧୯୯୩ରେ ମୁମ୍ବାଇରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣର ଅଭିଯୁକ୍ତ ଅବଦୁଲ ଗନି ତୁର୍କଙ୍କ ମୃତ୍ୟୁ ହୋଇଛି। ଗୁରୁବାର ନାଗପୁରର ଜିଏମ୍ସି ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୋଷୀ ସାବସ୍ତ ହେବା ପରଠାରୁ ସେ ନାଗପୁର ସେଣ୍ଟ୍ରାଲ ଜେଲରେ…
ଜେଟ୍ ଏୟାରଓ୍ବେଜର କର୍ମଚାରୀଙ୍କୁ ଆମେରିକାରୁ ମିଳୁଛି ଅଫର୍
ନୂଆଦିଲ୍ଲୀ,୨୫।୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଜେଟ୍ ଏୟାରଓ୍ବେଜ୍ କିଛିଦିନ ତଳେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଫଳରେ ଏଥିରେ କାର୍ଯ୍ୟରତ ଥିବା ଶହ ଶହ କର୍ମଚାରୀ ସେମାନଙ୍କ ରୋଜଗାର ହରାଇଛନ୍ତି। ହେଲେ ଏମାନଙ୍କ ମଧ୍ୟରୁ କେତେଜଣ କର୍ମଚାରୀଙ୍କୁ ଅନ୍ୟ…
କଂଗ୍ରେସରେ ଯୋଗଦେଲେ ପଞ୍ଜାବର ଏଏପି ବିଧାୟକ
ଚଣ୍ଡିଗଡ଼,୨୫।୪: ପଞ୍ଜାବର ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ନଜର ସିଂ ମନଶାହିଆ ଗୁରୁବାର ଏଏପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ଉପସ୍ଥିତିରେ ସେ କଂଗ୍ରେସର ହାତ ଧରିଛନ୍ତି। ୫୬ ବର୍ଷୀୟ ମନଶାହିଆ ଜଣେ ଇଞ୍ଜିନିୟର…
ସ୍ତ୍ରୀଙ୍କ ଅଭିମାନ ଭାଙ୍ଗିବା ପାଇଁ ହାତ ଆଙ୍ଗୁଳି କାଟି ୬୦ କିମି ସାଇକେଲ ଚଳାଇ ଶ୍ୱଶୁର ଘରେ ପହଞ୍ଚିଲେ ସ୍ବାମୀ
ରାୟପୁର,୨୫।୪: ଛତିଶଗଡ଼ କୋରବା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ରଜଗାମାର ଥାନା ଅଞ୍ଚଳରେ ଥିବା ଔରାଇ ଗାଁରେ ମୁକୁନ୍ଦ ନାମକ ଜଣେ ଯୁବକ ସାଧାରଣ ଘରୋଇ କଳିରୁ ବାପଘରକୁ ଚାଲି ଯାଇଥିବା ସ୍ତ୍ରୀ ଜ୍ୟୋତିଙ୍କ ଅଭିମାନ ଭାଙ୍ଗିବା ଏବଂ…
କନ୍ୟା ଅପହରଣ ମାମଲାକୁ ନେଇ ସିକରରେ ଇଣ୍ଟରନେଟ୍ ସେବା ବନ୍ଦ
ଜୟପୁର,୨୫।୪: ରାଜସ୍ଥାନର ସିକରରେ ଏକ କନ୍ୟା ଅପହରଣ ମାମଲାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଜାଠ ସମାଜର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗୁରୁବାର ସିକର ବନ୍ଦ ଘୋଷଣା କରାଯିବା ସହ ଲୋକେ ଜିଲାପାଳ ଓ ଏସ୍ପି ଅଫିସ ଘେରାଉ କରିଛନ୍ତି।…
ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ
ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ ଅମଳ ନ ହେବାରୁ ସେମାନଙ୍କ ଆର୍ଥିକ ସ୍ଥିତି ଲଗାତାର ଶୋଚନୀୟ ହେବାରେ ଲାଗିଛି। ଏପରି…
ଉତ୍ତରପ୍ରଦେଶ-ବିହାର: ୭୦ ବର୍ଷର ସୀମା ବିବାଦ; ଫସଲ ଅମଳ ବେଳେ ଗର୍ଜୁଛି ବନ୍ଧୁକ
ପାଟନା/ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶ-ବିହାର ସୀମାରେ ଥିବା ବଲିଆ ଜିଲାରେ ଦୀର୍ଘ ୭୦ ବର୍ଷ ଧରି ଲାଗି ରହିଛି ସୀମା ବିବାଦ। ଇତିମଧ୍ୟରେ କେତେ ସରକାର ଗଲେଣି କେତେ ନୂଆ ସରକାର ଆସିଲେଣି କିନ୍ତୁ ବଲିଆ ବାସିନ୍ଦାଙ୍କ ଦୁଃଖ କମିନି। ସୀମାବର୍ତ୍ତୀ ଅଞ୍ଚଳରେ ଥିବା…
ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ ସାଗରରେ ୩.୧ କିଲୋମିଟର ମଧ୍ୟରେ ରହିଥିବାରୁ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଡିପ୍ରେଶନର…
Archives


