ଜାତୀୟ

ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ହେବେ କି ବସୁନ୍ଧରା

ଜୟପୁର,୨୯।୯: ରାଜସ୍ଥାନରେ ଚଳିତ ବର୍ଷ ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ଏହାକୁ ନେଇ ସାରା ରାଜ୍ୟରେ ରାଜନୀତି ହୋଇଛି ସରଗରମ।ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜସ୍ଥାନର ପୂର୍ବତନ ଭାଜପା ମୁଖ୍ୟମନ୍ତ୍ରୀ ବସୁନ୍ଧରା...

ମଧ୍ୟପ୍ରଦେଶ ନିର୍ବାଚନରେ ସିନ୍ଧିଆଙ୍କୁ ମିଳିପାରେ ତୃତୀୟ ତାଲିକାରେ ବିଧାୟକର ଟିକେଟ

ଭୋପାଳ,୨୯।୯: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମଧ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇପାରେ। ଏକ ସୂତ୍ରରୁ ଏହା ଜଣାପଡିଛି। ମଧ୍ୟପ୍ରଦେଶର ତୃତୀୟ ତାଲିକାରେ ଆଉ କିଛି ଏମ୍‌ପିଙ୍କ ନାମ ମଧ୍ୟ ଆସିପାରେ। ତୃତୀୟ...

ସାତଜନ୍ମରେ ଭାଜପା ସହ ମେଣ୍ଟ କରିବେ ନାହିଁ ନୀତୀଶ: ଲଲନ ସିଂ

ପାଟନା,୨୯।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମ୍ପୂର୍ଣ୍ଣ ଗ୍ରାଣ୍ଡ ଆଲାଇନ୍ସ ‘ଇଣ୍ଡିଆ‘ ସହ ଅଛନ୍ତି ଏବଂ ସାତ ଜନ୍ମରେ ମଧ୍ୟ ଭାଜପା ସହ ମେଣ୍ଟ କରିବେ ନାହିଁ ବୋଲି ଜେଡିୟୁ ସଭାପତି ଲଲନ ସିଂ କହିଛନ୍ତି। ନୀତୀଶ କୁମାର ତାଙ୍କ...

ମୋଦି ସରକାର ଯୁବବର୍ଗଙ୍କ ସ୍ବପ୍ନକୁ ମାରିଦେଇଥିବାରୁ ଆତ୍ମହତ୍ୟା ବଢ଼ୁଛି: କଂଗ୍ରେସ

ନୂଆଦିଲ୍ଲୀ,୨୯ା୯(ପି.ଟି.):ବେରୋଜଗାରୀ ବୃଦ୍ଧି ପାଉଥିବାରୁ କଂଗ୍ରେସ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛି। ଏହି ସରକାର ଦେଶର ଯୁବବର୍ଗଙ୍କ ଆଶା ଓ ସ୍ବପ୍ନକୁ ଦଳିଦେଇଥିବାରୁ ସେମାନଙ୍କ ମଧ୍ୟରେ ଆତ୍ମହତ୍ୟା ବୃଦ୍ଧି ପାଉଛି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ...

ଅକ୍ଟୋବର ୧ରୁ ଅନ୍‌ଲାଇନ ଗେମିଂରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୯ା୯: କେନ୍ଦ୍ର ସରକାର ଅକ୍ଟୋବର ୧ରୁ ଅନ୍‌ଲାଇନ ଗେମିଂ ଉପରେ ୨୮ ପ୍ରତିଶତ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଲାଗୁ କରିବା ପାଇଁ ପ୍ରସ୍ତୁତ ଅଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଓ ସୀମାଶୁଳ୍କ (ସିବିଆଇସି) ଅଧ୍ୟକ୍ଷ ସଞ୍ଜୟ ଅଗ୍ରଓ୍ବାଲ...

କେନ୍ଦ୍ରକୁ ନ୍ୟାୟ ମାଗିଲେ ମଣିପୁରୀ ବିଧାୟକ

ଇମ୍ଫାଲ/ନୂଆଦିଲ୍ଲୀ,୨୯।୯:ଜୁନ୍‌ ୩ରୁ ଜାତିଆଣ ହିଂସାରେ ଜଳୁଥିବା ମଣିପୁରରେ ମେଇତି ସମ୍ପ୍ରଦାୟର ନିଖୋଜ ଛାତ୍ରୀ ଲୁଓ୍ବାଙ୍ଗ୍‌ବି ହିଜାମ୍‌ ଏବଂ ଛାତ୍ର ଫିଜାମ୍‌ ହେମନ୍‌ଜିତଙ୍କୁ ଅପହରଣ ଓ ହତ୍ୟା ଘଟଣା ଉତ୍ତେଜନା ବୃଦ୍ଧିର କାରଣ ହୋଇଛି। ମଣିପୁରର ୨୦ରୁ ଊର୍ଦ୍ଧ୍ୱ ବିଧାୟକ ଗୁରୁବାର...

୪୨% ପିଲା ଦିନକୁ ୪ ଘଣ୍ଟା ମୋବାଇଲରେ ବ୍ୟସ୍ତ

ନୂଆଦିଲ୍ଲୀ,୨୯ା୯ (ପି.ଟି.):୧୨ ବର୍ଷରୁ କମ୍‌ ଅନୂ୍ୟନ ୪୨ ପ୍ରତିଶତ ପିଲା ଦୈନିକ ୨ରୁ ୪ ଘଣ୍ଟା ସେମାନଙ୍କ ସ୍ମାର୍ଟ୍‌ଫୋନ୍‌ କିମ୍ବା ଟାବ୍‌ଲେଟ୍‌ରେ ବ୍ୟସ୍ତ ରହୁଥିବା ଏକ ସର୍ଭେରୁ ଜଣାପଡ଼ିଛି। ଅଧିକ ବୟସର ପିଲାମାନେ ଦିନକୁ ୪୭ ପ୍ରତିଶତ ସମୟ ସ୍ମାର୍ଟ୍‌ଫୋନ୍‌,...

ଥ୍ରୋଟଲ୍‌ରେ ଥୋଇଲେ ବ୍ୟାଗ୍‌, ମାଡ଼ିଗଲା ଟ୍ରେନ୍‌

ନୂଆଦିଲ୍ଲୀ/ମଥୁରା,୨୯ା୯:ଜଣେ ଟ୍ରେନ୍‌ କର୍ମଚାରୀଙ୍କ ଦାୟିତ୍ୱହୀନତା ପାଇଁ ଉତ୍ତରପ୍ରଦେଶର ମଥୁରା ରେଳଷ୍ଟେଶନରେ ଛିଡ଼ାହୋଇଥିବା ଏକ ଟ୍ରେନ୍‌ ମଙ୍ଗଳବାର ରାତିରେ ଲାଇନ୍‌ଚ୍ୟୁତ ହୋଇ ପ୍ଲାଟ୍‌ଫର୍ମକୁ ମାଡ଼ିଯାଇଥିଲା। ଏଥିରେ ଜଣେ ମହିଳା ଆହତ ହୋଇଥିଲେ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଟ୍ରେନ୍‌ରେ ଲାଗିଥିବା...

ଜର୍ଦାରୀ-ଗିଲାନୀଙ୍କ ସମସ୍ୟା ବଢିଲା

ଇସଲାମାବାଦ୍‌,୨୯।୯: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନିଙ୍କ ସମସ୍ୟା ବଢିଛି। ଅକ୍ଟୋବର ୨୪ରେ ତୋସାଖାନା ମାମଲାରେ ହାଜର ହେବା ପାଇଁ ଇସଲାମାବାଦ କୋର୍ଟ ଜର୍ଦାରୀ ଏବଂ ଗିଲାନୀଙ୍କୁ ଡକାଇଛନ୍ତି। ୨୦୦୮...

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଆକ୍ରମଣ ଉଦ୍ୟମ

ଇମ୍ଫାଲ୍‌,୨୯।୯: ମଣିପୁରର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ ହୋଇଛି। ଉପସ୍ଥିତ ସୁରକ୍ଷା ବାହିନୀ ଏହାକୁ ପଣ୍ଡ କରିଥିଲେ। ପୋଲିସ ଅଧିକାରୀ କହିଛନ୍ତି ଯେ, ଇମ୍ଫାଲର ହିଙ୍ଗାଙ୍ଗ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ କରିବାକୁ...

ବିଧୁରୀଙ୍କୁ ମିଳିଲା ନିର୍ବାଚନ ଦାୟିତ୍ୱ

ନୂଆଦିଲ୍ଲୀ,୨୮ା୯: ଲୋକ ସଭାରେ ବିଏସ୍‌ପି ଏମ୍‌ପି ଡାନିସ୍‌ ଅଲିଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇଥିବା ଏମ୍‌ପି ରମେଶ ବିଧୁରୀଙ୍କୁ ଭାଜପା ରାଜସ୍ଥାନର ଟୋଙ୍କ ଜିଲାରେ ନିର୍ବାଚନ ଦାୟିତ୍ୱ ଦେଇଛି। ଘୃଣାର ପ୍ରସାର କରୁଥିବା ନେତାଙ୍କୁ ସମ୍ମାନିତ କରାଯିବା ଶାସକ ଦଳର...

ପଶ୍ଚିମ ଏସିଆ ଦେଶରେ ଜେଲରେ ବନ୍ଦ ଥିବା ଭିକାରୀଙ୍କ ମଧ୍ୟରୁ ୯୦ ପ୍ରତିଶତ ପାକିସ୍ତାନୀ

ନୂଆଦିଲ୍ଲୀ,୨୮।୯: ଆତଙ୍କବାଦ ଏବଂ ଗଧ ରପ୍ତାନି ପାଇଁ ପାକିସ୍ତାନ ଅନେକ ସମୟରେ ହେଡଲାଇନରେ ରହିଆସିଛି। ନିକଟରେ ପାକିସ୍ତାନ ନାମରେ ଆଉ ଏକ ସଫଳତା ହାସଲ କରାଯାଇଛି। ପାକିସ୍ତାନ ଭିକ ମାଗିବା ନେଇ ପଶ୍ଚିମ ଏସୀୟ ଦେଶ ମଧ୍ୟ ଅସୁବିଧାରେ ପଡିଛନ୍ତି। ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri