ଜାତୀୟ

ଜଗଦୀପ ଧନଖଡ ହେଲେ ପଶ୍ଚିମବଙ୍ଗ ରାଜ୍ୟପାଳ

କୋଲକାତା,୩୦।୭: ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ଜଗଦୀପ ଧନଖଡ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। କୋଲକାତା ହାଇକୋର୍ଟର ମୁଖ୍ୟ ବିଚାରପତି ଟି.ବି.ଏନ୍‌. ରାଧାକ୍ରିଷ୍ଣନ୍‌ ରାଜଭବନରେ ଜଗଦୀପଙ୍କୁ ରାଜ୍ୟପାଳ ଭାବେ ଶପଥପାଠ କରାଇଥିଲେ। ଜଗଦୀପ ରାଜ୍ୟର ୨୮ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି।…

ଭୁଲ୍‌ରେ ଫ୍ରିଜ୍‌ରେ ରଖନ୍ତୁ ନାହିଁ ଏହି ୬ଟି ଜିନିଷ

ସାଧାରଣତଃ ବ୍ୟସ୍ତବହୁଳତା ଜୀବନ ଯୋଗୁ ଲୋକମାନେ ସପ୍ତାହର ପନିପରିବା ଆଣି ଫ୍ରିଜ୍‌ରେ ରଖିଦେଇଥାନ୍ତି। ପ୍ରାୟ ସମୟରେ ଏହି ପନିପରିବା ବହୁଦିନ ପର୍ଯ୍ୟନ୍ତ ଫ୍ରିଜ୍‌ରେ ରହିଯାଇଥାଏ। ହେଲେ ଆପଣ ଅଜାଣତରେ କେତେ ବଡ଼ ଭୁଲ କରୁଛନ୍ତି ଜାଣିଛନ୍ତି କି? କିଛି ଜିନିଷ ଫ୍ରିଜ୍‌ରେ…

ପୋଷ୍ଟ ଅଫିସରେ ମିଳୁଛି ଗଙ୍ଗାଜଳ

ରୋହତକ,୩୦।୭: ହରିୟାଣାର ରୋତକରେ ଥିବା ଏକ ପୋଷ୍ଟ ଅଫିସରେ ଗଙ୍ଗୋତ୍ରୀରୁ ଆସିଥିବା ଗଙ୍ଗାଜଳ ବିକ୍ରି କରାଯାଉଥିବା ଦେଖାଯାଇଛି। ଏନେଇ ସେଠାକାର ଲୋକ ସମ୍ପର୍କ ଅଧିକାରୀଙ୍କୁ ପଚାରିବାରୁ ସେ କହିଛନ୍ତି, ଯେଉଁମାନେ କାଉଡି ଯାତ୍ରାରେ ଯାଇ ପାରୁ ନାହାଁନ୍ତ ସେମାନଙ୍କୁ ଆମେ ଏହି…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ବୈଠକରେ ଯୋଗ ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୩୦।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବା ପରେ ବିଏସ୍‌ ୟେଦୁରପ୍ପା ମଙ୍ଗଳବାର ପ୍ରଥମ କରି ଏକ ବୈଠକରେ ଯୋଗ ଦେଇଛନ୍ତି। କୋଡାଗୁ ବିଧାୟକଙ୍କ ସହ ଏହି ବୈଠକରେ ଯୋଗ ଦେଇ ୟେଦୁରପ୍ପା ସେଠାରେ ଚାଲିଥିବା ରିଲିଫ୍‌ କାମକୁ ନେଇ ଆଲୋଚନା କରିଥିଲେ।…

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ପାକିସ୍ତାନୀ ସେନା ନିହତ

ସୁନ୍ଦରବନି,୩୦।୭: ଜମ୍ମୁ-କଶ୍ମୀରର ସୁନ୍ଦରବନି ସେକ୍ଟରରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏହାସହ ପାକିସ୍ତାନ ତାଙ୍ଗଧାର-କେରନ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସମୟରେ ଭାରତୀୟ ସେନା ପକ୍ଷରୁ…

ଧର୍ମନିରପେକ୍ଷ ନୁହେଁ ଭାଜପା: ସିଦ୍ଧରମେୟା

ବେଙ୍ଗାଲୁରୁ,୩୦।୭: ଚଳିତବର୍ଷ କର୍ନାଟକର ଭାଜପା ସରକାର ଟିପୁ ସୁଲତାନଙ୍କ ଜୟନ୍ତୀ ପାଳନ ନ କରିବାକୁ ଯୋଜନା କରୁଥିବା ଜଣାପଡିଛି। ବୁଧବାର କ୍ୟାବିନେଟ ବୈଠକ ପରେ ଏହା ସ୍ଥିର କରାଯିବ ବୋଲି କହିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ବିଏ ସ୍‌ ୟେଦୁରପ୍ପା। ତେବେ ଏହାକୁ…

ବିଚାରପତି ଦଣ୍ଡାଦେଶ ଶୁଣାଇବା ବେଳେ କୋର୍ଟରେ ବିଷ ପିଇ ଆତ୍ମହତ୍ୟା କଲେ ଅଭିଯୁକ୍ତ

ଜୟପୁର,୩୦।୭:ରାଜସ୍ଥାନର କୋଟାରେ ଜଣେ ଯୁବକ କୋର୍ଟଙ୍କ ଦଣ୍ଡାଦେଶ ଶୁଣିବା ମାତ୍ରେ ହିଁ ବିଷ ପିଇ ଦେଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ଉକ୍ତ ସହରର ଡାବରି…

କର୍ନାଟକ ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଭାଜପା ବିଧାୟକ

ବେଙ୍ଗାଲୁରୁ,୩୦।୭: କର୍ନାଟକର ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗଡେ କାଗେରି ମଙ୍ଗଳବାର ବିଧାନସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସିରସି ଆସନର ବିଧାୟକ ହେଗଡେଙ୍କ ସହ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଓ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ।…

ଦେଶଭକ୍ତି ଏବଂ ନୈତିକ ମୂଲ୍ୟବୋଧ ଫିଲ୍ମକୁ ପୁରସ୍କୃତ କରିବ ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୩୦।୭: ଦେଶଭକ୍ତି, ରାଷ୍ଟ୍ରୀୟ ସୁରକ୍ଷା, ନୈତିକ ତଥା ପାରିବାରିକ ମୂଲ୍ୟବୋଧ ଫିଲ୍ମକୁ ଆର୍‌ଏସ୍‌ଏସ୍‌ ପକ୍ଷରୁ ପୁରସ୍କୃତ କରାଯିବ। ଆର୍‌ଏସ୍‌ଏସ୍‌ର ଶାଖା ଭାରତୀୟ ଚିତ୍ର ସାଧନା ପକ୍ଷରୁ ଫେବୃୟାରୀ ୨୧ରୁ ୨୩ ପର୍ଯ୍ୟନ୍ତ ହେବାକୁ ଥିବା ତୃତୀୟ ବାର୍ଷିକ ଫିଲ୍ମ ଉତ୍ସବରେ ଏଭଳି…

କଂଗ୍ରେସକୁ ଝଟ୍‌କା: ସଞ୍ଜୟ ସିଂ ରାଜ୍ୟ ସଭାରୁ ଦେଲେ ଇସ୍ତଫା; ଭାଜପାରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ,୩୦।୭: କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗି ଚାଲିଛି। ମଙ୍ଗଳବାର କଂଗ୍ରେସ ବରିଷ୍ଠ ରାଜ୍ୟ ସଭା ସଦସ୍ୟ ଇସ୍ତଫା ଦେଇଛନ୍ତି। ସେ ଖୁବ୍‌ ଶୀଘ୍ର ଭାଜପାରେ ଯୋଗଦେବାର ସମ୍ଭାବନା ଥିବା କୁହାଯାଉଛି। ସେ ଗାନ୍ଧୀ ପରିବାରର ଅତି ନିକଟତମ ନେତା…

ବିହାରର ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ ନୀତୀଶ

ପାଟନା,୩୦।୭: ବିହାରର ବନ୍ୟା ପରିସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଏକ ଜରୁରୀ ବୈଠକ ଡକାଇଥିଲେ। ଏଥିରେ ରାଜ୍ୟର ମନ୍ତ୍ରୀ, ମୁଖ୍ୟ ସଚିବ, ପ୍ରମୁଖ ସଚିବ ଆଦି ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ଚଳିତ ବର୍ଷ ବନ୍ୟାରେ ବିହାରର ଅଧିକାଂଶ ଜିଲାରେ…

ମାତାଲ୍‌ ହୋଇ ପାଠ ପଢ଼ାଇଲେ ପ୍ରାଥମିକ ଶିକ୍ଷକ: ଭିଡ଼ିଓ ଭାଇରାଲ

ରାୟପୁର,୩୦।୭: ଛତିଶଗଡ଼ରେ ଜଣେ ପ୍ରାଥମିକ ଶିକ୍ଷକ ମାତାଲ ହୋଇ ଶ୍ରେଣୀ କକ୍ଷରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଥିବା ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯଶପୁର ଜିଲାର ତୁରଙ୍ଗଖର ପ୍ରାଥମିକ ବିଦ୍ୟାଳୟର ପ୍ରାଥମିକ ଶିକ୍ଷକ ଅଜୟଦାନ ମିଞ୍ଜ୍‌ ମଦ୍ୟପାନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?