ମୋତିଲାଲ ଭୋରା ହୋଇପାରନ୍ତି କଂଗ୍ରେସର କାମଚଳା ଅଧ୍ୟକ୍ଷ
ନୂଆଦିଲ୍ଲୀ, ୩।୭: କଂଗ୍ରେସର ଅଧ୍ୟକ୍ଷ ପଦରୁ ବୁଧବାର ରାହୁଲ ଗାନ୍ଧୀ ଇସ୍ତଫା ଦେବାପରେ ତାଙ୍କ ସ୍ଥାନ କିଏ ନେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଦଳର ବରିଷ୍ଠ ନେତା ମୋତିଲାଲ ଭୋରା କାମଚଳା ଅଧ୍ୟକ୍ଷ ଦାୟିତ୍ୱ ତୁଲାଇ ପାରନ୍ତି ବୋଲି…
କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି ରାହୁଲ। ଗତ ନିର୍ବାଚନରେ ଦଳର ପରାଜୟ ପାଇଁ ସେ ନିଜକୁ ଦାୟୀ କରିଛନ୍ତି। ଦଳର…
ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି
ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ସିଟ୍ ଯଦି ଜିତିବ ତେବେ ସେ ଅମରେଲିରୁ ଦିଲ୍ଲୀ ସାଇକେଲରେ…
ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ
ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ ବୁଧବାର ରାହୁଲ କହିଛନ୍ତି, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, ଯେତେଶୀଘ୍ର ସମ୍ଭବ ସେତେଶିଘ୍ର…
ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ
ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ ଯୋଜନାରେ ବ୍ୟାଙ୍କରେ ଗରିବ ଲୋକଙ୍କ ଖାତା ଖୋଲାଯାଇ ଏଟିଏମ୍ କାର୍ଡ ଦିଆଯିବାର ବ୍ୟବସ୍ଥା…
ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର
ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀ କହିଛନ୍ତି ଯେ, ଏୟାର ଇଣ୍ଡିଆକୁ ଏବେ ଚଳାଇବା…
ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ କରାଯାଇଛି। ଦେଶଦ୍ରୋହୀ, ଆତଙ୍କବାଦୀ ତଥା ବିଚ୍ଛିନ୍ନତାବାଦୀଙ୍କଠାରୁ ଦେଶକୁ ଦେଶକୁ ସୁରକ୍ଷିତ ରଖିବା ପାଇଁ…
ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ
ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟସଭାରେ ଏସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟର ନାମ ପରିବର୍ତ୍ତନ…
ଚଳନ୍ତା ଟ୍ରେନ୍ରୁ ଖସିପଡିଲେ ୩ ଯାତ୍ରୀ
ମୁମ୍ବାଇ, ୩।୭: ମୁମ୍ବାଇ ଲୋକାଲ୍ ଟ୍ରେନରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ଟେନରୁ ଖସି ପଡି ୩ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଛତ୍ରପତି ଶିବାଜୀ ମହାରାଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟେନଟି ଠିକ୍ ସମୟରେ ପ୍ଲାଟଫର୍ମ ଛାଡିଥିଲା।…
ମନ୍ଦିର ଭଙ୍ଗାରୁଜା ଘଟଣା: ଦିଲ୍ଲୀ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ ଶାହ
ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ ତଲବ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହ। ଏହି ଘଟଣାରେ ପୋଲିସ ପକ୍ଷରୁ…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ହାଇକୋର୍ଟ ବିଚାରପତି: ପରିବାରବାଦ, ଜାତିବାଦକୁ ନେଇ ଜଜ୍ଙ୍କୁ ଦିଆଯାଉଛି ନିଯୁକ୍ତି
ଲକ୍ଷ୍ନୌ, ୩।୭: ଜଜ୍ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଆହ୍ଲାବାଦ୍ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ରଙ୍ଗନାଥ ପାଣ୍ଡେ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଜଜ୍ଙ୍କ ନିଯୁକ୍ତି ନେଇ କୌଣସି ନିର୍ଦ୍ଦିଷ୍ଟ ମାପଦଣ୍ଡ ନାହିଁ ଏବଂ ପ୍ରଚଳିତ…
ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା କୋଷରେ ଏହା ଜମା କରିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ଥଙ୍କୁ…
Archives


