ଜାତୀୟ

ସେପ୍ଟେମ୍ବର ସୁଦ୍ଧା ବାୟୁସେନାକୁ ମିଳିବ ରାଫାଲ ଯୁଦ୍ଧ ବିମାନ: ଅମ୍ବାଲା ଏୟାର୍‌ ବେସ୍‌ରେ ହେବ ମୁତୟନ

ନୂଆଦିଲ୍ଲୀ,୨।୭: ଭାରତକୁ ଆସନ୍ତା ସେପ୍ଟେମ୍ବର ସୁଦ୍ଧା ରାଫାଲ ଯୁଦ୍ଧ ବିମାନ ମିଳିବାର ସମ୍ଭାବନା ରହିଛି। ଏନେଇ ଫ୍ରାନ୍ସ୍‌ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଭାରତୀୟ ବାୟୁସେନାରେ ସାମିଲ୍‌ ହେବା ପୂର୍ବରୁ ଏହାର ପରୀକ୍ଷଣ କରାଯିବ। ରାଫାଲ ଯୁଦ୍ଧ ବିମାନ ପ୍ରଥମେ ୧୭…

ଆକାଶ ବିଜୟବର୍ଗୀୟ ମାମଲା: ମୁହଁ ଖୋଲିଲେ ମୋଦି 

ନୂଆଦିଲ୍ଲୀ,୨।୭: ମଧ୍ୟପ୍ରଦେଶ ନିଗମକର୍ମୀଙ୍କୁ ମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୁହଁ ଖୋଲିଛନ୍ତି। ସଂସଦୀୟ ଦଳ ବୈଠକରେ କାହାର ନାମ ନ ନେଇ ସେ କହିଛନ୍ତି ଏପରି ବ୍ୟକ୍ତିଙ୍କୁ ଦଳରୁ ବାହାର କରିଦେବା ଆବଶ୍ୟକ। ତାଙ୍କର ଦଳରେ କୌଣସି ସ୍ଥାନ…

ବିବାହ ନିମନ୍ତ୍ରଣ କାର୍ଡରେ ନିଶା ନିବାରଣ ପାଇଁ ସଚେତନତା ବାର୍ତ୍ତା

ଜୟପୁର,୨।୭: ନିଶା ନିବାରଣ ପାଇଁ ସରକାର ତଥା ବିଭିନ୍ନ ସଂଗଠନ ପକ୍ଷରୁ ଦେଶରେ ନାନା ଅଭିଯାନ ଜାରି ରହିଛି। ତେବେ ରାଜସ୍ଥାନର ଭିୟାଡ୍‌ ଗାଁ ଏହି କ୍ଷେତ୍ରରେ ସଫଳତା ହାସଲ କରିଛି। ଗାଁରେ ନିଶା ଦ୍ରବ୍ୟ ବ୍ୟବହାର ଉପରେ କଡ଼ା କଟକଣା…

ଦନ୍ତଓ୍ବାଡା ପ୍ରାଥମିକ ସ୍କୁଲ କାନ୍ଥରେ ମାଓବାଦୀଙ୍କ ବାର୍ତ୍ତା ପଢିଲେ ପିଲା

ଦନ୍ତଓ୍ବାଡା,୨।୭: ଛତିଶଗଡ଼ର ଦନ୍ତଓ୍ବାଡାରେ ଥିବା ପ୍ରାଥମିକ ସ୍କୁଲ କାନ୍ଥରେ ମାଓବାଦୀମାନେ ଲେଖିଥିବା ବାର୍ତ୍ତାକୁ ପିଲାମାନେ ପଢୁଛନ୍ତି। ତାହା ପୁଣି ଲୁଚାଇ ଛପାଇ ନୁହେଁ ବରଂ ବଡ ପାଟିରେ ଏହା ପିଲା ପଢୁଥିଲେ ବି ଶିକ୍ଷକ ଏହାକୁ ଆକଟ କରୁ ନାହାଁନ୍ତି। ସୂଚନାଯୋଗ୍ୟ,…

ଅନ୍ତିମ ସଂସ୍କାର ପରେ ହେବନି ଶ୍ରାଦ୍ଧ ଭୋଜି: ଅମାନ୍ୟ କଲେ ହେବେ ବାସନ୍ଦ

ଜୟପୁର,୨।୭: ସମାଜରେ ପ୍ରଚଳିତ ଅନ୍ତିମ ସଂସ୍କାର ପରବର୍ତ୍ତୀ ଶ୍ରାଦ୍ଧ ଭୋଜିକୁ ରାଜସ୍ଥାନର ଅକେଲା ଗାଁର ରାଜପୁତ ସମାଜ ରୋକ ଲଗାଇଛନ୍ତି। ଏହାଦ୍ୱାରା କେତେକଙ୍କ ଆର୍ଥିକ ସ୍ଥିତି ଖରାପ ହେଉଥିବା ରାଜପୁତ ସମାଜ କହିଛି। ଏପରି କୁସଂସ୍କାର ତାଙ୍କ ଗାଁରେ ଏଣିକି କରାଯିବ…

ବିହାରରେ ବଦଳୁଛି ରାଜନୈତିକ ପାଣିପାଗ: ମୋଦିଙ୍କ ପ୍ରଶଂସାରେ ଶତମୁଖ ହେଲା ଆରଜେଡି

ପାଟନା, ୨।୭: ବିହାରରେ ରାଜନୈତିକ ପାଣିପାଗ ଧିରେ ଧିରେ ବଦଳିବାରେ ଲାଗିଛି। ଜେଡିୟୁ ଏବଂ ଭାଜପା ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ଉଠାଇବାକୁ ଚେଷ୍ଟା କରିଛି ଜେଡିୟୁ। ଦଳର ଗୋଟିଏ ପରେ ଗୋଟିଏ ନେତା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି।…

ଗୁରୁଦାସପୁରରେ ନିଜର ପ୍ରତିନିଧି ନିଯୁକ୍ତ କଲେ ସନ୍ନି: କଂଗ୍ରେସ କହିଲା ଜନତାଙ୍କୁ ଧୋକା

ଗୁରୁଦାସପୁର,୨।୭:ବଲିଉଡ୍‌ ଅଭିନେତା ତଥା ଏମ୍‌ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ କଂଗ୍ରେସ କହିଛି ଏହା ସାଧାରଣ ଜନତାଙ୍କ ସହ ଧୋକା। କାରଣ ଲୋକେ ଏମ୍‌ପି ବାଛିଥିଲେ…

ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ପାଠ ପଢୁଛନ୍ତି ଛାତ୍ରୀ

ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍‌ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ ସ୍କୁଲରେ ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ଛାତ୍ରୀମାନେ ପାଠ ପଢିବା ଆରମ୍ଭ କରୁଛନ୍ତି।…

ଅମିତ ଶାହଙ୍କୁ ବୋମା ପକାଇ ଉଡାଇ ଦେବାକୁ ଧମକ

ବିଦିଶା, ୨।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି ବୋଲି ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ବିଧାୟିକା ଲିନା ଜୈନ ଅଭିଯୋଗ କରିଛନ୍ତି। ତାଙ୍କ ନିକଟକୁ ଆସିଥିବା ଏକ ପତ୍ରରେ ଅମିତ ଶାହଙ୍କ…

ଖସି ପଡିଲା ଯୁଦ୍ଧ ବିମାନ ତେଜସ୍‌ର ଫୁଏଲ୍‌ ଟ୍ୟାଙ୍କ

ଚେନ୍ନାଇ,୨।୭: ତାମିଲନାଡୁର ସୁଲୁର ଏୟାର୍‌ ବେସ୍‌ ନିକଟରେ ମଙ୍ଗଳବାର ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଏଲ୍‌ସିଏ ତେଜସର ଫୁଏଲ୍‌ ଟ୍ୟାଙ୍କ ଖସିପଡିଥିବା ସୂଚନା ମିଳିଛି। ଏହା ଉଡିବା ସମୟରେ ନିକଟରେ ଥିବା ଏକ କ୍ଷେତରେ ଖସି ପଡିଥିଲା। ତେବେ ଏଥିରେ କ୍ଷୟକ୍ଷତି…

ବୃକ୍ଷରୋପଣ କଲେ ୪ଶହ କର୍ମଚାରୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନା କୋମରାମ ଭିମ ଆସିଫାବାଦର ଶିରିପୁର କାଗଜନଗର ବ୍ଲକରେ ପ୍ରାୟ ୪ଶହ ବନ ବିଭାଗ ଓ ପୋଲିସ କର୍ମଚାରୀ ବୃକ୍ଷରୋପଣ କରିଛନ୍ତି। ଦିନକୁ ଦିନ ଜଙ୍ଗଲ ପଦା ହେଉଥିବାରୁ ବୃକ୍ଷରୋପଣକୁ ଗୁରୁତ୍ୱ ଦେଇ ଗତ ଜୁନ୍‌ ୨୯ରେ ଏମାନେ ବୃକ୍ଷରୋପଣ…

ସେନାରେ ୭୮ ହଜାର ପଦବୀ ଖାଲି: ୩ ବର୍ଷରେ ୨୧ ଶହ ଅଫିସର ଛାଡ଼ିଛନ୍ତି ଚାକିରି

ନୂଆଦିଲ୍ଲୀ,୨।୭: ଭାରତୀୟ ସେନାରେ ୭୮ ହଜାର ୨ଶହ ୯୧ ପଦବୀ ଖାଲି ପଡ଼ିଛି। ସେଥିମଧ୍ୟରେ ୯ ହଜାର ୪ ଶହ ୨୭ ଅଫିସର ପଦବୀ ରହିଛି। ସେହିପରି ୨୦୧୬ରୁ ୨୦୧୮ ମଧ୍ୟରେ ୨୧ ଶହ ଅଫସର ବିଭିନ୍ନ କାରଣରୁ ଚାକିରି ଛାଡ଼ିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri