ଜାତୀୟ

ସରକାରୀ ବାବୁଙ୍କୁ ଉପହାର ମନା

ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ସରକାରୀ ବାବୁଙ୍କ ପାଇଁ ଗୋଟିଏ ପରେ ଗୋଟିଏ ଆଇନ ଲାଗୁ କରିବା ଜାରି ରଖିଛନ୍ତି। ପ୍ରଥମେ ସରକାରୀ ମିଟିଂରେ ମୋବାଇଲ୍‌ ଉପରେ ପ୍ରତିବନ୍ଧକ ଲଗାଇବା ପରେ ସେ ସରକାରୀ କର୍ମଚାରୀ ସକାଳ ୯ଟା…

ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ ବେସ୍‌ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଉପରେ ୧୪ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ…

ଖାଇକୁ ଖସିଲା ବସ୍‌: ୩୫ ଯାତ୍ରୀ ମୃତ

ଶ୍ରୀନଗର,୧।୭: ଜମ୍ମୁ-କଶ୍ମୀର କିରତଓ୍ବାଡ୍‌ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ କେଶବନ୍‌ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଗଭୀର ଖାଇକୁ ଖସି ପଡ଼ିଛି। ଏହି ଘଟଣାରେ ୩୫ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

ମହିଳା ପୋଲିସଙ୍କୁ ମାଡ଼ ଘଟଣା: ଗିରଫ ହେଲେ ଟିଆର୍‌ଏସ୍‌ ବିଧାୟକଙ୍କ ଭାଇ

ହାଇଦ୍ରାବାଦ,୧।୭: ତେଲେଙ୍ଗାନା ପୋଲିସ ଓ ବନ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆର୍‌ଏସ୍‌)ର ଜଣେ ନେତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। କୋମାରାମ ଭୀମ ଆସିଫାବାଦ ଜିଲାରେ ରବିବାର ବନ କର୍ମଚାରୀ ଓ ପୋଲିସ ଉପରକୁ ଟିଆର୍‌ଏସ୍‌…

ପହଲ୍‌ଗାମ୍‌ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍‌ କ୍ୟାମ୍ପ୍‌ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ଅନନ୍ତନାଗ ଜିଲା ବିକାଶ ଆୟୁକ୍ତ ଖାଲିଦ୍‌ ଜାହାଙ୍ଗୀର୍‌ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି।…

ବୁଡି ଗଲାଣି ମାୟାନଗରୀର ଟ୍ରେନ୍‌ ଟ୍ରାକ୍‌

ମୁମ୍ବାଇ,୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଫଳରେ ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ସିଅନ ଓ ମୁଟୁଙ୍ଗା ମଧ୍ୟରେ ରେଲଓ୍ବେ ଟ୍ରାକ୍‌ରେ ପାଣି ଜମି…

ଭାରତରେ ଭିଡ଼ହିଂସା, ଆମେରିକାରେ ବିକ୍ଷୋଭ: ସଂଖ୍ୟାଲଘୁଙ୍କୁ ନ୍ୟାୟ ମିଳୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧ା୭: ଗୋସୁରକ୍ଷା ନାମରେ ଓ ଜୋର୍‌ଜବରଦସ୍ତ ‘ଜୟ ଶ୍ରୀରାମ’ କୁହାଇବା ଲାଗି ଭାରତରେ ଭିଡ଼ହିଂସା ବଢ଼ିବାରେ ଲାଗିଛି। ସଂଖ୍ୟାଲଘୁ ଓ ଦଳିତ ସମ୍ପ୍ରଦାୟର ଲୋକଙ୍କୁ ତଥାକଥିତ ହିନ୍ଦୁତ୍ୱବାଦୀମାନେ ଟାର୍ଗେଟ କରୁଛନ୍ତି। ଏହାକୁ ନେଇ ଦେଶରେ ରାଜନୀତି ଜୋର୍‌ ଧରିଥିବାବେଳେ ବିଦେଶରେ ବିକ୍ଷୋଭ…

ଚେନ୍ନାଇରେ ଜଳସଙ୍କଟ ଉତ୍କଟ: ଇଡ୍‌ଲି ପିଠଉ କିଣିଲେ ପାଣି ମାଗଣା

ଚେନ୍ନାଇ,୧ା୭: ଚେନ୍ନାଇ ସମେତ ଦେଶର ବିଭିନ୍ନ ଅଞ୍ଚଳରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଥିବାବେଳେ ଟ୍ରିପ୍ଲିକେନ୍‌ର ଜଣେ ବ୍ୟବସାୟୀ ପାଣି ପାଇଁ ବିଚିତ୍ର ଘୋଷଣାନାମା କରିଛନ୍ତି। ବାଲଟିଏ ପାଣି ମାଗଣାରେ ନେବାକୁ ହେଲେ ଗ୍ରାହକଙ୍କୁ ୧ କିଲୋଗ୍ରାମ ଇଡ୍‌ଲି-ଦୋସା ପିଠଉ କିଣିବାକୁ…

ପ୍ରଧାନମନ୍ତ୍ରୀଙ୍କ ମନ୍‌ କୀ ବାତ୍‌ର ଦ୍ୱିତୀୟ ସଂସ୍କରଣ: ଜଳ ସଂରକ୍ଷଣ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୧ା୭(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ରବିବାର ଆରମ୍ଭ କରିଛନ୍ତି। ଏହି ସଂସ୍କରଣର ପ୍ରଥମ ଅଭିଭାଷଣରେ ସେ ଦେଶବାସୀଙ୍କୁ ଜଳ ସଂରକ୍ଷଣ କରିବା ଲାଗି ଆହ୍ବାନ ଦେଇଛନ୍ତି। ଦେଶର ବୃହତ ଜଳଭଣ୍ଡାର ଏବଂ ନଦୀଗୁଡ଼ିକରେ…

୧୦୦ କୋଟିର ବ୍ରାଉନ୍‌ ସୁଗାର ଜବତ

ଇମ୍ଫାଲ,୧ା୭:ମଣିପୁରର ଥୋଉବାଲ ଜିଲାରୁ ୧୧୧.୨ କେ.ଜି.ର ବ୍ରାଉନ୍‌ ସୁଗାର ଜବତ ହୋଇଛି। ଲିଲୋଙ୍ଗ ଗ୍ରାମରେ ବ୍ରାଉନ୍‌ ସୁଗାର ପ୍ରସ୍ତୁତି ଚାଲିଥିବାବେଳେ ନାର୍କୋଟିକ୍ସ ଆଣ୍ଡ ଆଫେୟାର୍ସ ଅଫ୍‌ ବର୍ଡର ସମେତ ମଣିପୁର ପୋଲିସ ଶନିବାର ବିଳମ୍ବିତ ରାତିରେ ସେଠାରେ ଚଢ଼ାଉ କରି ଏହାକୁ…

ରୁଷିଆରୁ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବ ଭାରତ

ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି। ଷ୍ଟ୍ରମ୍‌ ଅଟାକା ନାମକ ଏହି କ୍ଷେପଣାସ୍ତ୍ର ଏମ୍‌ଆଇ-୩୫ ଲଢ଼ୁଆ ହେଲିକପ୍ଟରରେ ମୁତୟନ କରାଯିବ। ଜରୁରିକାଳୀନ…

କଂଗ୍ରେସ ଅଧ୍ୟକ୍ଷ: ସୁଶୀଲ କୁମାର ସିନ୍ଦେଙ୍କ ନାଁକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୩୦।୬: ପୂର୍ବତନ ସ୍ବରାଷ୍ଟ ମନ୍ତ୍ରୀ ସୁଶୀଲ କୁମାର ସିନ୍ଦେ କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଗତ ଲୋକ ସଭା ନିର୍ବାଚନରେ ଦଳ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦ ଛାଡିବାକୁ ଅଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri