ଜାତୀୟ

ତିନି ତଲାକ୍‌ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭:ତତ୍କାଳ ତିନି ତଲାକ୍‌କୁ ବେଆଇନ ଏବଂ ଦଣ୍ଡନୀୟ ଅପରାଧରେ ପରିଣତ କରିବା ଲାଗି ସରକାର ଆଣିଥିବା ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌ ସପକ୍ଷରେ ୩୦୩ ଭୋଟ ପଡିଥିବାବେଳେ ବିପକ୍ଷରେ ୮୨ ଏମ୍‌ପି ଭୋଟ ଦେଇଥିଲେ। ବିରୋଧୀମାନେ ଆଣିଥିବା…

କର୍ନାଟକରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ:୩ ବିଦ୍ରୋହୀ ବିଧାୟକ ଅଯୋଗ୍ୟ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୬।୭(ପି.ଟି.):କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜିତ ହେବାର ଦୁଇଦିନ ପରେ ବିଧାନସଭା ବାଚସ୍ପତି କେ.ଆର. ରମେଶ କୁମାର ୩ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ଅନ୍ୟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ମଧ୍ୟ…

ମଧ୍ୟପ୍ରଦେଶରେ ଓଲଟା ଖେଳ

ଭୋପାଳ,୨୬।୭:ଭାଜପା କର୍ନାଟକରେ ଶାସକ ମେଣ୍ଟର ବିଦ୍ରୋହୀ ବିଧାୟକଙ୍କୁ ଧରି କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟାଇବାରେ ସଫଳ ହୋଇଥିବାବେଳେ ମଧ୍ୟପ୍ରଦେଶରେ ଏହାର ଓଲଟା ଖେଳ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ କମଳନାଥଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରଙ୍କୁ ସଂଖ୍ୟାଲଘୁ ବୋଲି ଅଭିହିତ କରି ଚ୍ୟାଲେଞ୍ଜ…

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)- ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ…

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ କାନପୁର: ଆଇଆଇଟି କାନପୁରର ବୈଜ୍ଞାନିକମାନେ ବିଶ୍ୱର ପ୍ରଥମ ରୋବଟିକ ହ୍ୟାଣ୍ଡ୍‌ ବିକାଶ କରିଛନ୍ତି । ଷ୍ଟ୍ରୋକ୍‌ ପରେ ଯେଉଁମାନଙ୍କ ହାତ କାମ କରୁନି ସେମାନଙ୍କୁ ଏହା ସାହାଯ୍ୟ କରିବ । ଏହାର…

ନବଜାତ ଶିଶୁ କଳାଧଳା ବ୍ୟତୀତ ଅନ୍ୟ ରଙ୍ଗ ଜାଣି ପାରନ୍ତି ନାହିଁ

ଶିଶୁ ଜନ୍ମ ହେବା ପରେ ତା’ର ବିଶେଷ ଯତ୍ନ ନିଆଯାଇଥାଏ। କାରଣ ସେ ପ୍ରକୃତି ସହ ଖାପ ନ ଖାଇବା ପର୍ଯ୍ୟନ୍ତ ତା’ର ବିଶେଷ ଧ୍ୟାନ ଦେବା ଜରୁରୀ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାଆନ୍ତି। ତେବେ ନବଜାତ ଶିଶୁଙ୍କ ପାଖରେ ଏମିତି…

କର୍ନାଟକରେ ହେବକି ରାଷ୍ଟ୍ରପତି ଶାସନ

ବେଙ୍ଗାଲୁରୁ,୨୫।୭: କର୍ନାଟକର ମେଣ୍ଟ ସରକାର ଭାଙ୍ଗି ଯିବା ପରେ ଏବେ ଭାଜପା ସେଠାରେ ସରକାର ଗଢିବାକୁ ଚାହିଁ ବସିଛି। ହେଲେ ଯେପର୍ଯ୍ୟନ୍ତ ବାଚସ୍ପତି ୧୬ ବିଦ୍ରୋହୀ ବିଧାୟକଙ୍କୁ ନେଇ କୌଣସି ମନ୍ତବ୍ୟ ଦେଇ ନାହାଁନ୍ତି ସେ ପର୍ଯ୍ୟନ୍ତ ଭାଜପା ସରକାର ଗଠନ…

ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଛନ୍ତି ୯୦ ବର୍ଷୀୟା ମା’

ସାହଦୋଲ,୨୫।୭: ମଧ୍ୟପ୍ରଦେଶର ସାହଦୋଲରେ ଜଣେ ୯୦ ବର୍ଷୀୟା ବୃଦ୍ଧା ମା’ ରତନି ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ଦୀର୍ଘ ୧୧ ବର୍ଷ ହେବ ତାଙ୍କ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଏପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ମିଳି…

ଏସପି ନେତାଙ୍କ ବିବାଦୀୟ ବୟାନ୍‌: ସ୍ତ୍ରୀଙ୍କୁ ଗୁଳି ମାରିଦେବାଠାରୁ ଭଲ ତିନି ତଲାକ

ନୂଆଦିଲ୍ଲୀ, ୨୫।୭: ମୁସଲମାନ ମହିଳାଙ୍କ ସୁରକ୍ଷା ପାଇଁ ସଂସଦରେ ଆଗତ ହେବାକୁ ଥିବା ତିନି ତଲାକ ବିଲ୍‌କୁ ନେଇ ଗୁରୁବାର ଗୃହରେ ହଙ୍ଗାମା ହୋଇଛି। କେନ୍ଦ୍ର ସରକାର ତୃତୀୟଥର ପାଇଁ ଲୋକ ସଭାରେ ଏହି ବିଲ୍‌ ଆଗତ କରିଥିଲେ। ବିଲକୁ ନେଇ…

ଭାରତୀୟ ସେନାରେ ଯୋଗଦେଲେ ଧୋନୀ, କରିବେ ଏହି କାମ

ଶ୍ରୀନଗର, ୨୫।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖୁବ୍‌ଶୀଘ୍ର ଭାରତୀୟ ସେନା ସହ ଯୋଗ ଦେବାକୁ ଯାଉଛନ୍ତି। ଜୁଲାଇ ୩୧ରେ କଶ୍ମୀରରେ ଥିବା ଟେରିଟୋରିଆଲ୍‌ ଆର୍ମିର ୧୦୬ତମ ପାରାସୁଟ୍‌ ବାଟାଲିୟନ୍‌ରେ ଧୋନୀ ସାମିଲ ହେବେ। ସେନାର…

କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍‌ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !

ବେଙ୍ଗାଲୁର୍‌,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ଆବେଦନର ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇ ନ ଥିବା ଭାଜପା ହାଇକମାଣ୍ଡ୍‌ ମାମଲା ଥଣ୍ଡା ହେବା…

ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?