ଝାଡ଼ଖଣ୍ଡ ଭିଡ଼ହିଂସା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ରିପୋର୍ଟରୁ ଫିଟିଲା ଗୁମର:ତବ୍ରେଜ୍ଙ୍କୁ ଚିକିତ୍ସା ପାଇଁ ମନାକରିଥିଲା ପୋଲିସ
ନୂଆଦିଲ୍ଲୀ,୨୮।୬:ଝାଡ଼ଖଣ୍ଡ ଭିଡ଼ହିଂସାରେ ପ୍ରାଣ ହରାଇଥିବା ମୁସ୍ଲିମ୍ ଯୁବକ ତବ୍ରେଜ୍ ଅନ୍ସାରୀଙ୍କୁ ଆକ୍ରମଣ ପରେ ପୋଲିସ ଚିକିତ୍ସା କରାଇ ନ ଥିଲା। ରାତିସାରା ମାଡ଼ଖାଇବା ପରେ ଲହୁଲୁହାଣ ହୋଇଥିବା ତବ୍ରେଜ୍ଙ୍କୁ ଚିକିତ୍ସା ପାଇଁ ପରିବାର ଲୋକେ ପୋଲିସକୁ ଅନୁରୋଧ କରିଥିଲେ। ହେଲେ ପୋଲିସ…
ଜୟ ଶ୍ରୀରାମ’ ନ କହିବାରୁ ମୁସ୍ଲିମ ଡ୍ରାଇଭରଙ୍କୁ ମାଡ଼
ଠାଣେ,୨୮।୬: ମହାରାଷ୍ଟ୍ରରେ ଜଣେ ମୁସଲ୍ମାନ ଗାଡ଼ିଚାଳକଙ୍କୁ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହି ସ୍ଥାନୀୟ ଯୁବକମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଜଣେ ଫେରାର ଥିବା ଜଣାପଡ଼ିଛି। ଅଭିଯୋଗକାରୀ ଫୈଜଲ…
‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ଲାଗୁ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏନେଇ ଖାଉଟି ବ୍ୟାପାର, ଖାଦ୍ୟ ଏବଂ…
ଟ୍ରମ୍ପଙ୍କୁ ଭେଟିଲେ ମୋଦି: ଟ୍ରମ୍ପ୍ କହିଲେ, ଭାରତ ଏବଂ ଆମେରିକା ଭଲ ବନ୍ଧୁ
ଓସାକା,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାପାନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ମୋଦି ପ୍ରଥମେ…
କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା:ହରିୟାଣାର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ ରାହୁଲ
ଫରିଦାବାଦ/ନୂଆଦିଲ୍ଲୀ,୨୮।୬ (ପି.ଟି.):ହରିୟାଣାର କଂଗ୍ରେସ ନେତା ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ପ୍ରଦେଶ କଂଗ୍ରେସର ମୁଖପାତ୍ର ଥିବା ବିକାଶ ସେକ୍ଟର ୯ରେ ଥିବା ଏକ ଜିମ୍ ନିକଟରେ ନିଜ କାର୍କୁ ପାର୍କିଂ କରୁଥିବାବେଳେ ଦୁର୍ବୃତ୍ତମାନେ ଦୁଇପଟୁ ପ୍ରାୟ ୧୫ଟି…
ମରାଠା ସଂରକ୍ଷଣ ବୈଧ, ୧୩%ରେ ସୀମିତ ରଖାଯାଉ: ବମ୍ବେ ହାଇକୋର୍ଟ
ମୁମ୍ବାଇ,୨୮।୬(ପି.ଟି.):ସରକାରୀ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ମରାଠା ସମ୍ପ୍ରଦାୟ ଲାଗି ସ୍ଥାନ ସଂରକ୍ଷଣ ଦାବିର ସାମ୍ବିଧାନିକ ବୈଧତା ରହିଛି ବୋଲି ଗୁରୁବାର ବମ୍ବେ ହାଇକୋର୍ଟ କହିଛନ୍ତି। ତେବେ ୧୬ ପ୍ରତିଶତ କୋଟା ଦାବି କରିବା ଠିକ୍ ନୁହେଁ। ଏହାକୁ ୧୨ରୁ ୧୩…
ଶର୍ଟସର୍କିଟ୍ରୁ ଫ୍ରିଜ୍ ଫାଟିଲା:ଖବରଦାତାଙ୍କ ସହ ସ୍ତ୍ରୀ, ମା’ଙ୍କ ମୃତ୍ୟୁ
ଚେନ୍ନାଇ,୨୮।୬:ଏକ ରେଫ୍ରିଜରେଟରରେ ବିସ୍ଫୋରଣ ହେବାରୁ ତାମିଲ ଟିଭି ଚ୍ୟାନେଲ୍ର ଖବରଦାତା, ତାଙ୍କ ସ୍ତ୍ରୀ ଓ ମାଆଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ ଶର୍ଟ ସର୍କିଟରୁ ଏଭଳି ବିସ୍ଫୋରଣ ହୋଇଥିବା ପୋଲିସ କହିଛି। ବିସ୍ଫୋରଣ ପରେ ଘରେ ଧୂଆଁ ଭର୍ତ୍ତି ହୋଇଯାଇଥିଲା। ଯାହା ଫଳରେ…
ବଜେଟ ପୂର୍ବରୁ ମନମୋହନଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୨୮।୬(ପି.ଟି.):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଜୁଲାଇ ୫ରେ ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂଙ୍କୁ ଗୁରୁବାର ତାଙ୍କ ବାସଭବନରେ ଭେଟିଛନ୍ତି। ପି.ଭି. ନରସିଂହ ରାଓଙ୍କ ସରକାରରେ…
ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ
ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି ଚାଳକକୁ ବଞ୍ଚାଇବା ଚକ୍କରରେ ଏକ ଟେମ୍ପୋ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡିଥିଲା। ଖବର…
ଭାଜପା ବିଧାୟକଙ୍କ ଦାଦାଗିରି: ସରକାରୀ ଅଧିକାରୀଙ୍କୁ କହିଲେ, ତୁମେ ଚାକିରି କରିପାରିବ ନାହିଁ
ଭୋପାଳ, ୨୭।୬: ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି ବିଧାୟକ ଆକାଶ ବିଜୟବର୍ଗୀୟ ଜଣେ ସରକାରୀ ଅଧିକାରୀଙ୍କୁ ପିଟି ଗିରଫ ହେବାର ଗୋଟିଏ ଦିନ ପରେ ପୁଣି ସେମିତି ଏକ ମାମଲା ସାମ୍ନାକୁ ଆସିଛି। ବିଦିଶା ବିଧାୟିକା ଲିନା ଜୈନ ଏକ ସରକାରୀ…
ସାଧାରଣ ଭୋଟରଙ୍କୁ ଟାର୍ଗେଟ କଲେ ସିଦ୍ଧରମେୟା
ବାଦାମି,୨୭।୬: କର୍ନାଟକର ବାଦାମିରେ ଏକ ସଭାକୁ ଉଦ୍ବୋଧନ ଦେବା ଅବସରରେ ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ସାଧାରଣ ଭୋଟରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆମେ ଆପଣଙ୍କୁ ଛାତ ଦେଲୁ, ଖାଇବା ଦେଲୁ ହେଲେ ଆପଣମାନେ ଭାଜପାକୁ…
ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଲଣ୍ଡନରେ ଜରୁରୀ ଅବତରଣ
ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି…
Archives


