ତେଲଗୁ ନିର୍ଦ୍ଦେଶିକା ବିଜୟା ନିର୍ମଳାଙ୍କ ପରଲୋକ
ହାଇଦ୍ରାବାଦ,୨୭।୬: ତେଲଗୁ ଚଳଚ୍ଚିତ୍ର ନିର୍ଦ୍ଦେଶିକା ବିଜୟା ନିର୍ମଳାଙ୍କର ବୁଧବାର ମଧ୍ୟରାତ୍ରରେ ହାଇଦ୍ରାବାଦର ଗାଚିବାଓଲିଠାରେ ଥିବା କଣ୍ଟିନେଣ୍ଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ୭୩ ବର୍ଷ ବୟସରେ ତାଙ୍କର ସାଧାରଣ ମୃତ୍ୟୁ ହୋଇଥିବା ପ୍ରକାଶ। ଅଭିନେତା ମହେଶ ବାବୁଙ୍କର ସେ ସାବତ ମା’। ପାଖାପାଖି…
ଶାହଙ୍କ କଶ୍ମୀର ମିଶନ: ଶହୀଦ୍ ଇନସ୍ପେକ୍ଟର ପରିବାରଙ୍କୁ ଭେଟିଲେ
ଶ୍ରୀନଗର,୨୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ଗସ୍ତରେ ଆସିଛନ୍ତି। ଗସ୍ତକାଳରେ ସେ ଗୁରୁବାର ଶହୀଦ୍ ଇନସ୍ପେକ୍ଟର ଅରଶଦ୍ ଖାଁଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ବାନ୍ତନା ଦେଇଛନ୍ତି। ଅରଶଦ୍ ଜୁନ୍ ୧୨ରେ ଅନନ୍ତନାଗରେ ସନ୍ଧ୍ୟା ସମୟରେ ପାଟ୍ରୋଲିଂ କରୁଥିବାବେଳେ ତାଙ୍କ ଦଳ…
ଭିଡ଼ ହିଂସା ପାଇଁ କମଲନାଥ ସରକାର ଆଣିବେ କଡ଼ା ଆଇନ: ହେବ ୫ ବର୍ଷ ଜେଲ୍ ଦଣ୍ଡ
ଭୋପାଳ,୨୭।୬: ମଧ୍ୟପ୍ରଦେଶରେ କମଲନାଥ ସରକାର ଭିଡ଼ ହିଂସା ପାଇଁ କଡ଼ା ଆଇନ ଆଣିବାକୁ ଯାଉଛନ୍ତି। ଏଣିକି ଏଭଳି କରୁଥିବା ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍ ସହିତ ଜରିମାନା ଦଣ୍ଡାଦେଶ କରାଯିବ। ରାଜ୍ୟରେ ଗୋରକ୍ଷକ ଭାବେ ନାନା ପ୍ରକାର ହିଂସା ହେଉଥିବାରୁ ସରକାର…
ଘରଭଡ଼ା ଦେଇପାରୁନାହାନ୍ତି କମଲନାଥ ସରକାର: ବନ୍ଦ ହେବ ୨୬ ହଜାର ଅଙ୍ଗନଓ୍ବାଡି କେନ୍ଦ୍ର
ଭୋପାଳ,୨୭ା୬ (ଆଇଏଏନ୍ଏସ୍)L ଛୋଟ ଛୋଟ ପିଲାଙ୍କ ମାନସିକ, ଶାରୀରିକ, ଶୈକ୍ଷିକ ଓ ବୌଦ୍ଧିକ ବିକାଶ ଲାଗି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକର ଭୂମିକା ଅତୁଳନୀୟ। ହେଲେ ମଧ୍ୟପ୍ରଦେଶର କମଲନାଥ ସରକାର ଏକ୍ଷେତ୍ରରେ ସେତେଟା ଆନ୍ତରିକତା ଦେଖାଉନାହାନ୍ତି। ଅନେକ ସ୍ଥାନରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଲାଗି ସରକାର…
୨୨୫ ଜଳକ୍ଳିଷ୍ଟ ଜିଲାରେ କେନ୍ଦ୍ରୀୟ ପ୍ରଭାରୀ ନିଯୁକ୍ତ
ନୂଆଦିଲ୍ଲୀ,୨୭ା୬(ପି.ଟି.): କେତେଜଣ ଅତିରିକ୍ତ ଓ ଯୁଗ୍ମ ସଚିବଙ୍କ ସମେତ ୨୨୫ ବରିଷ୍ଠ ଅଧିକାରୀଙ୍କୁ ଜଳାଭାବ ଦେଖାଦେଉଥିବା ଜିଲାଗୁଡ଼ିକର ଇନ୍-ଚାର୍ଜ (ପ୍ରଭାରୀ) ଭାବେ କେନ୍ଦ୍ର ସରକାର ନିଯୁକ୍ତି ଦେଇଛନ୍ତି। ଦେଶର ଜଳକ୍ଳିଷ୍ଟ ଜିଲାଗୁଡ଼ିକରେ ପ୍ରାକୃତିକ ସମ୍ବଳର ସଂରକ୍ଷଣ ପାଇଁ ସେମାନଙ୍କୁ ଦାୟିତ୍ୱ ଦିଆଯାଇଛି।…
ଅଯୋଧ୍ୟାରେ କବରସ୍ତାନ ଲାଗି ଜମି ଦାନକଲେ ହିନ୍ଦୁ
ଲକ୍ଷ୍ନୌ,୨୭ା୬: ଅଯୋଧ୍ୟାରେ ରାମ ଜନ୍ମଭୂମି ଜମିକୁ ନେଇ ଦୀର୍ଘ ଦଶନ୍ଧି ଧରି ହିନ୍ଦୁ ଓ ମୁସଲମାନ ସଂଗଠନ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ବୁଧବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ଏକ ସଦିଚ୍ଛାପୂର୍ଣ୍ଣ କାର୍ଯ୍ୟକ୍ରମ ଦେଖିବାକୁ ମିଳିଥିଲା। ଅଯୋଧ୍ୟା ଜିଲାରେ ମୁସଲମାନମାନଙ୍କ କବରସ୍ତାନ…
କୂଟନୈତିକ ସମ୍ପର୍କ ବୃଦ୍ଧିକୁ ଗୁରୁତ୍ୱ
ନୂଆଦିଲ୍ଲୀ,୨୭ା୬: ଆମେରିକା ପରରାଷ୍ଟ୍ର ସଚିବ ମାଇକ୍ ପମ୍ପିଓ ବୁଧବାର ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ସାକ୍ଷାତ କରିଛନ୍ତି। ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ବୃଦ୍ଧି, ବାଣିଜି୍ୟକ କଟକଣା ହ୍ରାସ ଓ ଅନ୍ୟ…
ଗୃହରେ ଭିଡ଼ହିଂସା, ଶିଶୁମୃତ୍ୟୁ ତାତି
ନୂଆଦିଲ୍ଲୀ,୨୭ା୬(ପି.ଟି./ଆଇଏଏନ୍ଏସ୍): ଭାଜପା ଶାସିତ ଝାଡ଼ଖଣ୍ଡସ୍ଥିତ ଷଢ଼େଇକଳା-ଖରସୁଆଁ ଜିଲାର ମୁସ୍ଲିମ୍ ଯୁବକ ତବ୍ରେଜ୍ ଅନ୍ସାରୀଙ୍କୁ ଚୋରି ସନ୍ଦେହରେ ଧରି ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରିବା ପରେ ପିଟିପିଟି ମାରିଦେବା ଘଟଣାକୁ ନେଇ ବିବାଦ ଥମୁନାହିଁ। ଏହି ଭିଡ଼ହିଂସାର ତାତି ବୁଧବାର ପାର୍ଲାମେଣ୍ଟରେ…
ଏନ୍ଆର୍ସିରୁ ଆଉ ଲକ୍ଷେ ବାଦ୍ ପଡ଼ିଲେ
ଗୁଆହାଟୀ,୨୭ା୬(ପି.ଟି.) :ଆସାମ ସରକାରଙ୍କ ପକ୍ଷରୁ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ପ୍ରକାଶ ପାଇଛି। ଏଥିରୁ ଆଉ ଲକ୍ଷାଧିକ ଲୋକ ବାଦ୍ ପଡ଼ିଛନ୍ତି। ଗତବର୍ଷ ଜୁଲାଇ ୩୦ରେ ପ୍ରକାଶିତ ଏନ୍ଆର୍ସି ଚିଠାରୁ ଆସାମର ୪୦ ଲକ୍ଷ ଲୋକଙ୍କୁ ବାଦ୍ ଦିଆଯାଇଥିବାବେଳେ ଏହାକୁ ନେଇ…
ଏସ୍-୪୦୦ ଚୁକ୍ତିନାମାକୁ ନେଇ ଆମେରିକାକୁ କହିଲେ ଜୟଶଙ୍କର: ରାଷ୍ଟ୍ର ହିତକୁ ଦିଆଯିବ ଗୁରୁତ୍ୱ
ନୂଆଦିଲ୍ଲୀ,୨୬।୬: ରୁଷ ସମେତ ଅନ୍ୟ କେତେକ ଦେଶ ଉପରେ ଆମେରିକା ପ୍ରତିବନ୍ଧକ ଜାରି କରିଥିଲେ ମଧ୍ୟ ଭାରତ ସେହି ଦେଶଗୁଡିକ ସହ ସମ୍ବନ୍ଧ ସ୍ଥାପନ କରିବା କ୍ଷେତ୍ରରେ ରାଷ୍ଟ୍ର ହିତକୁ ପ୍ରାଧାନ୍ୟ ଦିଆଯିବ ବୋଲି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର କହିଛନ୍ତି।…
୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ
ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ ହାତ ଧରି ଚାଲିବା ଶିଖିଥିଲେ ସେହି ପୁଅ ତାଙ୍କୁ ବୃଦ୍ଧାବସ୍ଥାରେ ଘରୁ ବାହାର କରିଦେବାକୁ…
କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି
ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି ବୁଧବାର ରାଜ୍ୟ ସଭାରେ ମୋଦି କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ସଂସଦର…
Archives


