ଜାତୀୟ

ନାଗସାପକୁ ବିବାହ କରିବା ପାଇଁ ଅଡ଼ି ବସିଛି ନାବାଳିକା

ରାୟପୁର,୨୬।୬: ଭାରତରେ ଡିଜିଟାଲ ଯୁଗ ଆରମ୍ଭ ହୋଇସାରିଛି। ଗୋଟିଏ ପରେ ଦେଶ ମହାକାଶ ଗବେଷଣା କ୍ଷେତ୍ରରେ ଶ୍ରେଷ୍ଠତ୍ୱ ହାସଲ କରୁଥିବାବେଳେ ଅପରପକ୍ଷରେ ଏବେ ମଧ୍ୟ ସମାଜରେ କୁସଂସ୍କାର ଜାରି ରହିଛି। ଏହାର ଏକ ସଦ୍ୟତମ ଉଦାହରଣ ଛତିଶଗଡ଼ରେ ଦେଖିବାକୁ ମିଳିଛି। ସ୍ଥାନୀୟ…

ସଡ଼କ ଦୁର୍ଘଟଣାରେ ମନ୍ତ୍ରୀଙ୍କ ପୁଅ ମୃତ

ଲକ୍ଷ୍ନୌ, ୨୬।୬: ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଉତ୍ତରାଖଣ୍ଡ ସରକାରର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଅରବିନ୍ଦ ପାଣ୍ଡେଙ୍କ ପୁଅ ଅଙ୍କୁର। ଏକ ବିବାହ ଭୋଜି ସାରି ଫେରୁଥିବାବେଳେ ବୁଧବାର ଭୋରରୁ ଉତ୍ତର ପ୍ରଦେଶର ଫରିଦପୁର ପାଖରେ ଅଙ୍କୁରଙ୍କ କାର୍‌ ଏକ…

ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା: ପେଶା ଛାଡ଼ିବାକୁ ମନା କଲେ ଭିକାରି

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ଲକ୍ଷ୍ନୌ ନଗର ନିଗମ ପକ୍ଷରୁ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା କରାଯାଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଚାକିରି କରିବାକୁ ଭିକାରିମାନେ ମନା କରିଛନ୍ତି। ଏହା ସେମାନଙ୍କର ପେଶା। ସେମାନେ ଭିକ୍ଷାଟନ ଛାଡ଼ିବେ ନାହିଁ…

ହରର ସିରିଏଲ ଦେଖି ଆତ୍ମହତ୍ୟା କଲେ ୧୨ବର୍ଷର ଝିଅ

ଭୋପାଳ, ୨୬।୬: ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ହରର ସିରିଏଲ ଦେଖି ଭୋପାଳର ଜଣେ ୧୨ ବର୍ଷର ଝିଅ ଆତ୍ମହତ୍ୟା କରିଛନ୍ତି। ସିରିଏଲରେ ଆତ୍ମହତ୍ୟାର ପ୍ରତି ସିନ୍‌ ଫଲୋ କରି ସେ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି। ସୂଚନାଯୋଗ୍ୟ,…

ଅଜବ ସ୍ବାସ୍ଥ୍ୟ ସେବା: ଭାଙ୍ଗିଥିଲା ବାମ ହାତ; ଡାହାଣ ହାତରେ ପ୍ଲାଷ୍ଟର ଲଗାଇଲେ ଡାକ୍ତର

ପାଟନା, ୨୬।୬: ବିହାରରରେ ସ୍ବାସ୍ଥ୍ୟ ଭୁଶୁଡ଼ି ପଡିଛି ବୋଲି ଚର୍ଚ୍ଚା ଜାରି ରହିଛି। ଏଠାରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମୁ ନ ଥିବାବେଳେ ଏଠାକାର ବିଭିନ୍ନ ହସ୍ପିଟାଲରେ ଡାକ୍ତରଙ୍କ ଅତି ନିମ୍ନମାନର ଚିକିତ୍ସା ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ସ୍ଥାନୀୟ…

କଂଗ୍ରେସର ୫୧ ଏମ୍‌ପିଙ୍କ କଥା ମାନିଲେନି ରାହୁଲ: ଅଧ୍ୟକ୍ଷ ହେବାକୁ କଲେ ମନା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ବିଫଳତା ପରେ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଅଡ଼ି ବସିଛନ୍ତି। ବୁଧବାର ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ କଂଗ୍ରେସର ୫୨ ଏମ୍‌ପିଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାହୁଲ…

ଆତ୍ମହତ୍ୟା କରିଥିବା ମହିଳାଙ୍କ ମୃତଦେହକୁ କାନ୍ଧରେ ୨ କିମି ବୋହିଲେ ପୋଲିସ୍‌

ଭୋପାଳ,୨୬।୬: ଆତ୍ମହତ୍ୟା କରିଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ କର୍ମଚାରୀ ୨ କିମି କାନ୍ଧରେ ବୋହି ନେଇଛନ୍ତି। ରାସ୍ତାରେ କାଦୁଅ ଥିବାରୁ ପୋଲିସ ଏପରି କରି ନିଜର ମାନବିକତାର ପରିଚୟ ଦେଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏଠାକାର ବୈରସିଆ ଗାଁରେ ଜଣେ…

ହସ୍ପିଟାଲରେ ନିଶାମୁକ୍ତି ଚିକିତ୍ସା ପାଇଁ ଫିସ୍‌ ବଦଳରେ ନିଆଯାଏ ଆଉ ଏପରି ନ କରିବାକୁ ଶପଥ

ଭୋପାଳ,୨୬।୬: ଜୁନ୍‌ ୨୬ରେ ଅନ୍ତର୍ଜାତୀୟ ନିଶା ମୁକ୍ତି ଦିବସ ପାଳିତ ହୋଇଥାଏ। ଭାରତରେ ନିଶାରୁ ମୁକ୍ତି ପାଇଁ ବିଭିନ୍ନ ହସ୍ପିଟାଲ ରହିଛି। ତେବେ ମଧ୍ୟପ୍ରଦେଶ ପିଙ୍ଗ୍ଲେଶ୍ୱରଠାରେ ଥିବା ବାବା ଜୟ ଗୁରୁଦେବ ଆଶ୍ରମରେ ନିଶାମୁକ୍ତି ଲାଗି ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ କୌଣସି ଫିସ୍‌…

ଭାରତରେ ଆମେରିକା ବୈଦେଶିକ ମନ୍ତ୍ରୀ ପୋମ୍ପିଓ: ଆଜି ମୋଦିଙ୍କୁ ଭେଟିବେ

ନୂଆଦିଲ୍ଲୀ,୨୬।୬: ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିୟୋ ତିନିଦିନିଆ ଭାରତ ଗସ୍ତରେ ଆସିଛନ୍ତି ମାଇକ ପୋମ୍ପିୟୋ। ଏହି ଗସ୍ତ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବୈଦେଶିକ ମନ୍ତ୍ରୀ ସୁବ୍ରମଣ୍ୟମ ଜୟଶଙ୍କରଙ୍କୁ ମାଇକ ପୋମ୍ପିୟୋ ଭେଟିବାର କାର୍ଯ୍ୟକ୍ରମ ରହିଛି। ଜୁଲାଇ…

ପ୍ରଥମଥର ପାଇଁ ଜମ୍ମୁ-କଶ୍ମୀର ଗସ୍ତରେ ଅମିତ ଶାହ:ସୁରକ୍ଷା ବ୍ୟବସ୍ଥା କରିବେ ଯାଞ୍ଚ

ଶ୍ରୀନଗର, ୨୬।୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ଜମ୍ମୁ-କଶ୍ମୀର ଗସ୍ତରେ ଯାଇଛନ୍ତି। ମନ୍ତ୍ରୀ ହେବା ପରେ ଶାହ ପ୍ରଥମଥର ଜମ୍ମୁ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କରିବେ। ଜୁଲାଇ ୧ରୁ ଅମରନାଥ ଯାତ୍ରା ଆରମ୍ଭ ହେଉଥିବାବେଳେ…

ବିହାର-ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୬।୬: ବିହାର ଏବଂ ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ ବୋଲି ନୀତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ବାସ୍ଥ୍ୟ ସୂଚକାଙ୍କ-୨୦୧୯ ରିପୋର୍ଟରେ ଦର୍ଶାଯାଇଛି। ବିହାର ୨୦ ଏବଂ ଉତ୍ତରପ୍ରଦେଶ ୨୧ତମ ସ୍ଥାନରେ ରହିଛନ୍ତି। ବିହାର ଏବଂ ଉତ୍ତରପ୍ରଦେଶରେ ଭାଜପା ସରକାର ଥିଲେ…

ଜୁଳୁଜୁଳିଆ ପୋକ ଦେଉଛି ପେଟକୁ ଦାନା

ପୁଣେ,୨୬।୬: ଲୋକେ ରାତିରେ ଘରେ ବସି ଟିଭି ଅଥବା ମୋବାଇଲ୍‌ରେ ବ୍ୟସ୍ତ ଥିବାବେଳେ ପୁଣେର ରାଜମାଛି ଅଞ୍ଚଳର ଗ୍ରାମବାସୀ ପ୍ରାକୃତିକ ଲାଇଟ୍‌ ଶୋ’ ଆୟୋଜନ କରିଥାନ୍ତି। ଏଠାକାର କେତେକ ଗାଁରେ ଅନ୍ଧାର ହେଲେ ଅସଂଖ୍ୟ ଜୁଳୁଜୁଳିଆ ପୋକ ଉଡ଼ିବୁଲନ୍ତି। ସେମାନଙ୍କୁ ଦେଖିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri