କୃଷ୍ଣସ୍ବାମୀ ନଟରାଜନ୍ ଭାରତୀୟ ତଟରକ୍ଷୀ ବାହିନୀ ଡିଜି ନିଯୁକ୍ତ
ନୂଆଦିଲ୍ଲୀ, ୨୫।୬: ଭାରତୀୟ ତଟରକ୍ଷୀ ବାହିନୀ ଡିଜି ଭାବେ କୃଷ୍ଣସ୍ବାମୀ ନଟରାଜନ୍ଙ୍କୁ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଡିଜି ଭାବେ କାର୍ଯ୍ୟ କରୁଥିବା ରାଜେନ୍ଦ୍ର ସିଂଙ୍କ ସ୍ଥାନରେ କାର୍ଯ୍ୟ କରିବେ। ଏହି ପଦବୀରେ ସାଢ଼େ ୩ ବର୍ଷ କାର୍ଯ୍ୟ କରିବା ପରେ…
କଂଗ୍ରେସକୁ ସୁପ୍ରିମ୍କୋର୍ଟରେ ଝଟ୍କା: ଗୁଜରାଟ ରାଜ୍ୟ ସଭା ଉପନିର୍ବାଚନ ଏକାଠି କରାଇବା ଆବେଦନ ଖାରଜ
ନୂଆଦିଲ୍ଲୀ,୨୫।୬: ସୁପ୍ରିମ୍କୋର୍ଟଙ୍କ ରାୟ ଯୋଗୁ କଂଗ୍ରେସକୁ ଝଟ୍କା ଲାଗିଛି। ଗୁଜରାଟର ୨ଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ଏକାଠି କରାଇବା ଲାଗି କଂଗ୍ରେସ ପକ୍ଷରୁ ସୁପ୍ରିମ୍କୋର୍ଟରେ ଏକ ଆବେଦନ କରାଯାଇଥିଲା। ତେବେ ଏହାର ବିଚାର କରି ସୁପ୍ରିମ୍କୋର୍ଟ ନିର୍ବାଚନ କମିଶନଙ୍କ…
ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ
ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସମ୍ବିଧାନ ତଥା ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ଆଧାର ତ୍ରୁଟି ପାଇଁ ବିବାହ ବନ୍ଦ
ଆନ୍ଧ୍ରପ୍ରଦେଶ,୨୫।୬: ଆଧାରକାର୍ଡରେ ତ୍ରୁଟି ଯୋଗୁ ଯୁବକ ଯୁବତୀଙ୍କ ଭାଙ୍ଗିଲା ବିବାହ। ଏହାପରେ ନ୍ୟାୟ ପାଇଁ ଯୁବତୀ ଜଣଙ୍କ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶରେ ଗୁନ୍ତୁରରେ। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳର ଜଣେ ବ୍ୟକ୍ତି ଝିଅ ବିବାହ…
ପିଓକେରେ ୩ ଶହ ଆତଙ୍କବାଦୀଙ୍କୁ ଏକତ୍ରିତ କରିଛି ପାକିସ୍ତାନ ସୈନ୍ୟ ବାହିନୀ: ଗୋଇନ୍ଦା ରିପୋର୍ଟ
ଶ୍ରୀନଗର,୨୫।୬: ପାକ୍ ଅଧିକୃତ କଶ୍ମୀର(ପିଓକେ)ରେ ପୁଣି ପାକିସ୍ତାନ ସୈନ୍ୟ ବାହିନୀ ଆରମ୍ଭ କରିଛି ଆତଙ୍କବାଦୀ ଅନୁପ୍ରବେଶ ପ୍ରସ୍ତୁତି। ଏଠାରେଥିବା ୧୧ଟି ଲଞ୍ଚ୍ପ୍ୟାଡ୍ରେ ୩ ଶହରୁ ଅଧିକ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଛି। ସୁଯୋଗ ଦେଖି ଭାରତରେ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ଯୋଜନା କରୁଛନ୍ତି।…
ମହଙ୍ଗା ପଡ଼ିଲା ମୃତ ବ୍ୟକ୍ତିଙ୍କ ଏକ୍ସରେ କରିବା: ୧୧ଡାକ୍ତରଙ୍କୁ ନୋଟିସ
ଲକ୍ଷ୍ନୌ,୨୫।୬: ଉତ୍ତରପ୍ରଦେଶର ଜାଗୃତି ବିହାର ସେକ୍ଟରରେ ଥିବା ଏକ ହସ୍ପିଟାଲରେ ଜଣେ ଚିକିତ୍ସିତ ବ୍ୟକ୍ତିଙ୍କ ଏକ୍ସରେ ଘଟଣାରେ ୧୧ଜଣ ଡାକ୍ତରଙ୍କୁ ଜବାବ ତଲବ ପାଇଁ ନୋଟିସ ଜାରି କରାଯାଇଛି। ସୂଚନାଯୋଗ୍ୟ, କିଛି ଦିନ ତଳେ ଜାଗୃତି ବିହାର ସେକ୍ଟର ନିକଟରେ ଦୃତ…
ଲିଚୁ ଯୋଗୁ ହୋଇନି ମସ୍ତିଷ୍କ ଜ୍ୱର: ଗବେଷକଙ୍କ ମତ
ନୂଆଦିଲ୍ଲୀ,୨୫।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣା ପାଇଁ କେତେକ ଲିଚୁକୁ ଦାୟୀ କରିଥିଲେ। ତେବେ ଏଥି ପାଇଁ ଲିଚୁର କୌଣସି ସମ୍ପର୍କ ନାହିଁ ବୋଲି କେତେକ ଗବେଷକଙ୍କ ମତ ଦେଇଛନ୍ତି। ଏନେଇ ନ୍ୟାସନାଲ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଡ.…
୪ ସନ୍ଦିଗ୍ଧ ଆଇଏସ୍ ଆତଙ୍କବାଦୀ ଗିରଫ
କୋଲକତା,୨୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମି ନ ଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା କୁହାଯାଉଛି। ସ୍ପେଶାଲ ଟ୍ୟାକ୍ସ୍ ଫୋର୍ସ ପକ୍ଷରୁ କୋଲକତାର ସିଆଲଦା ରେଳ ଷ୍ଟେଶନର ପାର୍କିଂ ଅଞ୍ଚଳରେ ଚଢ଼ାଉ କରାଯାଇ ୪ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି।…
ଗତ ୫ ବର୍ଷ ଧରି ଦେଶରେ ମୋଦି ସରକାର ଲାଗୁ କରିଛନ୍ତି ସୁପର ଏମରଜେନ୍ସି: ମମତା ବାନାର୍ଜୀ
କୋଲକତା,୨୫।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍ ୨୫ ମଧ୍ୟରାତ୍ରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଏମରଜେନ୍ସି ବା ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏ ସମ୍ପର୍କରେ ଜୁନ୍ ୨୬ ସକାଳେ ରେଡିଓରେ ଇନ୍ଦିରା ଦେଶବାସୀଙ୍କୁ ଅବଗତ…
ଆକ୍ସନ ମୁଡ୍ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା
ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ ସଙ୍ଗଠନକୁ ଦୃଢ କରିବାକୁ ଲାଗି ପଡିଥିବା କୁହାଯାଉଛି। ପୂର୍ବରୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ…
ପୁଣି ଚର୍ଚ୍ଚାକୁ ଆସିଲେ ହଳଦିଆ ଶାଢି ପିନ୍ଧା ମହିଳା: ଭିଡିଓ ଭାଇରାଲ
ଲକ୍ଷ୍ନୌ,୨୫।୬: ଲୋକ ସଭା ନିର୍ବାଚନ ସମୟରେ ସୋସିଆଲ ମିଡିଆ ସେନସେଶନ ପାଲଟିଥିବା ପିଡବ୍ଲୁଡି ଅଧିକାରୀ ରୀନା ଦ୍ୱିବେଦୀ ଏବେ ପୁଣି ଚର୍ଚ୍ଚାରେ। ଏଥର ତାଙ୍କ ଫଟୋ ନୁହେଁ ଟିକ୍ ଟକ୍ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ରୀନା ଡ୍ୟାନ୍ସ କରୁଥିବା…
ରାମ ରହିମଙ୍କୁ ପାରୋଲରେ ଆଣିବାକୁ ଚାହୁଁଛନ୍ତି ହରିୟାଣା ସରକାର
ଚଣ୍ଡିଗଡ଼,୨୫।୬: ବଳାତ୍କାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ଆତ୍ମଘୋଷିତ ବାବା ରାମ ରହିମ ସିଂ ପାରୋଲରେ ଆସିବାକୁ ଯେତିକି ବ୍ୟଗ୍ର ତାଙ୍କୁ ବାହାରକୁ ଆଣିବାକୁ ହରିୟାଣା ସରକାର କୁଆଡେ ସେତିକି ବ୍ୟଗ୍ର ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥିପାଇଁ ହରିୟାଣା ମୁଖ୍ୟମନ୍ତ୍ରୀ,…
Archives


