ଜାତୀୟ

ଭାଜପା ୨ କୋଟି ଟଙ୍କାରେ ଟିଏମସି ବିଧାୟକଙ୍କୁ କିଣିବାକୁ ଚାହୁଁଛି: ମମତା

କୋଲକାତା, ୨୧।୭: ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। ୨୦୧୯ ଲୋକ ସଭା ନିର୍ବାଚନ ପରେ ପ୍ରଥମଥର ପାଇଁ ଏକ ରାଲିକୁ ସମ୍ବୋଧିତ କରି ସେ କହିଛନ୍ତି, ଭାଜପା ୨ କୋଟି ଟଙ୍କା ଦେଇ ତୃଣମୂଳ…

ହାତକାଟି ପ୍ରେମିକାଙ୍କ ମୁଣ୍ଡରେ ଲଗାଇଲେ ରକ୍ତସିନ୍ଦୁର, ସେଲ୍ଫି ନେବା ପରେ କଲେ ହତ୍ୟା

ପୁଣେ, ୨୧।୭: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ହାତକାଟି ନିଜ ପ୍ରେମିକାଙ୍କ ମୁଣ୍ଡରେ ରକ୍ତସିନ୍ଦୁର ଲଗାଇ ସେଲ୍ଫି ନେବା ପରେ ତାଙ୍କୁ ହତ୍ୟା କରିଛନ୍ତି। ପରେ ପ୍ରେମିକ ଜଣଙ୍କ ନିଜେ ଆତ୍ମହତ୍ୟା କରିଛନ୍ତି। ମହାରାଷ୍ଟ୍ରର…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯାଇଛି। ଦିଲ୍ଲୀର ଯମୁନା ନଦୀ କୂଳରେ ଥିବା ନିଗମ ବୋଧ ଘାଟରେ ପଞ୍ଚଭୂତରେ ଲିନ ହୋଇଛି ତାଙ୍କ ମର ଶରୀର। ରବିବାର…

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର ଶେଷଦର୍ଶନ କରିଥିଲେ। ଏହି ଅବସରରେ ୟୁପିଏ ସଭାପତି ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା…

ସୋନଭଦ୍ରା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଯୋଗୀ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ରାଜନୀତି ହୋଇଛି ଉଷ୍ମ। ଏହି ଘଟଣାକୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ସୋନଭଦ୍ରା ଗସ୍ତ କରିଥିଲେ। ସେଠାରେ ସେ…

ହୋଟେଲରେ ଯୋଗ କଲେ କର୍ନାଟକ ଭାଜପା ବିଧାୟକ

ବେଙ୍ଗାଲୁରୁ,୨୧।୭: କର୍ନାଟକର କଂଗ୍ରେସ ଓ ଜେଡିଏସ୍‌ ମେଣ୍ଟ ସରକାରରେ ସଙ୍କଟ ଦେଖା ଦେଇଥିବା ବେଳେ ସୋମବାର ବିଧାନସଭାରେ ଅସ୍ଥା ଭୋଟର ଯୋଜନା ରହିଛି। ହେଲେ ଇତି ମଧ୍ୟରେ କର୍ନାଟକର ଭାଜପା ବିଧାୟକମାନେ ରାମଦା ହୋଟେଲରେ ଚିନ୍ତାମୁକ୍ତ ହେବା ପାଇଁ ରବିବାର ଯୋଗ…

ଏମ୍‌ପି ରାମଚନ୍ଦ୍ର ପାଶଓ୍ବାନଙ୍କ ପରଲୋକ

ନୂଆଦିଲ୍ଲୀ, ୨୧।୭: କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି ନେତା ରାମବିଳାଶ ପାଶଓ୍ବାନଙ୍କ ଭାଇ ରାମଚନ୍ଦ୍ରଙ୍କ ରବିବାର ପରଲୋକ ଘଟିଛି। ଜୁଲାଇ ୧୨ରେ ହୃଦ୍‌ଘାତ ଯୋଗୁ ତାଙ୍କୁ ଦିଲ୍ଲୀର ରାମମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ଥିଲେ।…

ଗୋଟିଏ ମେସେଜ୍‌ ୪୪ ଜଣ ସାଥୀଙ୍କୁ ଏକାଠି କଲା

ରତଲାମ,୨୧।୭: ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟସ୍‌ ଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ ସାହାଯ୍ୟ କରୁଛି। ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଭୋପାଳର ୪୪ ଜଣ ବନ୍ଧୁ।…

ଲାଲ୍‌ ହେଲା ଟମାଟୋ

ନୂଆଦିଲ୍ଲୀ,୨୧।୭: ବର୍ଷାଋତୁରେ ଟମାଟୋ ଦର ସାଧାରଣତଃ ୨୦-୩୦ ଟଙ୍କା ମଧ୍ୟରେ ରହିଥାଏ। ତେବେ ଦେଶର କେତେକ ରାଜ୍ୟରେ ବନ୍ୟା ଯୋଗୁ ଦିଲ୍ଲୀରେ ଟମାଟୋ ପୁଣି ଲାଲ୍‌ ହୋଇଛି। ଏହାର ଦର କିଲୋପିଛା ୮୦ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ଏହାର ଦାମ୍‌…

ଭିଡ଼ ହିଂସା ପୁଣି ନେଲା ୪ ଜୀବନ: ଡାହାଣି ସନ୍ଦେହରେ ହତ୍ୟା

ରାଞ୍ଚି,୨୧।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ରବିବାର ଭୋର୍‌ ୩ଟାରେ ଝାଡ଼ଖଣ୍ଡର ଗୁମଲାରେ ୪ ଜଣ ଲୋକଙ୍କୁ ହତ୍ୟା କରାଯାଇଛି। କିଛି ଲୋକ ଏକାଠି ହୋଇ ଏଭଳି କାଣ୍ଡ ଭିଆଇଛନ୍ତି। ଡାହାଣୀ ସନ୍ଦେହରେ ୪ ଜଣଙ୍କୁ ଗଳା କାଟି…

ପଞ୍ଚାୟତ ନିର୍ବାଚନକୁ ବାଲଟ ପେପରରେ କରିବାକୁ ଅନୁରୋଧ କଲେ ମମତା

କୋଲକତା,୨୧।୭: ଆସନ୍ତା ପଞ୍ଚାୟତ ଓ ମ୍ୟୁନିସପାଲ ନିର୍ବାଚନକୁ ବାଲଟ ପେପର ମାଧ୍ୟମରେ କରିବାକୁ ନିର୍ବାଚନ କମିଶନଙ୍କୁ ଅନୋରାଧ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗତ ଲୋକ ସଭା ନିର୍ବାଚନରେ ତାଙ୍କ ଦଳ ମାତ୍ର ୧୮ଟି ଆସନ ପାଇଥିବାରୁ ଏଥିରେ ଠକେଇ…

କର୍ନାଟକ ବିଧାନସଭାରେ ଯୋଗ ଦେବେ ନାହିଁ ଏନ୍‌ ମହେଶ

ବେଙ୍ଗାଲୁରୁ,୨୧।୭: କର୍ନାଟକ ବିଧାନସଭାରେ ଏଚ୍‌ଡି କୁମାରସ୍ବାମୀଙ୍କ ମେଣ୍ଟ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏଥିରେ ବହୁଜନ ସମାଜ ପାର୍ଟି ବିଧାୟକ ଏନ୍‌ ମହେଶ ଯୋଗ ଦେବେ ନାହିଁ ବୋଲି ରବିବାର କହିଛନ୍ତି। ସେ କହିଛନ୍ତି, ମାୟାବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?