ଜାତୀୟ

୧୭ ବର୍ଷରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି: ୨୦୨୦ ସୁଦ୍ଧା ରୋପଣ ହେବ ୧୨୧ କୋଟି ବୃକ୍ଷ ଚାରା

ନୂଆଦିଲ୍ଲୀ,୨୨।୬: ଦେଶରେ ଗତ ୧୭ ବର୍ଷ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗକିମିରୁ ଅଧିକ ବୃଦ୍ଧି ପାଇଛି। ନେଇ ଭାରତୀୟ ଜଙ୍ଗଲ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ୨୦୦୦ରୁ ୨୦୧୭ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ୮ଶହ ୮୧…

ବର୍ଷା ପାଇଁ ଯଜ୍ଞର ଆୟୋଜନ କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୨୨।୬: ତାମିଲନାଡୁର ଅରୁଲମିଗୁ ଗଙ୍ଗାଦିସ୍ବରର ମନ୍ଦିରରେ ବର୍ଷା ଲାଗି ଏଆଇଏଡିଏମ୍‌କେ ପକ୍ଷରୁ ଏକ ଯଜ୍ଞର ଆୟୋଜନ କରାଯାଇଛି। ରାଜ୍ୟମନ୍ତ୍ରୀ ଜେ. ଜୟକୁମାର କହିଛନ୍ତି ରାଜ୍ୟରେ ମରୁଡି ପରିସ୍ଥିତି ସୃଷ୍ଟି ହେବାରୁ ଏବେ ଆମେ ଈଶ୍ୱରଙ୍କୁ ବର୍ଷା ପାଇଁ ପ୍ରାର୍ଥନା କରୁଛୁ। ଈଶ୍ୱରଙ୍କ…

ସରକାରୀ ସ୍କୁଲରେ ଚାଦର ବିଛାଇ ତଳେ ଶୋଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁର,୨୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ‘ଭିଲେଜ ଷ୍ଟେ ପ୍ରୋଗ୍ରାମ’ କାର୍ଯ୍ୟକ୍ରମ ଅବସରରେ ଶୁକ୍ରବାର କଲବୁର୍ଗୀ ଜିଲାର ଅଫଜଲପୁର ଅନ୍ତର୍ଗତ ହେରୁର ଗଁ।କୁ ଗସ୍ତ କରିଥିଲେ। ଗସ୍ତ ସମୟରେ ସେହି ଗଁ।ରେ ବର୍ଷା ହେବାରୁ କାର୍ଯ୍ୟକ୍ରମକୁ ସ୍ଥଗିତ କରାଯାଇଥିଲା। ଏଭଳି ସ୍ଥିତିରେ…

ହସ୍ପିଟାଲରେ କମଲ ନାଥ

ଭୋପାଳ,୨୨।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଶନିବାର ସକାଳେ ହମିଦିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଙ୍ଗୁଳିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲ ଯିବାକୁ ପଡିଥିଲା। ସେଠାରେ ତାଙ୍କ ଆଙ୍ଗୁଳିର ଏକ ଅପରେଶନ କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା…

୨୦୨୩ ସୁଦ୍ଧା ଜେୱର ଏୟାର ପୋର୍ଟ ହୋଇପାରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାରପୋର୍ଟ

ନୂଆଦିଲ୍ଲୀ,୨୨।୩: ଯୋଜନା ମୁତାବକ ଯଦି କାମ କରାଯାଏ ତେବେ ୨୦୨୩ ସୁଦ୍ଧା ଅର୍ଥାତ୍‌ ୪ ବର୍ଷ ପରେ ଉତ୍ତର ପ୍ରଦେଶରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାର ପୋର୍ଟ ଦୃଶ୍ୟମାନ ହେବ। ଏହା ଦିଲ୍ଲୀରେ ଥିବା ଇନ୍ଦିରା ଗାନ୍ଧୀ ଇଣ୍ଟନ୍ୟାଶନାଲ ଏୟାରପୋର୍ଟଠାରୁ ୨ଗୁଣା…

ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ

ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା କରିଛନ୍ତି। ଏନେଇ ମନ୍ତ୍ରୀ ସୁଭାଷ ଦେଶମୁଖ ବିଧାନସଭାରେ ତଥ୍ୟ ଉପସ୍ଥାପନ କରିଛନ୍ତି। ୨୦୧୫ରୁ ୨୦୧୯ର…

ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…

ଚେନ୍ନାଇରେ ଟ୍ରେନ୍‌ ଯୋଗେ ୧କୋଟି ଲିଟର ପାଣି ପହଞ୍ଚିବ

ଚେନ୍ନାଇ,୨୨।୬: ଉତ୍କଟ ଜଳ ସଙ୍କଟ ଦେଇ ଗତି କରୁଥିବା ଚେନ୍ନାଇବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି ଭେଲୋର ଜିଲାର ଜୋଲାର ପେଟାଇରୁ ଏକ କୋଟି ଲିଟର ପାଣି ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଚେନ୍ନାଇ ପଠାଯିବାର…

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା ଉତ୍ସବ ଅନୁଷ୍ଠିତ ହେବ। ଏହାପରେ ବଜେଟ୍‌ ସମ୍ପର୍କିତ ଜରୁରୀ କାଗଜପତ୍ର ପ୍ରିଣ୍ଟିଂ ପାଇଁ ପଠାଯିବ।…

କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପରାମର୍ଶ ଦେଇଛନ୍ତି।…

ଭାରତୀୟ ଲିଚୁ ରପ୍ତାନୀ ବନ୍ଦ ପାଇଁ ହେଉଛି ଷଡ଼ଯନ୍ତ୍ର: ପ୍ରେମ କୁମାର

ପାଟନା,୨୨।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମିବାର ନାଁ ଧରୁନି। ଏତେ ସଂଖ୍ୟକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହେବାର ପ୍ରକୃତ କାରଣ ଖୋଜା ଚାଲିଛି। ତେବେ କାରଣ ଜଣା ପଡୁନି। ମାତ୍ର ଲିଚୁ ଖାଇବା ଦ୍ୱାରା ଏଭଳି ହେଉଥିବା…

ସର୍ବବୃହତ୍‌ ଉଠା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ହାଇଦ୍ରାବାଦ,୨୨ା୬(ପି.ଟି.) : ବିଶ୍ୱର ସର୍ବବୃହତ୍‌ ବହୁମୁଖୀ ଉଠା ଜଳସେଚନ ପ୍ରକଳ୍ପ କାଲେଶ୍ୱରମ୍‌ (କେଏଲ୍‌ଆଇପି)କୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଇ.ଏସ୍‌.ଏଲ. ନରସିଂନ୍‌, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri