ଆଜି ଲୋକ ସଭାରେ ଆଗତ ହେବ ‘ଟ୍ରିପଲ ତଲାକ’ ବିଲ୍: ବିରୋଧ କରିବ କଂଗ୍ରେସ
ନୂଆଦିଲ୍ଲୀ, ୨୧।୬: ‘ଟ୍ରିପଲ ତଲାକ’ ଶୁକ୍ରବାର ଲୋକ ସଭାରେ ଆଗତ ହେବ। ଫଳରେ ୧୭ତମ ଲୋକ ସଭା ଗଠନ ହେବା ପରେ ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ଏହା ପ୍ରଥମ ବିଲ୍ ହେବ। କେନ୍ଦ୍ର ଆଇନ୍ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି…
୫୦୦ ଫୁଟ ତଳକୁ ଖସିଲା ବସ୍:୨୫ ଯାତ୍ରୀ ମୃତ, ୩୫ ଆହତ
ଶିମ୍ଲା,୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍ ୫୦୦ ଫୁଟ ତଳକୁ ଖସିପଡ଼ିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ଜଣଙ୍କ ପ୍ରାଣହାନି ଘଟିଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍ରେ ପାଖାପାଖି…
ଚନ୍ଦ୍ରାବାବୁଙ୍କୁ ଝଟକା:ଭାଜପାରେ ମିଶିଲେ ୪ ଟିଡିପି ଏମ୍ପି
ନୂଆଦିଲ୍ଲୀ,୨୧।୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ନେତୃତ୍ୱାଧୀନ ତେଲୁଗୁ ଦେଶମ୍ ପାର୍ଟି(ଟିଡିପି)ର ୪ ରାଜ୍ୟ ସଭା ସଦସ୍ୟ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଓ୍ବାଇ.ଏସ୍. ଚୌଧୁରୀ, ସି.ଏମ୍. ରମେଶ, ଜି. ପି. ମୋହନ ରାଓ ଏବଂ ଟି. ଜି.…
କର୍ମସ୍ଥଳରେ ବଢ଼ୁଛି ଯୌନ ଶୋଷଣ
ମୁମ୍ବାଇ,୨୧।୬:ଦେଶରେ ‘#ମି ଟୂ’ ଆନ୍ଦୋଳନ ସତ୍ତ୍ୱେ କାର୍ଯ୍ୟସ୍ଥଳରେ ଯୌନ ଶୋଷଣ ରୋକିବା ଲାଗି ଯେଉଁ ବିଧିବ୍ୟବସ୍ଥା ରହିଛି ତାହାକୁ ନିଯୁକ୍ତିଦାତା ଅନୁସରଣ କରୁନାହାନ୍ତି ବୋଲି ୫୦ ପ୍ରତିଶତ କର୍ମଜୀବୀ ମହିଳା ମତ ଦେଇଛନ୍ତି। ନିକଟରେ କରାଯାଇଥିବା ଏକ ସର୍ବେକ୍ଷଣରୁ ଏହି ସୂଚନା…
ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ୩୦ ହଜାର ଲୋକଙ୍କ ସହ ମିଶି କଲେ ଯୋଗ
ରାଞ୍ଚି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ପ୍ରାୟ ୩୦ ହଜାର ଲୋକ ସହ ମିଶି ମୋଦି ଯୋଗ କରିଛନ୍ତି। ଯୋଗ ଆମ…
ଆୟୁଷ୍ମାନ ଭାରତ ଯୋଜନାରେ ବ୍ୟାପକ ଦୁର୍ନୀତି : ଡାକ୍ତର ଲୁଟିଛନ୍ତି ଚିକିତ୍ସା ଅର୍ଥ, କାଗଜକଲମରେ ରୋଗୀ ସେବା
ନୂଆଦିଲ୍ଲୀ,୨୧।୬(ଆଇଏଏନ୍ଏସ୍) : କେନ୍ଦ୍ର ସରକାରଙ୍କ ବୃହତ୍ ସ୍ବାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତରେ ଏକ ବଡ଼ଧରଣର ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ଗରିବ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ଚିକିତ୍ସା ଅର୍ଥକୁ ଶତାଧିକ ଡାକ୍ତର ଲୁଟିନେଇ ନିଜ ପକେଟରେ ପୂରାଇଥିବା ଅଭିଯୋଗ ଆସିଛି। ଏହି…
ବଜେଟ ପୂର୍ବରୁ ସବୁ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବେ ନିର୍ମଳା ସୀତାରାମନ
ନୂଆଦିଲ୍ଲୀ, ୨୦।୬: ଆସନ୍ତା ଜୁଲାଇ ୫ରେ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବଜେଟ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ…
ରାଞ୍ଚିରେ ଯୋଗ କରିବେ ମୋଦି
ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର ଅର୍ଥାତ୍ ଜୁନ୍ ୨୧ରେ ଏଠାରେ ଯୋଗ ଦିବସ ପାଳନ ପାଇଁ ମୋଦିଙ୍କୁ ସ୍ବାଗତ କରିବା…
ପଶ୍ଚିମବଙ୍ଗରେ ହିଂସା ପରିସ୍ଥିତି: ୧୪୪ ଧାରା ଜାରି
କୋଲକାତା,୨୦।୬: ପଶ୍ଚିମବଙ୍ଗରରେ ଗୁରୁବାର ଦୁଇ ଦଳ ମଧ୍ୟରେ ଉପୁଜିଥିବା ହିଂସାତ୍ମକ ପରିସ୍ଥିତିକୁ ଦେଖି ୧୪୪ ଧାରା ଜାରି କରାଯାଇଛି। ଭାତପଡା ଓ ଜଗତଦଲଙ୍କ ମଧ୍ୟରେ ଉପୁଜିଥିବା ହିଂସା ଯୋଗୁ ଜଣଙ୍କର ମୃତ୍ୟୁ ହେବା ସହ ଅନ୍ୟ ୪ ଆହତ ହୋଇଛନ୍ତି। ଉଭୟଙ୍କ…
କଏଦୀ ପିତାଙ୍କ ସହ ଜେଲରେ ରହୁଥିଲେ ଶିଶୁ: ଜିଲାପାଳ ବଦଳାଇଦେଲେ ଜୀବନ
ରାୟପୁର, ୨୦।୬: ଛତିଶଗଡର ବିଳାଶପୁରରେ ଜଣେ ୬ ବର୍ଷର ଝିଅ ଜୀବନ ବଦଳାଇ ଦେଇଛନ୍ତି ଜିଲାପାଳ। ଝିଅଟିର ଜନ୍ମ ପରେ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଯାଇଥିଲା। ପିତା ଅପରାଧ କରି ଜେଲ ଦଣ୍ଡାଦେଶ ଭୋଗୁଥିବାବେଳେ ଝିଅଟିଏ ଯତ୍ନ ନେବାକୁ କେହି ନ…
ମସ୍ତିଷ୍କ ଜ୍ୱରରେ ପୀଡିତ ଶିଶୁଙ୍କୁ ଭେଟିବାକୁ ଯାଇ ସମାଲୋଚନାର ଶିକାର ହେଲେ ନେତା
ମୁଜାଫରପୁର,୨୦।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପାଖାପାଖି ୧୧୭ ଜଣ ଶିଶୁଙ୍କର ମୃତ୍ୟୁ ହେଲାଣି। ତେବେ ମହାମାରୀ ଭଳି ବ୍ୟାପିଥିବା ଏହି ରୋଗ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଶ୍ରୀ କୃଷ୍ଣା ମେଡିକାଲ କଲେଜ ଓ ହସ୍ପିଟାଲରେ…
ଇନ୍ଦିରା-ନେହେରୁଙ୍କ ବଂଶଜ ଯୋଗକୁ ସମ୍ମାନ ଦେଇନାହାନ୍ତି ବୋଲି ଶାସନ ଗାଦିରୁ ହଟିଲେ
ନୂଆଦିଲ୍ଲୀ, ୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ପୂର୍ବରୁ ଯୋଗଗୁରୁ ସ୍ବାମୀ ରାମଦେବ ନେହୁର-ଇନ୍ଦିରାଙ୍କ ବଂଶଜଙ୍କ ଉପରେ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ନେହୁର ଇନ୍ଦିରାଙ୍କ ବଂଶଜ ଘରେ ଲୁଚିକି ଯୋଗ କରନ୍ତି, କିନ୍ତୁ ଯୋଗକୁ ସମ୍ମାନ ଦିଅନ୍ତି ନାହିଁ।…
Archives


