ଜାତୀୟ

ହଠାତ୍‌ ମନ୍ଦିରରେ ଜଳିଗଲେ ମହିଳା: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ହୁବଳି,୨୦।୬: କର୍ନାଟକର ହୁବଳିରୁ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଉକ୍ତ ସହରରେ ଥିବା ବିଶ୍ୱନାଥ ମନ୍ଦିରରେ ଜଣେ ମହିଳା ପୂଜା କରୁଥିବା ସମୟରେ ହଠାତ୍‌ ତାଙ୍କ ଶାଢ଼ୀରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ଏହି ନିଆଁ ତାଙ୍କ ପୁରା ଶରୀରରେ…

କଂଗ୍ରେସ ଅଧ୍ୟକ୍ଷ ଦୌଡ: ଆଗରେ ଗେହଲଟ

ନୂଆଦିଲ୍ଲୀ,୨୦।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ରାହୁଲ ଗାନ୍ଧୀଙ୍କ ସ୍ଥାନ ନେଇ ପାରନ୍ତି ବୋଲି ଆଲୋଚନା ହେଉଛି। ରାହୁଲଙ୍କ ପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଗତ ଲୋକ ସଭା…

ସ୍କୁଲରେ ୧୦ ମିନିଟ୍‌ ବିଳମ୍ବରେ ପହଞ୍ଚିବାରୁ ନିସ୍ତୁକ ପିଟିଲେ ଶିକ୍ଷକ: ଭିଡ଼ିଓ ଭାଇରାଲ

ଡୋଡା,୨୦।୬: ଜମ୍ମୁ-କଶ୍ମୀର ଡୋଡା ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଗୁଜର ବଖେରଓ୍ବାଲ ବାଳକ ଛାତ୍ରାବାସର ଛାତ୍ରମାନେ ୧୦ ମିନିଟ୍‌ ବିଳମ୍ବରେ ସ୍କୁଲରେ ପହଞ୍ଚିବାରୁ ସେମାନଙ୍କୁ ଶିକ୍ଷକ ନିସ୍ତୁକ ପିଟିଥିଲେ। ଏହାର ଭିଡ଼ିଓ ଏବେ ଭାଇରାଲ ହୋଇଛି। ଛାତ୍ରାବାସର…

ଜାହାଜ ଉପରେ ଯୋଗ ଅଭ୍ୟାସ କଲେ ନୌସେନା

ନୂଆଦିଲ୍ଲୀ,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଶ୍ୱର ବିଭିନ୍ନ ସ୍ଥାନରେ ଯୋଗ ଶିବିରମାନ ଆୟୋଜନ କରାଯାଉଛି। ଏହି କ୍ରମରେ ନୌସେନା କର୍ମଚାରୀମାନେ ମଧ୍ୟ ଯୋଗ ଅଭ୍ୟାସ କରିଛନ୍ତି। ଗୁରୁବାର ପୂର୍ବ ନୌସେନା କମାଣ (ଇଏନ୍‌ସି)ର ସୂର୍ଯ୍ୟୋଦୋୟ କମାଣ ଜାହଜ ଉପରେ ଯୋଗ…

ଭାରତ-ପାକିସ୍ତାନ ସୀମା ମଧ୍ୟରେ ରହିଛି ବାବା ଦିଲ୍ଲୀପ୍‌ ସିଂଙ୍କ ଦରଘା: ଆସନ୍ତି ଦୁଇଦେଶର ଶ୍ରଦ୍ଧାଳୁ

ଜମ୍ମୁ,୨୦।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ତେବେ ଜମ୍ମୁରେ ଥିବା ବାବା ଦିଲ୍ଲୀପ ସିଂଙ୍କ ଦରଘାକୁ ଉଭୟ ଦେଶର ଶ୍ରଦ୍ଧାଳୁ ଆସିଥାନ୍ତି। ପ୍ରତିବର୍ଷ ଜୁନ୍‌ ମାସରେ ଏଠାରେ ମେଳା ବସିଥାଏ। ଚଳିତ ବର୍ଷ ଜୁନ୍‌ ୨୭ରେ…

ଘୋଡ଼ା ଉପରେ ୪୦ ମିନିଟ୍‌ ଧରି ୩୦ ଯୋଗାସନ କଲେ ୧୧ ଯବାନ

ସହାରନ୍‌ପୁର,୨୦।୬: ଶୁକ୍ରବାର ପାଳିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ। ଏହା ପୂର୍ବରୁ ଉତ୍ତରପ୍ରଦେଶ ସହାରନ୍‌ପୁରରେ ଗୁରୁବାର ସେନାର ରିମାଉଣ୍ଟ୍‌ ଡିପୋ ଆଣ୍ଡ୍‌ ଟ୍ରେନିଂ ସ୍କୁଲରେ ୧୧ ଜଣ ଭାରତୀୟ ଯବାନ ଘୋଡ଼ା ଉପରେ ବସି ୪୦ ମିନିଟ୍‌ ଯୋଗାଭ୍ୟାସ କରିଛନ୍ତି। ଏହି…

ବିଶ୍ୱର ସବୁଠୁ କ୍ଷୁଦ୍ର ମହିଳା କଲେ ଯୋଗ

ନାଗପୁର, ୨୦।୬: ଜୁନ୍‌ ୨୧ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଏଥିପାଇଁ ଭାରତ ସମେତ ସାରା ଦେଶରେ ପ୍ରସ୍ତୁତି ଚାଲିଥିବାବେଳେ ଏହାପୂର୍ବରୁ ବିଶ୍ୱର ସବୁଠୁ କ୍ଷୁଦ୍ର ମହିଳା ଜ୍ୟୋତି ଆମନେ ଯୋଗ କରୁଥିବାର ନଜର ଆସିଛନ୍ତି।…

ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ମୋବାଇଲ୍‌ ଦେଖୁଥିଲେ ରାହୁଲ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୦।୬: ଲୋକ ସଭାର ମିଳିତ ବୈଠକର ଏକ ଭିଡ଼ିଓ ଏବେ ଭାଇରାଲ ହୋଇଛି। ଭିଡ଼ିଓରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସମୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଗ ଧାଡ଼ିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ କିଛି ଦୂରରେ ବସି ମୋବାଇଲ୍‌ ଦେଖୁଛନ୍ତି।…

ମୋବାଇଲରେ ଅନ୍‌ଲାଇନ୍‌ ଗେମ୍‌ ଖେଳି ଆତ୍ମହତ୍ୟା କଲେ ନାବାଳକ

କୋଟା,୨୦।୬: ରାଜସ୍ଥାନର କୋଟାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଜ୍ଞାନ ନଗରରେ ରହୁଥିବା ଫତେହଚନ୍ଦଙ୍କ ୧୨ବର୍ଷର ପୁଅ କୁଶଳ ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳୁଥିବା ବେଳେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିବା ସମୟରେ ସେ ରୁମ୍‌ରେ ଏକୁଟିଆ ଥିବା…

ଗୁଜରାଟର ବହିଷ୍କୃତ ଆଇପିଏସ୍‌ଙ୍କୁ ଆଜୀବନ ଜେଲ୍‌

ଅହମ୍ମଦାବାଦ,୨୦।୬: ଗୁଜରାଟ କୋର୍ଟ ଜାମନଗର ଜେଲ୍‌ରେ ହୋଇଥିବା ଏକ ମୃତ୍ୟୁ ମାମଲାର ଶୁଣାଣି କରିଛନ୍ତି। ଗୁରୁବାର ଏହି ମାମଲାରେ ବହିଷ୍କୃତ ଆଇପିଏସ୍‌ ଅଧିକାରୀ ସଞ୍ଜୀବ ଭଟ୍ଟ ଓ ତାଙ୍କର ଅନ୍ୟ ଜଣେ ସହଯୋଗୀଙ୍କୁ କୋର୍ଟ ଦୋଷୀ ସାବସ୍ତ୍ୟ କରି ଆଜୀବନ କାରାଦଣ୍ଡରେ…

ଇସଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀ ସଂଗଠନର ଷଡ଼ଯନ୍ତ୍ର: ଭାରତ ମହାସାଗର ବାଟେ ଦେଶରେ ଅନୁପ୍ରବେଶ ଯୋଜନା

ନୂଆଦିଲ୍ଲୀ,୨୦।୬: ଭାରତରେ ଅନୁପ୍ରବେଶ ପାଇଁ ଇସଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଭାରତ ମହାସାଗର ବାଟେ ଦେଶରେ ପ୍ରବେଶ କରିବା ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଭାରତ…

ମୁଖ୍ୟମନ୍ତ୍ରୀଙ୍କ ପିଏ କହି ବିଧାୟକ ଓ ଏମ୍‌ପିଙ୍କୁ ଠକୁଥିଲେ ବିଟେକ୍‌ ଛାତ୍ର

ହାଇଦ୍ରାବାଦ,୨୦।୬: ଆନ୍ଧ୍ର ପ୍ରଦେଶରେ ବିଧାୟକଙ୍କ ସହ ଠକେଇର ଏକ ମାମଲା ସାମ୍ନାକୁ ଆସିଛି। ଉକ୍ତ ସହରର ୪ଜଣ ଛାତ୍ର ବିଟେକ ପାଠପଢ଼ା ଛାଡ଼ି ନିଜର ଏକ ଗ୍ୟାଙ୍ଗ କରି ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁାରେ ଦଳର ବିଧାୟକଙ୍କଠାରୁ ଟଙ୍କା ହଡ଼ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri