ଜାତୀୟ

କାନାଡା ସରକାର ନେଲେ ବଡ଼ ନିଷ୍ପତି: ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୨୪।୨:କାନାଡା ଏହାର ଆପ୍ରବାସ ନିୟମାବଳୀରେ ବଡ଼ ପରିବର୍ତ୍ତନ କରିଛି। ଜାନୁଆରୀ ୩୧ରୁ କାର୍ଯ୍ୟକାରୀ ହୋଇଥିବା ନୂଆ ଇମିଗ୍ରେଶନ ଆଣ୍ଡ ରିଫ୍ୟୁଜି ପ୍ରୋଟେକ୍ସନ ରେଗୁଲେଶନ ଅଧିକାରୀମାନଙ୍କୁ ଅସ୍ଥାୟୀ ଆବାସିକ ଦସ୍ତାବିଜ୍‌ ଯଥା ଇଲେକ୍ଟ୍ରୋନିକ୍‌ ଟ୍ରାଭେଲ ଅଥରାଇଜେଶନ ଏବଂ ଟେମ୍ପରାରି ରେସିଡେଣ୍ଟ ଭିଜା ରଦ୍ଦ…

କଂଗ୍ରେସ ଛାଡ଼ିବେ କି ଶଶି ଥରୁର: ଦେଲେ ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୪।୨: ବରିଷ୍ଠ କଂଗ୍ରେସ ନେତା ତଥା ତିରୁଭାନନ୍ତପୁରମ ଏମ୍‌ପି ଶଶି ଥରୁରଙ୍କ ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ (LDF) ସରକାରର ପ୍ରଶଂସା ଦଳ ଭିତରେ ଅସନ୍ତୋଷ ସୃଷ୍ଟି କରିଛି। ନିକଟରେ ଏକ ସ୍ତମ୍ଭରେ ସେ କେରଳରେ ବ୍ୟବସାୟ ଏବଂ ଉଦ୍ୟୋଗକୁ ସହଜ କରିବା…

ନୀତୀଶ କୁମାରଙ୍କୁ ପ୍ରଶଂସା, ଲାଲୁଙ୍କୁ କଟାକ୍ଷ କଲେ ମୋଦି

ଭାଗଲପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ଭାଗଲପୁରରେ ପହଞ୍ଚି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି ଜାରି କରିଛନ୍ତି। ଏହାସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ…

Richest Chief Minister: ଭାରତର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ, ସମ୍ପତ୍ତି ଶୁଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୨: ଭାରତୀୟ ରାଜନୀତି ବିଷୟରେ ଗୋଟିଏ କଥା ସତ୍ୟ ଯେ ଏଠାରେ କେବଳ ଧନୀ ଲୋକଙ୍କର ହିଁ ପ୍ରାଧାନ୍ୟ ରହିଛି। ପ୍ରକୃତରେ, ଭାରତରେ ନିର୍ବାଚନ ପ୍ରକ୍ରିୟା ଏତେ ମହଙ୍ଗା ଯେ ଏକ ଛୋଟ ଗାଁ ମୁଖିଆଙ୍କ ନିର୍ବାଚନ ପାଇଁ ମଧ୍ୟ ଲକ୍ଷ…

ମହାକୁମ୍ଭରେ ବୁଡ଼ ପକାଇଲେ ଖିଲାଡ଼ି ଷ୍ଟାର୍‌ ଅକ୍ଷୟ କୁମାର

ପ୍ରୟାଗରାଜର,୨୪।୨: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ପବିତ୍ର ବୁଡ଼ ପକାଇବା ପାଇଁ ଲୋକଙ୍କ ଭିଡ଼ କମିବାର ନାଁ ନେଉନାହିଁ। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଡ଼ ନେତା ଏବଂ ଅଭିନେତା ମହାକୁମ୍ଭର ପବିତ୍ର ସଙ୍ଗମରେ ବୁଡ଼ ପକାଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର…

କୋଟି କୋଟି ଚାଷୀଙ୍କ ଖାତାକୁ ଆସିଲା ପିଏମ୍‌ କିଷାନ ଟଙ୍କା, ଆପଣଙ୍କ ଆକାଉଣ୍ଟକୁ ଆସିଛି କି ନାହିଁ ଏମିତି କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୪।୨: ସୋମବାର କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୧୯ତମ କିସ୍ତି ଯୋଗ୍ୟ ଚାଷୀ ପରିବାରଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରିଛନ୍ତି। ପିଏମ-କିଷାନ ୱେବସାଇଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିହାରର ଭାଗଲପୁର ଗସ୍ତ ସମୟରେ ଏହି ରାଶି…

ଭାରତର ଚମତ୍କାର ବିଜୟ ପରେ ଆସିଲା IIT ବାବାଙ୍କ ପ୍ରତିକ୍ରିୟା: ଏମିତି କହିଲେ ସମସ୍ତେ ଶୁଣି ମୁଣ୍ଡରେ ଦେବେ ହାତ

ନୂଆଦିଲ୍ଳୀ,୨୪।୨: ଚାମ୍ପିଅନ୍ସ ଟ୍ରଫିରେ ଭାରତ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ସମଗ୍ର ମ୍ୟାଚ୍‌ରେ ଏପରି ଗୋଟିଏ ବି ଘଟଣା ଘଟି ନ ଥିଲା ଯେତେବେଳେ ପାକିସ୍ତାନ ପ୍ରଭାବଶାଳୀ ନଜର ଆସିଥିଲା। କିନ୍ତୁମହାକୁମ୍ଭରେ ଭାଇରାଲ ହୋଇଥିବା IIT ବାବା ଦାବି କରିଥିଲେ,…

ମହାରାଷ୍ଟ୍ରରେ ପୌରନିର୍ବାଚନ ପୂର୍ବରୁ ସାକ୍ଷାତ କଲେ ଏହି ଦୁଇ ବଡ଼ ନେତା: ହେବକି ମେଣ୍ଟ!

ମୁମ୍ବାଇ,୨୪।୨: ଆଗକୁ ମହାରାଷ୍ଟ୍ର ପୌରନିର୍ବାଚନ। ନିର୍ବାଚନ ପୂର୍ବରୁ ସାକ୍ଷାତ କରିଛନ୍ତି ମହାରାଷ୍ଟ୍ରର ଏହି ଦୁଇ ବଡ଼ ନେତା। ଏହି ଦୁଇ ନେତାଙ୍କ ସାକ୍ଷାତ ପରେ ମହାରାଷ୍ଟ୍ରରେ ରାଜନୈତିକ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଶିବସେନା ୟୁବିଟି ମୁଖ୍ୟ ଉଦ୍ଧବ ଠାକରେ ଏବଂ ଏମ୍‌ଏନ୍‌ଏସ୍‌…

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ମାମଲାର ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ପ୍ରସଙ୍ଗ ଉଠାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଏହା ଅନ୍ୟ ଦେଶର ମାମଲା। ଆବେଦନରେ କେନ୍ଦ୍ର ସରକାରଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରାଯାଇଥିଲା, କିନ୍ତୁ କୋର୍ଟ…

ଦିଲ୍ଲୀ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ: ଶପଥ ନେଲେ କାମଚଳା ବାଚସ୍ପତି

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀରେ ଭାଜପାର ନୂଆ ସରକାର ଗଠନ ପରେ ପ୍ରଥମ ବିଧାନସଭା ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅଧିବେଶନ ୩ ଦିନ ଧରି ଚାଲିବ। ଅଧିବେଶନର ପ୍ରଥମ ଦିନରେ କାମଚଳା ବାଚସ୍ପତି ଭାବେ ଅରବିନ୍ଦର ସିଂ ଲଭଲି ଶପଥ ନେଇଛନ୍ତି।…

ୟୁନୁସ ସରକାରଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ/ଢାକା,୨୪।୨: ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର କହିଛନ୍ତି ଯେ ବାଂଲାଦେଶକୁ ନିଷ୍ପତ୍ତି ନେବାକୁ ପଡିବ ଯେ ସେ ଭାରତ ସହିତ କି ପ୍ରକାରର ସମ୍ପର୍କ ରଖିବାକୁ ଚାହୁଁଛି। ଏହା ହୋଇପାରିବ ନାହିଁ ଯେ ଗୋଟିଏ ପଟେ ତୁମେ ଭଲ ସମ୍ପର୍କ…

ମାର୍ଚ୍ଚ ଆରମ୍ଭରେ ଅସହ୍ୟ ହେବ ଗରମ, ବଢୁଛି ତାପମାତ୍ରା, ଜାଣନ୍ତୁ କେଉଁଠି ହେବ ବର୍ଷା

ନୂଆଦିଲ୍ଲୀ,୨୪।୨: ଫେବୃଆରୀ ଶେଷ ସପ୍ତାହରୁ ବସନ୍ତ ପବନ ବହିବା ଆରମ୍ଭ କରିଛି। ସକାଳେ ଏବଂ ସାରେ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ତାପମାତ୍ରା ବୃଦ୍ଧି ପାଇବା ସହିତ ଗରମ ଅନୁଭୂତ ହେଉଛି। ମାର୍ଚ୍ଚ ଆରମ୍ଭରୁ ପାଗରେ ପରିବର୍ତ୍ତନ ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri