ଜାତୀୟ

ମୁମ୍ବାଇରେ ଭୁଷୁଡିଲା ୪ ମହଲା କୋଠା

ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହାଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିଥିବା ସୂଚନା ମିଳିଛି। ଏହାର ପାଖାପାଖି ଅଧା ଅଂଶ ଭାଙ୍ଗି ପଡିଥିବା ବେଳେ ୪୦ରୁ ୫୦ ବ୍ୟକ୍ତି ଏହା ତଳେ ଚାପି ହୋଇଯାଇଥିବା ଅନୁମାନ…

ବିହାରରେ ବନ୍ୟା ବିତ୍ପାତ: ଭୋକ ବିକଳରେ ମୂଷା ଖାଉଛନ୍ତି ଲୋକେ

ପାଟନା,୧୬।୭: ବିହାରରେ ବିନ୍ୟା ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉଚ୍ଚସ୍ତରୀୟ ବୈଠକ ଡକାଇ ବନ୍ୟାରେ ଫଶିଥିବା ଲୋକଙ୍କୁ…

ଆସାମରେ ଏନ୍‌ଆର୍‌ସି ସମୟସୀମା ବୃଦ୍ଧି ପାଇଁ ଆବେଦନ କଲେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୬।୭: ଆସାମରେ ଜାତୀୟ ନାଗରିକ ପଞ୍ଜିକରଣ(ଏନ୍‌ଆର୍‌ସି) ସମୟ ସୀମା ବୃଦ୍ଧି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ ଦାଖଲ ହୋଇଛି। ଏହି ଆବେଦନ ବିଷୟରେ ଚିନ୍ତା କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ଏଥିପାଇଁ ସମୟ ସୀମା ଜୁଲାଇ ୩୧ ଧାର୍ଯ୍ୟ…

ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ,୧୬।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ମଙ୍ଗଳବାର ସଂସଦର ଲାଇବ୍ରେରୀ ବିଲଡିଂରେ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଦି ଏମ୍‌ପିମାନଙ୍କୁ ସାମାଜିକ କାର୍ଯ୍ୟ ସହ ଯୋଡି…

ଅଭିଯୁକ୍ତ ଡାକ୍ତରଙ୍କୁ ଦୋଷମୁକ୍ତ କରିବା ସହିତ ଗୋଟିଏ ବର୍ଷରେ ଶହେ ବୃକ୍ଷ ଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୬।୭: ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ଡାକ୍ତରଙ୍କୁ ସୁପ୍ରିମ୍‌କୋର୍ଟ ଦୋଷମୁକ୍ତ କରିଛନ୍ତି। ତେବେ ଡାକ୍ତର ଏଭଳି ଅପରାଧ କରିଥିବା ସମୟରେ ନାବାଳକ ଥିବାରୁ ତାଙ୍କୁ ଦଣ୍ଡ ଭାବେ ଗୋଟିଏ ବର୍ଷରେ ଶହେ ବୃକ୍ଷଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ…

ଅବସରର ୪୦ ବର୍ଷ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏକ କୋଟି ଟଙ୍କା ଦାନ କଲେ ୭୪ ବର୍ଷୀୟ ବ୍ୟକ୍ତି

ନୂଆଦିଲ୍ଲୀ,୧୬।୭: ସିବିଆର୍‌ ପ୍ରସାଦ ନାମକ ଜଣେ ବ୍ୟକ୍ତି ଅବସରର ୪୦ ବର୍ଷ ପରେ ତାଙ୍କର ସମସ୍ତ ପେନସନ୍‌ ଅର୍ଥାତ୍‌ ୧ କୋଟି ଟଙ୍କା ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଦାନ କରିଛନ୍ତି। ସୋମବାର ରାଜନାଥ ସିଂଙ୍କୁ ଭେଟି ସେ ଏକ ଚେକ୍‌ ପ୍ରଦାନ କରିଛନ୍ତି।…

ବୁଡିଗଲାଣି କାଜିରଙ୍ଗା ଜାତୀୟ ଉଦ୍ୟାନର ୯୦ ଭାଗ

ଗୁଆହାଟି,୧୬।୭: ଆସାମର ପ୍ରାୟ ୩୦ଟି ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ଉପୁଜିଛି। ଏଠାକାର ପାଖାପାଖି ୪ହଜାର ୧୫୭ଟି ଗାଁ ଟାପୁରେ ପରିଣତ ହୋଇଛି। ଏହି ବନ୍ୟାରେ ପ୍ରାୟ ୪୨ ଲକ୍ଷ ୮୬ ହଜାର ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। କେବଳ…

ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ

ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି ପୋଲିସ ଧରି ସେଠାରେ ପହଞ୍ଚିଥିଲେ ସ୍ତ୍ରୀ। ଏହାଦେଖି କନ୍ୟାଘର ପକ୍ଷ ଲୋକେ ସେଠାରୁ ଉଭାନ…

ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପ୍ରୟାଗରାଜ,୧୬।୭: ଗୁରୁପୂର୍ଣ୍ଣିମା ଅବସରରେ ମଙ୍ଗଳବାର ସକାଳୁ ଲକ୍ଷାଧିକ ଭକ୍ତ ‘ତ୍ରିବେଣୀ ସଙ୍ଗମ’ରେ ବୁଡ଼ ପକାଇ ପୂଜାର୍ଚ୍ଚନା କରିଛନ୍ତି। ଏହିଦିନ ‘ତ୍ରିବେଣୀ ସଙ୍ଗମ’ରେ ବୁଡ ପକାଇଲେ ପୂର୍ଣ୍ଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ଅନ୍ୟପଟେ ନାଗପୁରରେ ଥିବା ଶିରିଡି ସାଇଙ୍କ ମନ୍ଦିରରେ ମଧ୍ୟ…

ସନ୍ଧାନୀ କୁକୁର ବଦଳି ନେଇ କଂଗ୍ରେସ-ଭାଜପା ମୁହାଁମୁହିଁ

ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ୪୬ ସନ୍ଧାନୀ କୁକୁରଙ୍କ ବଦଳି ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମିଡ଼ିଆ ପରାମର୍ଶଦାତା ନରେନ୍ଦ୍ର ସାଲୁଜା ସୂଚନା ଦେଇଛନ୍ତି ଯେ, ସନ୍ଧାନୀ କୁକୁରଙ୍କୁ ନିଦ୍ଧିଷ୍ଟ ସମୟ ଅନ୍ତରରେ ବଦଳି…

ପ୍ଲାଷ୍ଟିକ୍‌ ବଦଳରେ ମିଳିବ ଖାଦ୍ୟ

ରାୟପୁର,୧୬।୭: ଦେଶରେ ସ୍ବଚ୍ଛତା ଓ ପରିବେଶ ପ୍ରଦୂଷଣ ମୁକ୍ତ କରିବାକୁ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକେ ପ୍ଲାଷ୍ଟିକ୍‌ ଯୋଗୁ ବାୟୁ ପ୍ରଦ୍ୟୁଷଣ ହେଉଥିବା ନେଇ ଜାଣିଲେ ମଧ୍ୟ ଏହାର ବହୁଳ ବ୍ୟବହାର କରିଥାନ୍ତି। ତେବେ ପ୍ଲାଷ୍ଟିକ୍‌କୁ…

କେଜରିଓ୍ବାଲ, ସିସୋଦିଆଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟ ମଙ୍ଗଳବାର ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ନେତା ବିଜେନ୍ଦ୍ର ଗୁପ୍ତା ଏମାନଙ୍କ ନାଁରେ ଏକ ମାନହାନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?