ଜାତୀୟ

କେବେ ମା’ ହେବେ ଏହାର ନିଷ୍ପତ୍ତି ନେବେ ମହିଳା: କେନ୍ଦ୍ରକୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୫।୭: କେବେ ମା’ ହେବେ ଏନେଇ ନିଷ୍ପତ୍ତି ନେବା ଅଧିକାର ମହିଳାଙ୍କୁ ମିଳିବା ଆବଶ୍ୟକ। ସୁପ୍ରିମ୍‌କୋର୍ଟରେ ଏଭଳି ଆବେଦନ ହୋଇଥିବା ଏକ ମାମଲାରେ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ୩ଜଣ ମହିଳା ଏନେଇ ଆବେଦନ କରିଥିଲେ। ଆବେଦନରେ…

ବିମାନ ଦୁର୍ଘଟଣାରେ ସ୍ବାମୀ ହୋଇଥିଲେ ଶହୀଦ, ଏବେ ବାୟୁସେନାରେ ସାମିଲ ହେବେ ପତ୍ନୀ

ନୂଆଦିଲ୍ଲୀ,୧୫।୭: ୨୦୧୯ ଫେବୃୟାରୀ ୧ ବିମାନ ଦୁର୍ଘଟଣାରେ ଶହୀଦ ହୋଇଥିବା ସ୍କ୍ବାଡନ ଲିଡର ସମୀର ଅବରୋଲଙ୍କ ପତ୍ନୀ ଗରିମା ଅବରୋଲ ଖୁବ୍‌ଶୀଘ୍ର ବାୟୁସେନାରେ ସାମିଲ ହେବାକୁ ଯାଉଛନ୍ତି। ୨୦୨୦ ଜାନୁୟାରୀରେ ସେ ବାୟୁସେନାରେ ସାମିଲ ହେବେ ବୋଲି ଜଣାପଡ଼ିଛି। ସ୍ବାମୀ ଶହୀଦ…

ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ସିଦ୍ଧୁ

ନୂଆଦିଲ୍ଲୀ,୧୫।୭: ପଞ୍ଜାବ କ୍ୟାବିନେଟର ମନ୍ତ୍ରୀ ଥିବା ନବଜୋତ ସିଂ ସିଦ୍ଧୁ ସୋମବାର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ପାଖକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ଦିନ ପୂବରୁ ସିଦ୍ଧୁ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ…

ଦିଲ୍ଲୀର ୩୧ ସରକାରୀ ସ୍କୁଲ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ହେବ ନାମିତ

ନୂଆଦିଲ୍ଲୀ, ୧୫।୭: ଦିଲ୍ଲୀ ମ୍ୟୁନିସପାଲିଟି ଦ୍ୱାରା ପରିଚାଳିତ ୩୧ଟି ସରକାରୀ ସ୍କୁଲର ନାମକୁ ପରିବର୍ତ୍ତନ କରାଯିବ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ଏହି ସ୍କୁଲଗୁଡ଼ିକୁ ନାମିତ କରାଯିବ। ଏହି ସ୍କୁଲଗୁଡ଼ିକର ନାମ ଅଟଳ ଆଦର୍ଶ ବିଦ୍ୟାଳୟ ରଖାଯିବ। ୨୦୧୯-୨୦…

ଝିଅର ବ୍ରତୋପନୟନ କଲେ ଇନ୍ଦୋରର ଦମ୍ପତି

ଇନ୍ଦୋର,୧୫।୭: ମଧ୍ୟପ୍ରଦେଶ ଇନ୍ଦୋରର ଜଣେ ମହାରାଷ୍ଟ୍ରିଆନ୍‌ ବା ମରାଠି ଦମ୍ପତି ବେଶ୍‌ କିଛି ବର୍ଷ ହେବ ଆବୁ ଧାବି(ଦୁବଇ)ରେ ରହି ଆସୁଛନ୍ତି। ଯୋଗେଶ ଆବୁଧାବିରେ ସପ୍ଟ ଓ୍ବେୟାର ଇଞ୍ଜିନିୟର ଭାବେ କାମ କରନ୍ତି। ହେଲେ ନିକଟରେ ସେ ଇନ୍ଦୋର ଆସି ତାଙ୍କ…

ସାକ୍ଷୀ ମିଶ୍ରାଙ୍କ ପ୍ରେମ ବିବାହକୁ ନେଇ ଝିଅମାନଙ୍କୁ ପରାମର୍ଶ ଦେଲେ ମାଲିନୀ

ବରେଲି,୧୫।୭: ଉତ୍ତର ପ୍ରଦେଶର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ଏହାକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ଖବର ଆସୁଛି। ଏହାକୁ ନେଇ ଏବେ ପ୍ରସିଦ୍ଧ ଲୋକ ସଙ୍ଗୀତ…

ସାକ୍ଷୀ-ଅଜିନେଶ୍‌ଙ୍କୁ ମିଳିବ ପୋଲିସ ସୁରକ୍ଷା: ହାଇକୋର୍ଟ ଦେଲେ ଆଦେଶ

ଲକ୍ଷ୍ନୌ,୧୫।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ଏବଂ ତାଙ୍କ ସ୍ବାମୀଙ୍କୁ ଏଣିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବ। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ ଏହି ଆଦେଶ ଦେଇଛନ୍ତି। ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କ ଜୀବନ ପ୍ରତି…

ଭାଜପା ବିଧାୟକଙ୍କ ବିବାଦୀୟ ବୟାନ: ୫୦ ମହିଳାଙ୍କୁ ରଖିଲେ ଜନ୍ମନେବେ ୧୦୫୦ ଶିଶୁ

ବଲିଆ,୧୫।୭: ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବଲିଆର ଭାଜପା ବିଧାୟକ ସୁରେନ୍ଦ୍ର ସିଂହ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ଏଥର ସେ ମୁସଲିମ ସମ୍ପ୍ରଦାୟକୁ ଟାର୍ଗେଟ କରି ଏକ ଆପତ୍ତିଜନକ ଟିପ୍ପଣୀ ଦେଇଛନ୍ତି। ସେ କହିଛନ୍ତି, ମୁସଲିମ…

ଫୁଟବଲ ପ୍ରଶିକ୍ଷଣ ଯୋଗୁ ୮ ପଞ୍ଚାୟତର ୨୦ ଗାଁରେ ହେଉନି ଏବେ ବାଲ୍ୟବିବାହ

ରାଞ୍ଚି,୧୫।୭: ଝାଡ଼ଖଣ୍ଡର ୮ଟି ପଞ୍ଚାୟତର ୨୦ ଗାଁରେ ଏବେ ବାଲ୍ୟ ବିବାହ ବନ୍ଦ ହୋଇଯାଇଛି। ଜନଜାତି ଅଧ୍ୟ୍ୟୁଷିତ ଏହି ଗାଁଗୁଡ଼ିକରେ କମ୍‌ ବୟସର ଝିଅପୁଅଙ୍କୁ ବିବାହ କରି ଦିଆଯାଉଥିଲା। ତେବେ ଏଠାରେ ଏଭଳି ପିଲାଙ୍କୁ ନେଇ ଫୁଟବଲ୍‌ ଦଳ ଗଠନ କରାଯାଇ…

ଗୋଶାଳାରେ ଗାଈଙ୍କ ମୃତ୍ୟୁ: ୮ ସରକାରୀ ଅଧିକାରୀ ନିଲମ୍ବିତ

ଲକ୍ଷ୍ନୌ,୧୫।୭: ଗତ କିଛି ଦିନ ହେବ ଉତ୍ତର ପ୍ରଦେଶରେ ଥିବା ବିଭିନ୍ନ ଗୋଶାଳାରେ ଗାଈଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠୁଥିବା ବେଳେ ଏହାକୁ ନେଇ ଯୋଗୀ ସରକାର ଏକ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ୮ ଜଣ ସରକାରୀ ଅଧିକାରୀଙ୍କୁ ନିଲମ୍ବିତ…

ଖାଦ୍ୟ ନଷ୍ଟ ନ କରିବା ପାଇଁ ଖାଇବା ଥାଳିରେ ଲେଖା ଯାଉଛି ସଚେତନତା ବାର୍ତ୍ତା

ଜୟପୁର,୧୫।୭: ଖାଦ୍ୟ ନଷ୍ଟ ନ କରିବା ପାଇଁ ରାଜସ୍ଥାନରେ ଏକ ନିଆରା ସଚେତନତା ବାର୍ତ୍ତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏନେଇ ଯୋଧପୁରର ମାହେଶ୍ୱରୀ ଏବଂ ଘାଞ୍ଚି ସମାଜ ପକ୍ଷରୁ ପ୍ରୟାସ ଜାରି ରହିଛି। ଏହି ସଚେତନତା କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରତିମାସରେ ୨…

ସୋଲାନରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନଙ୍କ ସମେତ ୮ମୃତ: ରେସକ୍ୟୁ ଅପରେଶନ୍‌ ଜାରି

ସୋଲାନ,୧୫।୭: ହିମାଚଳ ପ୍ରଦେଶ ସୋଲାନ ଜିଲାର କୁମାରହାଟିରେ ଏକ ଢ଼ାବାରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନ ସମେତ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ରବିବାର ଏହି ୪ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ି ପଡ଼ିବାରୁ କିଛି ଯବାନଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଲୋକ ଭଗ୍ନାବଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?