ଜାତୀୟ

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ କର୍ମଚାରୀ ବେଶ୍‌ କିଛି ଦିନ ତାଙ୍କୁ ଦୌଡାଇବା ପରେ ଶେଷରେ କହିଥିଲେ ପୁଣି ଥରେ…

ବିଶ୍ୱାସ ମତ ପାଇଁ ପ୍ରସ୍ତୁତ କୁମାରସ୍ବାମୀ

ବଙ୍ଗାଲୁରୁ,୧୨।୭: କର୍ନାଟକ ମେଣ୍ଟ ସରକାରକୁ ବଞ୍ଚାଇବାକୁ ଯାଇ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ବିଶ୍ୱାସ ମତ ପାଇଁ ପ୍ରସ୍ତୁତ ଓ ତାଙ୍କୁ ଏଥିପାଇଁ ସମୟ ଦିଆଯାଉ ବୋଲି ସେ କହିଛନ୍ତି। ଶୁକ୍ରବାର କର୍ନାଟକ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭରେ କୁମାରସ୍ବାମୀ ବାଚସ୍ପତିଙ୍କୁ…

ଆଶାରାମ ବାପୁଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨।୭: ନାବାଳିକା ବଳାତ୍କାର ଅଭିଯୋଗରେ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ପୁଣି ଝଟକା। ତାଙ୍କ ଜାମିନ ଆବେଦନ ଶୁକ୍ରବାର ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆଶାରାମ ଜାମିନ ପାଇଁ କୋର୍ଟରେ…

ମୋବାଇଲ ନିଶାରେ ପଡିଥିବା ବ୍ୟକ୍ତିଙ୍କର ଏଠାରେ ହେବ ଚିକିତ୍ସା

ଅମୃତସର,୧୨।୭: ପଞ୍ଜାବ ଅମୃତସରରେ ଏକ ହସ୍ପିଟାଲରେ ମୋବାଇଲ ଡି-ଆଡିକଶନ ସେଣ୍ଟର ଖୋଲିଛି। ମୋବାଇଲ ନିଶାରୁ ମୁକ୍ତ କରିବା ପାଇଁ ଏହି କେନ୍ଦ୍ର ଖୋଲା ଯାଇଛି। ଏହା ରାଜ୍ୟର ପ୍ରଥମ ମହିଳା ନିଶାମୁକ୍ତି କେନ୍ଦ୍ର ବୋଲି ମଧ୍ୟ କୁହାଯାଉଛି। ଏହି ସେଣ୍ଟରେ ୭…

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି ସମୟରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ପାଶଓ୍ବାନ୍‌ କହିଛନ୍ତି, ଖୁବଶୀଘ୍ର ଭାଜପାରେ…

୨୯ ବର୍ଷୀୟ ଯୁବକଙ୍କ ପେଟରୁ ବାହାରିଲା ଗର୍ଭାଶୟ: କେବେବି ହୋଇ ପାରିବେନି ପିତା

ମୁମ୍ବାଇ,୧୨।୭: ମୁମ୍ବାଇର ଜେଜେ ହସ୍ପିଟାଲରେ ଜଣେ ୨୯ ବର୍ଷୀୟ ଯୁବକ ବନ୍ଧ୍ୟାତ୍ୱ ଚିକିତ୍ସା ପାଇଁ ଆସିଥିବା ସମୟରେ ଏମିତି ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଉକ୍ତ ଯୁବକଙ୍କ ଶରୀରରେ ମହିଳାଙ୍କ ଗର୍ଭାଶୟ, ଫେଲୋପିୟନ ଟ୍ୟୁବ ଓ…

ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା

ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍‌ ୧୨ରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି କି ୧୯୯୬ର ମସିହାରୁ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କୁ ମିଳୁଥିବା…

ନେତୃତ୍ୱ ସଙ୍କଟ ଦୂର ନ କଲେ ବୁଡି ଯାଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୨।୭: ଦେଶର ପୂରାତନ ଦଳ ଭାବେ ଏକଦା ଦେଶର ପୂର୍ବରୁ ନେଇ ପଶ୍ଚିମ, ଉତ୍ତରରୁ ନେଇ ଦକ୍ଷିଣ ପର୍ଯ୍ୟନ୍ତ ନିଜର ଏକ ସ୍ବତନ୍ତ୍ରତା ବଜାୟ ରଖିଥିବା ବେଳେ ଆଜି ନିଜର ଅସ୍ତିତ୍ୱ ପାଇଁ ଲଢିବାକୁ ପଡୁଛି। ଲୋକ ସଭା ନିର୍ବାଚନରେ ଶୋଚନୀୟ…

ରାଫାଲରେ ଉଡିଲେ ଭାଇସ୍‌ ଚିଫ୍‌ ଏୟାର ମାର୍ଶଲ

ନୂଆଦିଲ୍ଲୀ, ୧୨।୭: ଭାରତୀୟ ବାୟୁ ସେନାର ଭାଇସ୍‌ ଚିଫ୍‌ ଏୟାର ମାର୍ଶଲ ଆର୍‌କେଏସ୍‌ ଭଦୌରିଆ ଭାରତ ଆସିବାକୁ ଥିବା ଯୁଦ୍ଧ ବିମାନ ରାଫାଲରେ ପରୀକ୍ଷା ମୂଳକ ଉଡାଣ କରିଛନ୍ତି। ଫ୍ରାନ୍ସରେ ସେ ଏହି ବିମାନରେ ଉଡିଛନ୍ତି। ଏହାପରେ ସେ କହିଛନ୍ତି, ରାଫାଲରେ…

ନିଜ ଦଳକୁ ନେଇ କଟାକ୍ଷ କଲେ ସୁବ୍ରମଣ୍ୟମ

ନୂଆଦିଲ୍ଲୀ,୧୨।୭: ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ନେଇ କଟାକ୍ଷ କରିଛନ୍ତି। ଶୁକ୍ରବାର ସେ ଟୁଇଟ୍‌ କହିଛନ୍ତି, ଗୋଆ ଓ କଶ୍ମୀରକୁ ଦେଖିଲେ ଲାଗୁଛି ଯଦି ଆମେ ଗୋଟିଏ ଦଳ ଭାବେ ଭାଜପା ସହ ରହିଯିବା ତେବେ ଦେଶରେ…

ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ, ଗୋଆ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପୂର୍ବ ଉତ୍ତର ପ୍ରଦେଶ ଓ ଅରୁଣାଚଳ ପ୍ରଦେଶରେ ପ୍ରବଳରୁ ଅତି…

କର୍ନାଟକ ରାଜନୈତିକ ଅସ୍ଥିରତା ମଧ୍ୟରେ ଆରମ୍ଭ ହେବ ମୌସୁମୀ ଅଧିବେଶନ

ବେଙ୍ଗାଲୁରୁ,୧୨।୭: କର୍ନାଟକରେ ରାଜନୈତିକ ଅସ୍ଥିରତା ଲାଗି ରହିଥିବା ବେଳେ ଶୁକ୍ରବାର ଏହାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କିଛିଦିନ ହେବ ଲାଗି ରହିଥିବା ଇସ୍ତଫାକୁ ଦେଖି ଭାଜପା କହିଛି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ବହୁମତ ହରାଇ ସାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?