ଜାତୀୟ

ଏମ୍‌ପିଙ୍କୁ ୧୫୦ କିଲୋମିଟର ଚାଲିବାକୁ କହିଲେ ମୋଦି

ନୂଆଦିଲ୍ଲୀ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଭାଜପା ଏମ୍‌ପିମାନଙ୍କୁ ନୂଆ ନୂଆ କାମ ଦେଉଛନ୍ତି। ମୋଦି କହିଛନ୍ତି ଗାନ୍ଧୀ ଜୟନ୍ତୀ ଅର୍ଥାତ୍‌ ଅକ୍ଟୋବର ୨ରୁ ପଟେଲ ଜୟନ୍ତୀ ମାନେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ୧୫୦ କିଲୋମିଟର…

ବିବାହ ପୂର୍ବରୁ ହେବ ଏଚ୍‌ଆଇଭି ପରୀକ୍ଷା: ଗୋଆ ସରକାର

ପଣଜି,୯।୭: ବିବାହକୁ ନେଇ ନୂଆ ନିୟମ ତିଆରି କରିବାକୁ ଯାଉଛନ୍ତି ଗୋଆ ସରକାର। ଏହି ନିୟମ ଅନୁଯାୟୀ ଗୋଆରେ ଯେକୌଣସି ବ୍ୟକ୍ତି ବିବାହ କରିବା ପୂର୍ବରୁ ଏଚ୍‌ଆଇଭି ଟେଷ୍ଟ କରିବା ବାଧ୍ୟତାମୂଳକ ହେବ। ଏହି ନିଷ୍ପତ୍ତିକୁ ନେଇ ଗୋଆ ସରକାର ବିଚାର…

ଜମ୍ମୁ-କଶ୍ମୀରରେ ଫେରୁଛି ଶାନ୍ତି: ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଏବଂ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ ପରେ କମିଛି ଅନୁପ୍ରବେଶ, କହିଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୯।୭: ଜମ୍ମୁ-କଶ୍ମୀରରେ ଧୀରେ ଧୀରେ ଶାନ୍ତି ଫେରିବା ଆରମ୍ଭ କରିଛି। ସେହିପରି ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଏବଂ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ ପରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ଅନୁପ୍ରବେଶ ଘଟଣା କମିଛି। ୨୦୧୮ ତୁଳନାରେ ୨୦୧୯ର ପ୍ରଥମ ୬ ମାସ ମଧ୍ୟରେ ଏଭଳି ଘଟଣା…

ଯୋଗୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବାଧ୍ୟରେ ୨୨ ପୋଲିସ ନେଲେ ଅବସର

ଭୋପାଳ,୯।୭: ଭ୍ରଷ୍ଟାଚାର ଓ ଅଳସୁଆ କର୍ମଚାରୀଙ୍କ ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି କ୍ରମରେ ବାରାଣସୀରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ୨୨ ପୋଲିସ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏମାନଙ୍କ ନାଁରେ ଭ୍ରଷ୍ଟାଚାର, ଅସଦାଚରଣ…

ସିବିଆଇର ବଡ଼ ପଦକ୍ଷେପ: ୧୯ ରାଜ୍ୟର ଶହେ ୧୦ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୯।୭: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)ପକ୍ଷରୁ ମଙ୍ଗଳବାର ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସିବିଆଇର ଭିନ୍ନ ଭିନ୍ନ ଟିମ୍‌ ୧୯ଟି ରାଜ୍ୟର ଶହେ ୧୦ ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଦୁର୍ନୀତି, ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ସମେତ ୩୦ଟି ବିଭିନ୍ନ ମାମଲାରେ ଏହି…

ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍‌ ଇଣ୍ଡିଆକୁ ଜଣାଇଲେ ଶୁଭକାମନା

ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ, ପୂଜାର୍ଚ୍ଚନା କରାଯାଉଥିଲାବେଳେ ବିହାରର ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀ ଏବଂ ବିଧାୟକ ଟିମ୍‌ ଇଣ୍ଡିଆକୁ ଶୁଭକାମନା…

ମିଲିନ୍ଦ ଦେଓରାଙ୍କ ଇସ୍ତଫା ପରେ କର୍ମୀଙ୍କ ଉପରେ ଦୋଷ ଲଦିଲେ କଂଗ୍ରେସ ନେତ୍ରୀ ଉର୍ମିଳା

ମୁମ୍ବାଇ,୯।୭: ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ମିଲିନ୍ଦ ଦେଓରା ଇସ୍ତଫା ଦେବା ପରେ ଦଳରେ ସଙ୍କଟ ବଢିବାରେ ଲାଗିଛି। ଏବେ ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକର ଏକ ଚିଠି ଲେଖି କଂଗ୍ରେସକର୍ମୀଙ୍କୁ ଦୋଷାରୋପ କରିଛନ୍ତି। ଉର୍ମିଳା ଏକ ଲମ୍ବା…

ସୁକମା ଏନ୍‌କାଉଣ୍ଟର: ମହିଳା ମାଓବାଦୀ ମୃତ

ରାୟପୁର,୯।୭: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ସୁକମା ଜିଲାରେ ମାଓବାଦୀ ବିରୋଧୀ ଅଭିଯାନ ସଫଳ ହୋଇଛି। ମଙ୍ଗଳବାର ଚିନ୍ତାଗୁମ୍ପା ଅଞ୍ଚଳର ଡବ୍ବାକୋଣ୍ଟା ଗଁା ନିକଟସ୍ଥ ଜଙ୍ଗଲରେ ଥିବା ମାଓବାଦୀ ଶିବିରରେ ଏସ୍‌ଟିଏଫ୍‌, ଡିଆରଜି ଓ ସିଆରପିଏଫ୍‌ର କୋବ୍ରା ବାଟାଲିଅନ ମିଳିତ ସର୍ଚ୍ଚ ଅପରେଶନ…

କଳାସୁନା ଉଦ୍ଭାବନ କଲେ ଭାରତୀୟ ବୈଜ୍ଞାନିକ: ସୌରରଶ୍ମୀ ଅବଶୋଷକ ଭାବେ କରିବ କାର୍ଯ୍ୟ

ନୂଆଦିଲ୍ଲୀ,୯।୭: ସୁନା ଦେଖିବାକୁ ହଳଦିଆ। ତେବେ କେତେକ ଭାରତୀୟ ବୈଜ୍ଞାନିକ ଏବେ କଳାସୁନା ଉଦ୍ଭାବନ କରିବାକୁ ସକ୍ଷମ ହୋଇଛନ୍ତି। ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ(ଟିଆଇଏଫ୍‌ଆର୍‌)ର ବୈଜ୍ଞାନିକ ଏଭଳି ଚମତ୍କାର କରିଛନ୍ତି। ଏହାର ରଙ୍ଗ କଳା। କଳାସୁନା କାର୍ବନ ଡାଇଅକ୍ସାଇଡ୍‌ ଏବଂ…

ବିବାହରେ କନ୍ୟା ରଖିଲେ ସର୍ତ୍ତ: ଶହେ ବୃକ୍ଷଚାରା ରୋପଣ ପରେ ବରଯାତ୍ରୀ ନେଇ ଆସିବାକୁ କହିଲେ

ଗ୍ବାଲିୟର,୯।୭: ମଧ୍ୟପ୍ରଦେଶରେ ଜଣେ କନ୍ୟା ବିବାହ ପାଇଁ ଅଜବ ସର୍ତ୍ତ ରଖିଛନ୍ତି। ଶହେ ବୃକ୍ଷ ଚାରା ରୋପଣ ପରେ ବରଯାତ୍ରୀ ନେଇ ବିବାହ ଲାଗି ଆସିବାକୁ ସେ ବରଘରଙ୍କୁ ପରାମର୍ଶ ଦେଇଛନ୍ତି। ବରଘର ଏଭଳି ସର୍ତ୍ତ ଶୁଣି ପ୍ରଥମେ ଆଶ୍ଚର୍ଯ୍ୟ ହୋଇଥିଲେ…

ସିଦ୍ଧୁ ଦରମା ନେଉଛନ୍ତି ହେଲେ କାମ କରୁନାହାଁନ୍ତି: ଭାଜପା ନେତା

ନୂଆଦିଲ୍ଲୀ,୯।୭: ପଞ୍ଜାବରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ନେଇ ରାଜନୈତିକ ଟଣା ଓଟରା ଲାଗି ରହିଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ସିଦ୍ଧୁଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେବି ଲାଗି ରହିଛି। ଏହାକୁ ନେଇ ଏବେ ପଞ୍ଜାବର ଭାଜପା…

ବିବାଦରେ ହନି ସିଂ: ‘ମଖନା’ ଗୀତକୁ ନେଇ ମାମଲା ରୁଜୁ

ଚଣ୍ଡିଗଡ଼,୯।୭: ର଼୍ୟାପ୍‌ ଗାୟକ ହନି ସିଂ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ମୋହାଲିରେ ତାଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଛି। ହନି ସିଂଙ୍କ ନୂଆ ଗୀତ ‘ମଖନା’ରେ ମହିଳାଙ୍କୁ ନେଇ ଆପତ୍ତିଜନକ ଓ ଅଶ୍ଳୀଳ ଶଦ୍ଦର ବ୍ୟବହାର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?