ଜାତୀୟ

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି। ଉଭୟ ଦଳର ସମସ୍ତ ମନ୍ତ୍ରୀ କୁମାରସ୍ବାମୀଙ୍କ କ୍ୟାବିନେଟ୍‌ରୁ…

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ ଦଳ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ। ମଙ୍ଗଳବାର ହେବ ପ୍ରଥମ ସେମିଫାଇନାଲ।…

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ

ଅଯୋଧ୍ୟା,୮।୭: କଳା ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ୧୨ ବର୍ଷର ବାଳକ ୧୩୫ଟି ବହି ରଚନା କରି ସାରିଲେଣି। ଉତ୍ତର ପ୍ରଦେଶର ମ୍ରିଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ପୁସ୍ତକ ଥିଲା ଏକ…

ନିର୍ବାଚନରେ ପରାସ୍ତ ହେବାପରେ ପ୍ରଥମଥର ପାଇଁ ଜୁଲାଇ ୧୦ରେ ଆମେଠି ଯିବେ ରାହୁଲ

ନୂଆଦିଲ୍ଲୀ, ୮।୭:ଗତ ନିର୍ବାଚନରେ ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ପରାଜୟର ସ୍ବାଦ ଚାଖିଥିବା ରାହୁଲ ଗାନ୍ଧୀ ଜୁଲାଇ ୧୦ରେ ଆମେଠି ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ରାହୁଲ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଭେଟି ପରାଜୟର ସମୀକ୍ଷା କରିବେ। ରାହୁଲ ୨୦୦୪,…

ମୁଜଫରନଗରରେ ଘର ଭୁଷୁଡ଼ି ୩ ଶିଶୁ ମୃତ

ମୁଜଫରନଗର,୮।୭: ଉତ୍ତରପ୍ରଦେଶ ମୁଜଫରନଗରର ସିଖେଡା ଗଁ।ରେ ସୋମବାର ଘରର ଛାତ ଭୁଷୁଡ଼ିଯାଇଛି। ଏହି ଦୁର୍ଘଟଣାରେ ୩ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଆହତ ହୋଇଛନ୍ତି। ସହରରେ ମୌସୁମୀ ବର୍ଷା ଲାଗି ରହିଥିବାରୁ ସକାଳେ ଦୁର୍ବଳ ଥିବା ଘରର କାନ୍ଥ ଭାଙ୍ଗିଯିବାରୁ ଏହାର…

୪୨ ପିଏସ୍‌ୟୁରେ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ତୃଣମୂଳ ଏମ୍‌ପିଙ୍କ ଧାରଣା

ନୂଆଦିଲ୍ଲୀ,୮।୭: ଦେଶର ୪୨ଟି ପିଏସ୍‌ୟୁ(ପବ୍ଲିକ୍‌ ସେକ୍ଟର ଅଣ୍ଡରଟେକିଂ)ରେ ପୁଞ୍ଜିପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ବିରୋଧ କରି ସୋମବାର ତୃଣମୂଳ ଏମ୍‌ପି ବିଭିନ୍ନ ସ୍ଲୋଗାନ୍‌ ଦେବା ସହିତ ସଂସଦ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ…

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଲାଣ୍ଡ୍‌ ମାଇନ୍‌ ଯୋଗୁ ହୋଇଥିବା କୁହାଯାଉଛି। ଯବାନ…

ଡାକ୍ତରଙ୍କୁ ମାଡ଼ ଘଟଣାରେ ଦିଲ୍ଲୀର ୫ହସ୍ପିଟାଲରେ ଧର୍ମଘଟ

ନୂଆଦିଲ୍ଲୀ,୮।୭: ଦିଲ୍ଲୀର ମୌଲାନା ଆଜାଦ୍‌ ମେଡିକାଲ କଲେଜରେ ରବିବାର ଡାକ୍ତରଙ୍କ ସହ ହୋଇଥିବା ମାଡ଼ପିଟ୍‌ ଘଟଣାକୁ ବିରୋଧ କରି ଡାକ୍ତର ସଂଘ ଧର୍ମଘଟ ଡାକରା ଦେଇଛି। ଡାକ୍ତରଙ୍କ ଏହି ଆନ୍ଦୋଳନକୁ ଦିଲ୍ଲୀର ୪ବଡ଼ ହସ୍ପିଟାଲ ସମର୍ଥନ ଜଣାଇଛନ୍ତି। ଏହି ଆନ୍ଦେଳନରେ ଲୋକ…

ଅବୁଝମାଡ୍‌ ଅଞ୍ଚଳରେ ରହିଛି କେତେ ଗାଁ ତାହା ସରକାରଙ୍କୁ ନାହିଁ ଜଣା

ରାୟପୁର,୮।୭: ଛତିଶଗଡ଼ର ମାଓବାଦୀ ପ୍ରବଣ ଅଞ୍ଚଳ ଅବୁଝମାଡ୍‌ରେ କେତେ ଗାଁ ରହିଛି ସେ ନେଇ କୌଣସି ତଥ୍ୟ ସରକାରଙ୍କ ପାଖରେ ନାହିଁ। ଘନ ଜଙ୍ଗଲ ଦ୍ୱାରା ପରିବେଷ୍ଟିତ ଏହି ଅଞ୍ଚଳର ରାଜସ୍ବ ସର୍ଭେ ପାଇଁ ମୋଗଲ ଶାସନ ସମୟରେ ପ୍ରୟାସ କରାଯାଇଥିଲା।…

କାଗଜ ଫର୍ମ ନୁହେଁ ମୋବାଇଲ ଆପ୍‌ ଦ୍ୱାରା ହେବ ଜନଗଣନା

ନୂଆଦିଲ୍ଲୀ,୮।୭: ଜଣଗଣନା ପାଇଁ ଏବେ କାଗଜ ଫର୍ମ ନୁହେଁ ମୋବାଇଲ ଆପ୍‌ର ହେବ ବ୍ୟବହାର। ପୂର୍ବରୁ କାଗଜ ଫର୍ମରେ ସୂଚନା ଏକତ୍ରିତ କରି ଏହାର ବିଶ୍ଳେଷଣ କରିବା ବହୁ କଷ୍ଟକର ହେବା ସହ ଏହାର ପ୍ରକ୍ରିୟା ମଧ୍ୟ ବହୁ ଲମ୍ବା ଧରି…

ଭୋପାଳ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦେଶର ରାଷ୍ଟ୍ରପତିଙ୍କ ନାମ ଅଜଣା

ଭୋପାଳ,୮।୭: ମଧ୍ୟପ୍ରଦେଶ ଭୋପାଳରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନ ପଦ୍ଧତିରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ଜାରି ରହିଛି। ଏନେଇ ଭୋପାଳ ଜିଲାପାଳ ତରୁଣ ପିଥୋଡେଙ୍କ ଯୋଜନା ଅନ୍ତର୍ଗତ ଅବସର ଗ୍ରହଣ କରିଥିବା ସରକାରୀ ଅଫିସର ବିଭିନ୍ନ…

ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ବଳାତ୍କାର ଘଟଣା ରୋକିବା କଷ୍ଟକର

ଜୟପୁର, ୮।୭: ରାଜସ୍ଥାନର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କାଳି ଚରଣ ସରାଫ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ବଳାତ୍କାର ଘଟଣାକୁ ରୋକିବା କଷ୍ଟକର। କିନ୍ତୁ ବଳାତ୍କାର ମାମଲାରେ ୮୭ ପ୍ରତିଶତ ବୃଦ୍ଧି ଘଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?