ଜାତୀୟ

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ଏସ୍‌ ଜୟଶଙ୍କର

ନୂଆଦିଲ୍ଲୀ,୮।୭: ଗୁଜରାଟରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋମବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଜୟଶଙ୍କର ଓ ଦଳର ଆନ୍ୟଜଣେ ସହଯୋଗୀ ଯୁଗଳ ଜି ଠାକୁର ଗୁଜରାଟର…

ମୁସଲମାନ୍‌ ମହିଳାଙ୍କୁ ମସଜିଦ୍‌ରେ ପ୍ରବେଶ ଅନୁମତି: ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୭: ମସଜିଦ୍‌ରେ ମୁସଲମାନ୍‌ ମହିଳାଙ୍କୁ ପ୍ରବେଶ ଅନୁମତି ନେଇ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୋମବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହି ଆବେଦନ କେରଳର ହିନ୍ଦୁ ମହାସଭା ପକ୍ଷରୁ କରାଯାଇଥିଲା। ତେବେ ସର୍ବୋଚ୍ଚ ନ୍ୟାୟାଳୟ ସୂଚିତ କରିଛନ୍ତି ଯେ, କୌଣସି…

ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି କାନ୍ଦି ପକାଇଲେ ଭାଜପା ନେତା

ମିର୍ଜାପୁର,୮।୭: ଉତ୍ତର ପ୍ରଦେଶ ମିର୍ଜାପୁରର କୋତବାଲି ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଭାଜପା ନେତା ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି କାନ୍ଦି ପକାଇଥିଲେ। ଆଉ କହିଥିଲେ ମୋର ସମ୍ମାନ ଚାଲିଗଲା। ନିଜ ସରକାରରେ ରହି ଏଭଳି…

ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ

ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଟଙ୍କା ନଗଦ ଉଠାଣ ହୋଇଥିବା କୁହାଯାଉଛି। ଏହି ଜମା ଖାତାଗୁଡ଼ିକ ମଧ୍ୟରୁ କେତେକରେ…

ବସ୍‌ରେ ହିନ୍ଦୀ ଲେଖାକୁ ବିରୋଧ କଲା ଡିଏମକେ

ଚେନ୍ନାଇ, ୮।୭: ଦକ୍ଷିଣ ଭାରତରେ ହିନ୍ଦୀ ଭାଷାକୁ ନେଇ ତୀବ୍ର ବିରୋଧ ଆରମ୍ଭ ହୋଇଯାଇଛି। ବସ୍‌ଗୁଡିକରେ ହିନ୍ଦୀ ଲେଖାକୁ ବିରୋଧ କରି ଡିଏମକେ ନେତ୍ରୀ କାନିମୋଝି ତାମିଲ ଭାଷାର ମହତ୍ତ୍ୱ କମ କରିବା ପାଇଁ ପ୍ରୟାସ ଚାଲିଛି ବୋଲି ସେ କହିଛନ୍ତି।…

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ ଥିବା ୧୮୪ ସହରରେ ଜଳ ସଙ୍କଟ ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି।…

ରାସ୍ତା ସଫା କଲେ ସିଦ୍ଧୁ

ଅମୃତସର, ୮।୭: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ସ୍ତ୍ରୀ ନବଜୋତ କୌରଙ୍କ ସହ ମିଶି ସ୍ବଚ୍ଛ ଅମୃତସର ଅଭିଯାନରେ ଭାଗ ନେଇଛନ୍ତି। ଅମୃତସର ସଡ଼କରେ ପଡିଥିବା ଅଳିଆ ଆବର୍ଜନାଗୁଡିକୁ ନିଜେ ଝାଡୁ ଧରି ସଫା କରିଥିଲେ ସିଦ୍ଧୁ। ସୂଚନାଯୋଗ୍ୟ, ଭାଜପା…

ଭାଜପାରେ ଯୋଗ ଦେବାରୁ ମୁସଲମାନ ମହିଳାଙ୍କୁ ଘର ଛାଡିବାକୁ କହିଲେ ମାଲିକ

ଆଲିଗଡ,୮।୭: ଭାରତୀୟ ଜନତା ପାର୍ଟି ଏବେ ତା’ର ସଦସ୍ୟତା ଯୋଗାଡ କରିବା ଅଭିଯାନ ଚଳାଇଛି। ତେଣୁ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଏବେ ଭାଜପାରେ ସାମିଲ ହେଉଛନ୍ତି। ଏହାରି ଭିତରେ ଉତ୍ତର ପ୍ରଦେଶ ଆଲିଗଡର ଜଣେ ମୁସଲମାନ ମହିଳା ଭାଜପାରେ…

ଅସନ୍ତୁଷ୍ଟ ବିଧାୟକଙ୍କୁ ମନ୍ତ୍ରୀ ପଦ ଯାଚିଲେ କୁମାରସ୍ବାମୀ

ବେଙ୍ଗାଲୁରୁ,୮।୭: ସଂଖ୍ୟା ଗରିଷ୍ଠତାକୁ ନେଇ ଏବେ ଅଡୁଆରେ ପଡିଛି କର୍ନାଟକର କୁମାରସ୍ବାମୀ ସରକାର। ଇତି ମଧ୍ୟରେ ବିଧାୟକଙ୍କୁ ମନାଇବାକୁ ଯାଇ କେତେଜଣ ଅସନ୍ତୁଷ୍ଟ ବିଧାୟକଙ୍କୁ କୁମାରସ୍ବାମୀ ମନ୍ତ୍ରୀପଦ ଯାଚୁଥିବା ଶୁଣିବାକୁ ମିଳିଛି। ଆଲୋଚନା ହେଉଛି କି କୁମାରସ୍ବାମୀ ଜେଡିଏଏସ୍‌ର ୩ ବିଧାୟକଙ୍କୁ…

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ନେଲାଣି ୫୬ ଜୀବନ: ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ

ଦିଶପୁର,୮।୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଗତ ଏପ୍ରିଲରୁ ଏବେ ପର୍ଯ୍ୟନ୍ତ ଏହି ରୋଗରେ ୫୬ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି। ସେହିପରି ଗତ ୩ମାସ ମଧ୍ୟରେ ୨୧୬ଟି ଏହି ମାମଲା ଦେଖାଦେଇଛି। ରାଜ୍ୟରେ ସମସ୍ତ ସ୍ବାସ୍ଥ୍ୟ ବିଭାଗ ଆଲର୍ଟ…

ଫିରୋଜାବାଦ୍‌ରୁ ଦିଲ୍ଲୀ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ: ବାପ-ପୁଅ ଗିରଫ; ୧୨୫୦ ଜୀବନ୍ତ ଗୁଳି ଜବତ

ନୂଆଦିଲ୍ଲୀ,୮।୭: ଦିଲ୍ଲୀ ପୋଲିସ ଏକ ଚୋରା ଅସ୍ତ୍ରଶସ୍ତ୍ର କାରବାରର ପର୍ଦ୍ଦାଫାଶ୍‌ କରିଛି। ଫିରୋଜାବାଦ୍‌ରୁ ଦିଲ୍ଲୀ ଚାଲାଣ ହେଉଥିବା ଅସ୍ତ୍ରଶସ୍ତ୍ରକୁ ପୋଲିସ ଜବତ କରିଛି। ଏକ କାରରେ ଏହି ଅସ୍ତ୍ରଶସ୍ତ୍ର ଚାଲାଣ ହେଉଥିବା ପୋଲିସ କହିଛି। ସେଥିମଧ୍ୟରେ ୧୨୫୦ଟି ଜୀବନ୍ତ ଗୁଳି ରହିଛି।…

ପୁଣି ବୁଡିଲା ମାୟାନଗରୀ

ମୁମ୍ବାଇ,୮।୭: ଲଗାଣ ବର୍ଷାରେ ବେହାଲ ହୋଇଥିବା ମୁମ୍ବାଇ ସହର ମାତ୍ର ଦିନେ ଦୁଇ ଦିନର ଆଶ୍ୱସ୍ତି ପରେ ପୁଣି ସୋମବାରଠାରୁ ଏଠାରେ ପରିସ୍ଥିତି ଜଟିଳ ହୋଇପଡିଛି। ସୋମବାର ପ୍ରବଳ ବର୍ଷା ଫଳରେ ପ୍ରାୟ ସମସ୍ତ ବିମାନ ଉଡାଣକୁ ସ୍ଥଗିତ ରଖାଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?