ଜାତୀୟ

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ କରାଯାଇଛି। ଦେଶଦ୍ରୋହୀ, ଆତଙ୍କବାଦୀ ତଥା ବିଚ୍ଛିନ୍ନତାବାଦୀଙ୍କଠାରୁ ଦେଶକୁ ଦେଶକୁ ସୁରକ୍ଷିତ ରଖିବା ପାଇଁ…

ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ

ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟସଭାରେ ଏସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟର ନାମ ପରିବର୍ତ୍ତନ…

ଚଳନ୍ତା ଟ୍ରେନ୍‌ରୁ ଖସିପଡିଲେ ୩ ଯାତ୍ରୀ

ମୁମ୍ବାଇ, ୩।୭: ମୁମ୍ବାଇ ଲୋକାଲ୍‌ ଟ୍ରେନରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ଟେନରୁ ଖସି ପଡି ୩ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଛତ୍ରପତି ଶିବାଜୀ ମହାରାଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟେନଟି ଠିକ୍‌ ସମୟରେ ପ୍ଲାଟଫର୍ମ ଛାଡିଥିଲା।…

ମନ୍ଦିର ଭଙ୍ଗାରୁଜା ଘଟଣା: ଦିଲ୍ଲୀ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ ଶାହ

ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ ତଲବ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହ। ଏହି ଘଟଣାରେ ପୋଲିସ ପକ୍ଷରୁ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ହାଇକୋର୍ଟ ବିଚାରପତି: ପରିବାରବାଦ, ଜାତିବାଦକୁ ନେଇ ଜଜ୍‌ଙ୍କୁ ଦିଆଯାଉଛି ନିଯୁକ୍ତି

ଲକ୍ଷ୍ନୌ, ୩।୭: ଜଜ୍‌ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଆହ୍ଲାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ରଙ୍ଗନାଥ ପାଣ୍ଡେ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଜଜ୍‌ଙ୍କ ନିଯୁକ୍ତି ନେଇ କୌଣସି ନିର୍ଦ୍ଦିଷ୍ଟ ମାପଦଣ୍ଡ ନାହିଁ ଏବଂ ପ୍ରଚଳିତ…

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା କୋଷରେ ଏହା ଜମା କରିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ଥଙ୍କୁ…

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ ଶହରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୪ ଶହଙ୍କୁ ନିଲମ୍ବିତ କିମ୍ବା…

ମୁମ୍ବାଇରେ ଜଳପ୍ରଳୟ: ବୁଡିଗଲା ଗାଡି, ଦୁଇ ମୃତ

ମୁମ୍ବାଇ, ୩।୭: ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଗତ ୨ ବର୍ଷର ରେକର୍ଡ ଭାଙ୍ଗି ଦେଇଛି। ମୂଷଳ ଧାରାରେ ପ୍ରବଳ ବର୍ଷା ଯୋଗୁ ଏପର୍ଯ୍ୟନ୍ତ ୩୬ଜଣଙ୍କ ପ୍ରାଣ ଗଲାଣି। ମଲାଡ ଅଞ୍ଚଳରେ ଏକ ଏସୟୁଭି…

ଖିଲାପକାରୀଙ୍କ ଠାରୁ ଟିକସ ଆଦାୟ ପାଇଁ ବ୍ୟାଣ୍ଡ୍‌ ବାଜା ସହିତ ବୁଲୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ

ଲକ୍ଷ୍ନୌ,୩।୭: ଘର ଟିକସ ପୈଠ କରୁ ନ ଥିବା ଖିଲାପକାରୀଙ୍କଠାରୁ ବକେୟା ଆଦାୟ ପାଇଁ ଉତ୍ତରପ୍ରଦେଶର ଲକ୍ଷ୍ନୌ ମ୍ୟୁନିସିପାଲିଟି ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ମ୍ୟୁନିସିପାଲିଟି କର୍ମଚାରୀ ସୁରକ୍ଷାକର୍ମୀଙ୍କ ସହିତ ବ୍ୟାଣ୍ଡ୍‌ ବାଜା ଦଳଙ୍କୁ ନେଇ ସମ୍ପୃକ୍ତ ବ୍ୟକ୍ତିଙ୍କ…

ଚନ୍ଦ୍ରାୟନ-୨ ଉତ୍‌କ୍ଷେପଣ ଦେଖିବା ପାଇଁ ଅନ୍‌ଲାଇନ୍‌ ପଞ୍ଜିକରଣ ଗୁରୁବାର ମଧ୍ୟରାତ୍ରଠାରୁ ଆରମ୍ଭ

ଶ୍ରୀହରିକୋଟା,୩।୭: ଚନ୍ଦ୍ରାୟନ-୨ ଜୁଲାଇ ୧୫ରେ ଉତ୍‌କ୍ଷେପଣ ହେବ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏହା ଭାରତୀୟ ସମୟ ରାତ୍ର ୨ଟା ୫୧ରେ ଉତ୍‌କ୍ଷେପଣ କରାଯିବ। ଏହାକୁ ଶ୍ରୀହରିକୋଟା ଠାରେ ଥିବା ରକେଟ୍‌ ସ୍ପେଶ୍‌ ଥିମ୍‌ ପାର୍କରେ ଦେଖିବା ପାଇଁ…

ଅମରନାଥ ଯାତ୍ରା: ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଅକ୍ସିଜେନ୍‌ ଦେଲେ ଆଇଟିବିପି ଯବାନ

ଶ୍ରୀନଗର,୩।୭: ଅମରନାଥ ଯାତ୍ରାରେ ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଆଇଟିବିପି ଯବାନ ଅକ୍ସିଜେନ୍‌ ଦେବା ସହିତ ଆବଶ୍ୟକୀୟ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଛନ୍ତି। ଏହି ଯାତ୍ରୀମାନେ ସ୍ବାଭାବିକ ଭାବେ ଶ୍ୱାସକ୍ରିୟା କରିବାରେ ଅସମର୍ଥ ହେବାରୁ ତାଙ୍କୁ ଅକ୍ସିଜେନ୍‌ ଯୋଗାଇ ଦିଆଯାଇଛି। ଯାତ୍ରୀମାନେ ଚାଲି…

ଭାଙ୍ଗିଲା ଡ୍ୟାମ:୬ ମୃତ, ୧୭ ନିଖୋଜ

ମୁମ୍ବାଇ, ୩।୭: ମାୟାନଗରୀ ମୁମ୍ବାଇରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ରତ୍ନଗିରିର ତିଓ୍ବାରେ ଡ୍ୟାମ୍‌ ଭାଙ୍ଗିଯାଇଛି। ଫଳରେ ୬ ଲୋକଙ୍କ ମୃତ ହେବା ସହ ୧୭ ଜଣ ନିଖୋଜ ଅଛନ୍ତି। ଏହି ଡ୍ୟାମ ପାର୍ଶ୍ୱରେ ଥିବା ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?