ଜାତୀୟ

ଗାଈ ଖେଳୁଛି ଫୁଟବଲ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୩।୭: ଏବେ ଗୋଟିଏ ଗାଈ ଫୁଟବଲ ଖେଳୁଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପଡ଼ିଆରେ କିଛି ପିଲା ଫୁଟବଲ ଖେଳୁଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ପାଖରେ ଛିଡ଼ା ହୋଇଥିବା ଗାଈଟି ଫୁଟବଲକୁ ଗୋଡ଼ରେ ଲାତ ମାରିବା ସହିତ…

ଯୋଗୀଙ୍କୁ କେନ୍ଦ୍ରର ଝଟକା

ନୂଆଦିଲ୍ଲୀ,୩ା୭(ପି.ଟି.): ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ୧୭ ଅନ୍ୟ ପଛୁଆ ବର୍ଗ (ଓବିସି)ର ଲୋକଙ୍କୁ ତଫସିଲଭୁକ୍ତ ଜାତି (ଏସ୍‌ସି) ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ନେଇଥିବା ନିଷ୍ପତ୍ତି ଭୁଲ। ଏହା ସମ୍ବିଧାନ ସମ୍ମତ ନୁହେଁ। ଏଭଳି ନିଷ୍ପତ୍ତି ନେବା ଅଧିକାର କେବଳ…

ସଂସଦୀୟ ଦଳ ବୈଠକରେ ମୋଦିଙ୍କ କଡ଼ା ସନ୍ଦେଶ: ଅହଂକାର, ଦୁର୍ବ୍ୟବହାର ବରଦାସ୍ତ କରାଯିବନି

ନୂଆଦିଲ୍ଲୀ,୩ା୭ (ପି.ଟି.): ସରକାରୀ ଅଧିକାରୀଙ୍କୁ ଭାଜପା ନେତା କୈଳାସ ବିଜୟଭର୍ଗୀୟଙ୍କ ବିଧାୟକ ପୁଅ କ୍ରିକେଟ୍‌ ବ୍ୟାଟ୍‌ରେ ପିଟିବା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲି କଡ଼ା ସନ୍ଦେଶ ଦେଇଛନ୍ତି। ଭାଜପା ସଂସଦୀୟ ଦଳ ବୈଠକରେ ସେ କହିଛନ୍ତି ଯେ,…

ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ

ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଦେଶ ଭାଜପା ସଭାପତି ମଦନ ଲାଲ ସାଇନିଙ୍କ ପରଲୋକ ପରେ ଆସନଟି…

ମହାରାଷ୍ଟ୍ରରେ ଜଳ ତାଣ୍ଡବ

ମୁମ୍ବାଇ,୩ା୭ (ପି.ଟି.): ମୁମ୍ବାଇରେ ବର୍ଷା ବିତ୍ପାତ ସଙ୍ଗିନ ରୂପ ଧାରଣ କରିଛି। ଲଗାଣ ବର୍ଷା ଯୋଗୁ ବାଣିଜି୍ୟକ ରାଜଧାନୀ ମୁମ୍ବାଇ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। କେବଳ ମୁମ୍ବାଇର ମାଲାଡ୍‌ରେ ୨୧ ଜଣଙ୍କ କାନ୍ଥ ପଡ଼ି ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରରେ ବର୍ଷାଜନିତ…

‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଲାଗି କାହିଁକି ପ୍ରତ୍ୟକ୍ଷ ନଗଦ ସୁବିଧା ପ୍ରଦାନ ଯୋଜନା ଘୋଷଣା କରାଯାଇଛି…

ପରିବାର ଲୋକ ଶୁଦ୍ଧିକ୍ରିୟା ସାରିବାର କିଛି ସମୟ ପୂର୍ବରୁ ଘରେ ପହଞ୍ଚିଲେ ମୃତ ଘୋଷିତ କୃଷକ

ହାସନ,୨।୭: କର୍ନାଟକ ହାସନରେ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ କୃଷକ ନିଜ ପରିବାର କଳହରୁ ଅତିଷ୍ଠ ହୋଇ ଘରଛାଡ଼ି ନିଜ ସମ୍ପର୍କୀୟଙ୍କ ଘରକୁ ଚାଲିଯାଇଥିଲେ। ୧୫ ଦିନ ପରେ ଘରକୁ ଫେରିବା ପାଇଁ ପ୍ରସ୍ତୃତି କରୁଥିବା…

ମା’ଙ୍କ ଜଳଖିଆ ଶେଷ ହୋଇ ନ ଥିବାରୁ ଚେନ୍‌ ଟାଣି ଟ୍ରେନ୍‌କୁ ଅଟକାଇଲେ ପୁଅ

ମଥୁରା,୨।୭: ଉତ୍ତରପ୍ରଦେଶର ମଥୁରା ଷ୍ଟେସନରେ ବେଆଇନ ଭାବେ ଚେନ୍‌ ଟାଣିଥିବା ନେଇ ଜଣେ ଯାତ୍ରୀଙ୍କ ଉପରେ ଅଭିଯୋଗ ହୋଇଛି। ରବିବାର ନୂଆଦିଲ୍ଲୀରୁ ହବିବ୍‌ଗଞ୍ଜକୁ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ରେ ମନୀଷ ଅରୋଡା ଓ ତାଙ୍କ ପରିବାର ଯାତ୍ରା କରୁଥିଲେ। ମନୀଷ ଓ ତାଙ୍କ…

୨୯ ବର୍ଷ ପରେ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ

ଲକ୍ଷ୍ନୌ, ୨।୭: ୨୯ବର୍ଷ ପରେ ନିଜ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ। ହତ୍ୟାର ପ୍ରତିଶୋଧ ନେବା ପାଇଁ ପୁଅ କଲ୍ୟାଣ କେବଳ ଯେ ୨୦ବର୍ଷ ଅପେକ୍ଷା କରିଥିଲେ ତା’ ନୁହେଁ, ପିତାଙ୍କ ହତ୍ୟାକାରୀ ସହ ବନ୍ଧୁତା ମଧ୍ୟ ସ୍ଥାପନ କରିଥିଲେ।…

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ ଘୋଷିତ ବ୍ୟକ୍ତିଙ୍କ ହାତ ଗୋଡ ଚାଲୁଥିବା ଲକ୍ଷ୍ୟ କରିଥିଲେ ତାଙ୍କର ଜଣେ ସମ୍ପର୍କୀୟ ଆଉ…

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌ ତିଓ୍ବାରୀଙ୍କ ପକ୍ଷରୁ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ…

ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ

ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଏକ ସୁଇସାଇଡ ନୋଟ୍‌ ଜବତ କରିଛି। ଆମ ମୃତ୍ୟୁ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?