ଜାତୀୟ

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଅବଧି ବଢ଼ିଲା: ପ୍ରସ୍ତାବ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨ା୭(ପି.ଟି.): ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇବା ପ୍ରସ୍ତାବ ସୋମବାର ରାଜ୍ୟସଭାରେ ଗୃହୀତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଉକ୍ତ ପ୍ରସ୍ତାବ ଆଗତ କରିଥିଲେ। ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ…

ମୁମ୍ବାଇରେ ପ୍ରବଳ ବର୍ଷା: ଟ୍ରେନ୍‌ ଓ ଗାଡ଼ି ଚଳାଚଳ ବ୍ୟାହତ

ମୁମ୍ବାଇ,୨ା୭(ପି.ଟି.): ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଫଳରେ ଟ୍ରେନ୍‌ ଓ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ମୁମ୍ବାଇ ସମେତ ଥାନେ, ପାଲଘର ଓ ଏହାର ଆଖପାଖ ଅଞ୍ଚଳରେ ଆଉ ୩…

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ ବିକିବା ପାଇଁ ଯୋଜନା କରୁଥିବା ସୂଚନା ମିଳିଛି। ଏଥିପାଇଁ ଅନୀଲ ବ୍ଲାକଷ୍ଟୋନ ସହ କିଛି…

ଅକ୍ସିଜେନ୍‌ ଓ ମେଡିକାଲ କିଟ୍‌ ସହ ଯାତ୍ରା ମାର୍ଗରେ ମୁତୟନ ହେଲେ ଆଇଟିବିପିର ଯବାନ

ନୂଆଦିଲ୍ଲୀ,୧।୭: ମହାଦେବଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଆଇଟିବିପି ନିଜର ୫ହଜାରରୁ ଊର୍ଦ୍ଧ୍ୱ ଯବାନଙ୍କୁ ଅମରନାଥ ଯାତ୍ରା ମାର୍ଗରେ ମୁତୟନ କରିଛି। ଚଳିତ ଥର ଶ୍ରଦ୍ଧାଳୁଙ୍କ ପାଖକୁ ମେଡିକାଲ ହେଲ୍ପ ପହାଇବା ପାଇଁ ଆଇଟିବିପି ଯବାନଙ୍କୁ ବେସିକ୍‌…

ଆନ୍ଦୋଳନକୁ ଓହ୍ଲାଇଲେ ହିନ୍ଦୁରାଓ ହସ୍ପିଟାଲର ଡାକ୍ତର: ଓପିଡି ସେବା ବ୍ୟାହତ

ନୁଆଦିଲ୍ଲୀ,୧।୭: ରାଜଧାନୀ ଦିଲ୍ଲୀରେ ଥିବା ବାଡା ହିନ୍ଦୁରାଓ ହସ୍ପିଟାଲର ରେସିଡେନ୍ସ ଡାକ୍ତର ଆସୋସିଏସନ୍‌ର ସମସ୍ତ ଡାକ୍ତର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପୂରା ଦିନ ହସ୍ପିଟାଲର ଓପିଡି ସେବା ବାଧାପ୍ରାପ୍ତ ହୋଇଛି। କିନ୍ତୁ ଇମାରଜେନ୍ସୀ ସେବା ଜାରି ରହିଥିବା ବେଳେ ସେଠାରେ…

ଏଣିକି ପୋଲିସକର୍ମୀ ନିଜସ୍ବ ଗାଡ଼ିରେ ପୋଲିସ ଷ୍ଟିକର ଲଗାଇଲେ ଯିବାକୁ ପଡ଼ିପାରେ ଜେଲ୍‌

ମୁମ୍ବାଇ,୧।୭: ମହାରାଷ୍ଟ୍ରରେ ଏଣିକି ପୋଲିସ କର୍ମଚାରୀ ନିଜସ୍ବ ଗାଡିରେ ପୋଲିସ ଷ୍ଟିକର ଲଗାଇପାରିବେନି। ଯଦି କୌଣସି ବ୍ୟକ୍ତି ଲଗାନ୍ତି ତାହେଲେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁମ୍ବାଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ଅନୁସାରେ, ଯଦି ପୋଲିସ କର୍ମଚାରୀଙ୍କ ନିଜସ୍ବ…

‘ଗର୍ଲଫ୍ରେଣ୍ଡଙ୍କ ନାଁରେ ଗୋଟିଏ ଗଛ ଲଗାନ୍ତୁ, ବ୍ରେକ୍‌ଅପ୍‌ ହେବ ନାହିଁ’

ନୂଆଦିଲ୍ଲୀ, ୧।୭: ପ୍ରଦୂଷଣକୁ ନେଇ ବଢୁଛି ଚିନ୍ତା। ଦିନକୁଦିନ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଶିଳ୍ପର ବିକାଶ ସାଙ୍ଗକୁ ଜଙ୍ଗଲ କ୍ଷୟ ଏହାର ମୁଖ୍ୟ କାରଣ ପାଲଟିଛି। ପରିବେଶ ସୁରକ୍ଷା ପାଇଁ ଗଛ ଲଗାଇବା ନିହାତି ଆବଶ୍ୟକ ହୋଇପଡିଛି। ଏଭଳି ମହତ୍‌…

ଶୁଖିଲା ନଦୀରେ ତିଆରି ହେଉଥିଲା ପୋଲ: ଅଚାନକ ପାଣି ଆସିବାରୁ ଫଶିଗଲେ ଶ୍ରମିକ

ଭୋପାଳ,୧।୭: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁରହାନପୁରରେ ଥିବା ଏକ ଶୁଖିଲା ନଦୀ ଉପରେ ପୋଲ ତିଆରି କାମ ଚାଲୁଥିଲା। ଏହାରି ଭିତରେ ହଠାତ୍‌ ନଦୀରେ ପାଣି ଚାଲି ଆସିଥିଲା। ପାଣିର ଗତି ଏବେ ତୀବ୍ର ଥିଲା ଯେ…

ଅଭିମାନ କଲେ ସୁବ୍ରମଣ୍ୟମ ସ୍ବାମୀ: କହିଲେ, ମୋ ବିଚାରଧାରା ଶୁଣିବାକୁ ‘ନମୋ’ଙ୍କ ଆଗ୍ରହ ନାହିଁ

ନୂଆଦିଲ୍ଲୀ, ୧।୭:ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ କେନ୍ଦ୍ର ସରକାରଙ୍କ ପ୍ରତି ଥିବା ନିଜ ଅଭିମାନ ଜାହିର କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ବର୍ତ୍ତମାନ ସରକାର ମୋ ବିଚାରଧାରା ଶୁଶିବାକୁ ଆଗ୍ରହ ନାହିଁ। ଚାଇନାର ପ୍ରସିଦ୍ଧ ସିଂଘୁଆ ବିଶ୍ୱବିଦ୍ୟାଳୟରେ ଆଗାମୀ…

ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ: ରକ୍ତଦାନ କରିବା ତାଙ୍କର ନିଶା

ନୂଆଦିଲ୍ଲୀ,୧।୭: ରକ୍ତଦାନ ହେଉଛି ମହତ୍‌ ଦାନ। ଏନେଇ ଦେଶରେ ସଚେତନତା ଜାରି ରହିଛି। ତେବେ ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ ଦୀର୍ଘ ବର୍ଷ ଧରି ରକ୍ତଦାନ ଜାରି ରଖିଛନ୍ତି। ପେଶା ପୋଲିସ୍‌ ଗିରି ମାତ୍ର ଦୁହିଁଙ୍କର ନିଶା ହେଉଛି ରକ୍ତଦାନ। ସେ…

ଔରଙ୍ଗାବାଦ ରେଳ ଷ୍ଟେଶନର ନାଁ ବଦଳାଇଦେଲେ ଅଜ୍ଞାତ ଯୁବକ

ପୁଣେ, ୧।୭: ମହାରାଷ୍ଟ୍ରର ଔରଙ୍ଗାବାଦ ରେଳ ଷ୍ଟେଶନର ନାଁ ବଦଳାଇ ସଂଭାଜୀନଗର ରଖିଛନ୍ତି ତିନି ଯୁବକ। ଦୁହେଁ ହୋଡିଂରେ ଔରଙ୍ଗାବାଦ ଶବ୍ଦକୁ ହଟାଇ ସଭାଜୀନଗର ଲେଖୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ ଯୁବକଙ୍କୁ ଖୋଜିବାକୁ ପୟାସ…

ପ୍ରିୟଙ୍କାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ଅପରାଧରେ ଗିରଫ ହୋଇଥିବା ଭାଜପା କର୍ମୀ ପ୍ରିୟଙ୍କା ଶର୍ମାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାରେ ଦାୟର କରାଯାଇଥିବା ଅବମାନନା ମାମଲାରେ ସୋମବାର ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?