ଜାତୀୟ

୧୩ ବର୍ଷ ପରେ ଖୋଲିଲା ସ୍କୁଲ: ମାଓବାଦୀଙ୍କ ଦ୍ୱାରା ହୋଇଥିଲା ଛାରଖାର

ସୁକମା,୨୯।୬: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ସୁକମାର ଜଗରଗୁଣ୍ଡା ଅଞ୍ଚଳରେ ଥିବା ଏକ ସ୍କୁଲ ମାଓବାଦୀ ଆକ୍ରମଣରେ ନଷ୍ଟ ହୋଇ ଯାଇଥିଲା। ଦୀର୍ଘ ୧୩ ବର୍ଷ ପରେ ପୁଣି ଥରେ ଏହି ସ୍କୁଲକୁ ଖୋଲା ଯାଇଥିବା ସୂଚନା ମିଳିଛି। ୨୦୦୬ରେ ମାଓବାଦୀମାନେ ଏହି…

ପଞ୍ଚାୟତର ତାଲିବାନୀ ନ୍ୟାୟ: ପ୍ରେମିକଙ୍କୁ ପ୍ରେମିକାଙ୍କ ଦ୍ୱାରା ଚପଲରେ ପିଟାଇଲେ; ଛେପ ଚାଟିବାକୁ ଦେଲେ ଆଦେଶ

ଭାଗଲପୁର,୨୯।୬: ବିହାର ସୁପୌଲରେ ତ୍ରିବେଣୀଗଞ୍ଜର ଥଲହା ଗାଢ଼ିୟା ଉତ୍ତର ପଞ୍ଚାୟତରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଗାଁ ପଞ୍ଚାୟତ ଜଣେ ପ୍ରେମିକଙ୍କୁ ପ୍ରେମିକାଙ୍କ ଦ୍ୱାରା ଚପଲରେ ପିଟାଇବା ସହିତ ତାଙ୍କୁ ଛେପ ଛାଟିବାକୁ ବାଧ୍ୟ କରାଯାଇଛି। ସ୍ଥାନୀୟ ବଲଜୋରା ସ୍ଥିତ…

ଡାହାଣୀ ସନ୍ଦେହ: ମା’ ଓ ନାବାଳିକା କନ୍ୟାଙ୍କୁ ଗଳାକାଟି ହତ୍ୟା କଲେ ଗ୍ରାମବାସୀ; ବାପା-ନାବାଳକ ପୁଅ ବହୁ କଷ୍ଟରେ ବର୍ତ୍ତିଲେ

ଜାମସେଦ୍‌ପୁର,୨୯।୬: ଆଧୁନିକ ସମାଜରେ ଏବେ ମଧ୍ୟ ଅନେକ କୁସଂସ୍କାର ରହିଛି। ଏହାଯୋଗୁ ବେଳେବେଳେ ମୂଲ୍ୟବାନ ଜୀବନ ଚାଲିଯାଉଛି। ଏହାର ଏକ ସଦ୍ୟତମ ଘଟଣା ଛତିଶଗଡ଼ ପଶ୍ଚିମ ସିଂହଭୂମ ଜିଲାରେ ଘଟିଛି। ଏଠାକାର ମାଓବାଦୀ ପ୍ରବଣ ଅଞ୍ଚଳ ଗୁଦଡ଼ି ଥାନା ଅନ୍ତର୍ଗତ ରୋଓ୍ବାବଳୀ…

ସରକାରୀ ବୈଠକରେ ଚା’ ସହିତ ଆଉ ମିଳିବନି ବିସ୍କୁଟ: ଚଣା ଖାଇବେ ଅଧିକାରୀ

ନୂଆଦିଲ୍ଲୀ,୨୯।୬: ସରକାରୀ ଅଧିକାରୀଙ୍କ ବୈଠକରେ ଏଣିକି ଚା’ ସହିତ ବିସ୍କୁଟ ଦିଆଯିବ ନାହିଁ। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଥର ଅଧିକାରୀମାନେ ଚା’ ସହିତ ଭଜା ଚଣା, ଆଲମଣ୍ଡ, ଓ୍ବାଲନଟ୍‌, ଖଜୁରୀ ଆଦି ଖାଇବେ ଯାହା ସ୍ବାସ୍ଥ୍ୟପକ୍ଷେ ହିତକର। କେନ୍ଦ୍ର ସ୍ବାସ୍ଥ୍ୟ…

ଜଳବାହିତ ରୋଗରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କ ମୃତ୍ୟୁ ଘଟୁଛି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ

ନୂଆଦିଲ୍ଲୀ,୨୯।୬: ଜଳବାହିତ ରୋଗରେ ଦେଶରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୩୬ ହଜାରରୁ ଅଧିକ ଲୋକ ବିଭିନ୍ନ ଜଳବାହିତ ରୋଗରେ ସଂକ୍ରମିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରତିଦିନ ୭ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟୁଛି।…

ଏଏନ୍‌-୩୨ବିମାନ ଦୁର୍ଘଟଣା: ଏବେବି ଫସି ରହିଛନ୍ତି ଉଦ୍ଧାରକାରୀ ଦଳ

ନୂଆଦିଲ୍ଲୀ,୨୯।୬: ଭାରତୀୟ ବାୟୁସେନାର ଏଏନ୍‌-୩୨ ବିମାନ ଦୁର୍ଘଟଣା ହେବା ପରେ ଏଥିରେ ଥିବା ୧୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଥିଲା। ୯ ଦିନ ପରେ ଦୁର୍ଘଟଣାଗ୍ରସ୍ତ ବିମାନର ସନ୍ଧାନ ମିଳିବା ସହ ମୃତଶରୀର ଗୁଡିକୁ ଠାବ କରାଯାଇଥିଲା। ହେଲେ ସେମାନଙ୍କୁ ଉଦ୍ଧାର…

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ

ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍‌ ମସଜିଦ୍‌ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭ ଲୋକଙ୍କର…

କଂଗ୍ରେସରେ ଇସ୍ତଫାର ସୁଅ

ନୂଆଦିଲ୍ଲୀ,୨୯ା୬(ପି.ଟି.): କଂଗ୍ରେସ ଏମ୍‌ପି ବିବେକ ତନ୍‌ଖା ଦଳର ଆଇନ ଓ ମାନବାଧିକାର ସେଲ୍‌ ମୁଖ୍ୟ ପଦରୁ ଇସ୍ତଫା ଦେବା ପରେ ସାଧାରଣ ସମ୍ପାଦକ ଦୀପକ ବାବରିଆ (ମଧ୍ୟପ୍ରଦେଶ ପ୍ରଭାରୀ) ଓ ଗୋଆ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଗିରିଶ ଚୋଦାନକରଙ୍କ…

ରାଷ୍ଟ୍ରପତି ଶାସନ ୬ ମାସ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୯ା୬(ପି.ଟି): ଜମ୍ମୁ-କଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନକୁ ସରକାର ସର୍ବାଧିକ ପ୍ରାଥମିକତା ଦେଉଥିବା ଶୁକ୍ରବାର ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଛନ୍ତି। ସେଠାରେ ରାଷ୍ଟ୍ରପତି ଶାସନ ସମୟସୀମା ଆଉ ୬ ମାସ ବଢ଼ାଇବା ପାଇଁ ଶାହ ଆଣିଥିବା ବୈଧାନିକ ପ୍ରସ୍ତାବ ଲୋକ…

ମୁମ୍ବାଇରେ ପ୍ରବଳ ବର୍ଷା : ୩ ମୃତ, ୫ ଆହତ

ମୁମ୍ବାଇ,୨୯ା୬(ପି.ଟି.): ମୁମ୍ବାଇରେ ଶୁକ୍ରବାର ପ୍ରବଳ ବର୍ଷାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଛନ୍ତି। ଚଳିତ ବର୍ଷ ବହୁ ବିଳମ୍ବରେ ମୌସୁମୀ ମହାରାଷ୍ଟ୍ର ଛୁଇଁଥିବାବେଳେ ଆରମ୍ଭରୁ ବିପର୍ଯ୍ୟୟ ସୃଷ୍ଟି କରିଛି। ମୁମ୍ବାଇର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଯିବାରୁ ଟ୍ରାଫିକ୍‌ ଜାମ୍‌…

ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ

ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲାଙ୍କ ସ୍ଥାନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମାର୍କମଙ୍କୁ ଏହି…

ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ

ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା ବେଳେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ବହୁ ସ୍ଥାନରେ ପାଣି ଭର୍ତ୍ତି ଯୋଗୁ ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?