ଜାତୀୟ

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଲଣ୍ଡନରେ ଜରୁରୀ ଅବତରଣ

ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି…

ପୋଲିସକୁ ସଫଳତା: ସୁକମାରେ ଲକ୍ଷେ ଟଙ୍କିଆ ମାଓବାଦୀ ମୃତ

ସୁକମା,୨୭।୬: ଛତିଶଗଡ଼ର ସୁକମା ଜିଲାରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଲକ୍ଷେ ଟଙ୍କା ମୁଣ୍ଡ ଜାମିନ ଘୋଷଣା ଥିବା ମାଓବାଦୀଙ୍କ ମୃତ୍ୟୁ ହୋଇଛି ବୋଲି ଜଣାପଡିଛି। ମୃତ ମାଓବାଦୀ ହେଲେ ବଞ୍ଜାମ ବୁଦ୍ଧୁ। ସେ ନିଲାମାଡଗୁ…

ଟିଡିପିକୁ ପୁଣି ଝଟକା: ଭାଜପାରେ ମିଶିବେ ପୂର୍ବତନ ମନ୍ତ୍ରୀ

ହାଇଦ୍ରାବାଦ୍‌,୨୭ା୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ପୁଣି ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ପେଦ୍ଦୀ ରେଡ୍ଡୀ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହେବାକୁ ଯାଉଛନ୍ତି। ପୂର୍ବରୁ ଲଙ୍କା ଦିନାକର,…

ସେନା ନିକଟରେ ଥିବା ଯୁଦ୍ଧାସ୍ତ୍ର ସମ୍ପର୍କରେ ତଥ୍ୟ ନେବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଯୁଦ୍ଧ ପରିସ୍ଥିତିର ସାମ୍ନା କରିବାକୁ ୩ ସେନାଙ୍କ ନିକଟରେ ଥିବା ଯୁଦ୍ଦାସ୍ତ୍ର ସମ୍ପର୍କରେ ତଥ୍ୟ ସଂଗ୍ରହ କରିବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଏହାସହ ଯଦି କିଛି ଯୁଦ୍ଧାସ୍ତ୍ର କମ୍‌ ଅଛି ତେବେ ସେଥିପାଇଁ କି ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ…

ନୀରବ ମୋଦିଙ୍କ ୪ ସୁଇସ୍‌ ବ୍ୟାଙ୍କ ଖାତା ଅଚଳ: ଥିଲା ୨୮୩ କୋଟି ଜମା

ନୂଆଦିଲ୍ଲୀ,୨୭।୬: ପଳାତକ ଘୋଷିତ ନୀରବ ମୋଦି ଏବଂ ତାଙ୍କ ଭଉଣୀ ପୂର୍ବୀ ମୋଦିଙ୍କର ୪ ସୁଇସ୍‌ ବ୍ୟାଙ୍କ ଖାତାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଅଚଳ କରି ଦିଆଯାଇଛି। ଏଥିରେ ୨୮୩.୧୬ କୋଟି ଟଙ୍କା ଜମା ଥିବା କୁହାଯାଉଛି। ପଞ୍ଜାବ ନ୍ୟାସନାଲ୍‌ ବ୍ୟାଙ୍କରୁ…

ରାଜନୈତିକ ଦଳ ଗଠନ କଲେ ଯୋଗେନ୍ଦ୍ର ଯାଦବ: ନିର୍ବାଚନୀ ଚିହ୍ନ ହ୍ବିସିଲ୍‌

ନୂଆଦିଲ୍ଲୀ,୨୭।୬: ସ୍ବରାଜ ଇଣ୍ଡିଆର ସଂଯୋଜକ ଯୋଗେନ୍ଦ୍ର ଯାଦବ ଗୁରୁବାର ରାଜନୈତିକ ଦଳ ଗଠନ ସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କ ଦଳର ନିର୍ବାଚନୀ ଚିହ୍ନ ହ୍ବିସିଲ୍‌ ହେବ ବୋଲି ସେ ଘୋଷଣା କରିଛନ୍ତି। ରାଜ୍ୟର ଯୁବବର୍ଗ, ମହିଳା ଏବଂ ଚାଷୀଙ୍କ ସମସ୍ୟାକୁ ତାଙ୍କ…

ଲୁଧିଆନା ଜେଲରେ ଗୁଳିକାଣ୍ଡ: ଏସିପି ଆହତ

ଲୁଧିଆନା,୨୭।୬: ପଞ୍ଜାବର ଲୁଧିଆନାରେ ଥିବା ସେଣ୍ଟ୍ରାଲ୍‌ ଜେଲରେ ଦୁଇ ଗୋଷ୍ଠୀ କଏଦୀଙ୍କ ମଧ୍ୟରେ ପ୍ରଥମେ ପଥରମାଡ ଓ ପରେ ଗୁଳି ମାଡ ହୋଇଥିଲା। ଏଥିରେ କେତେଜଣ କଏଦି ଆହତ ହୋଇଥିବା ଜଣାପଡିଛି। ଏହାସହ ଏସିପି ମଧ୍ୟ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ…

ମାନସିକ ଭାରସାମ୍ୟ ହରାଇଛନ୍ତି କୁମାରସ୍ବାମୀ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୭।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ତାଙ୍କ ମାନସିକ ସନ୍ତୁଳନ ହରାଇ ବସିଛନ୍ତି ବୋଲି ଗୁରୁବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ବିଶେଷ କରି ଗତ ନିର୍ବାଚନରେ ତାଙ୍କ ପୁଅ ହାରିଯିବାରୁ ତାଙ୍କର ଏଭଳି ପରିସ୍ଥିତି ହୋଇଥିବା ପ୍ରହ୍ଲାଦ କହିଛନ୍ତି।…

ବଜେଟ୍‌ ପୂର୍ବରୁ ମନମୋହନଙ୍କୁ ଭେଟିଲେ ସୀଥାରମଣ

ନୂଆଦିଲ୍ଲୀ,୨୭।୬: ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ତାଙ୍କ ବାସ ଭବନରେ ଗୁରୁବାର ସାକ୍ଷାତ୍‌ କରିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ବୋଲି କୁହାଯାଉଛି। ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସୀଥାରମଣ…

କୁଲଗାମ୍‌ରେ ବିସ୍ଫୋରଣ: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଗୁରୁବାର ଏକ ବିସ୍ଫୋରଣରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଚୁଡେର ଗାଁରେ ଏକ ଦୋକାନ ଘରେ ଏହି ବିସ୍ଫୋରଣ…

ପ୍ରତିଦିନ ହିଂସା ଯୋଗୁ ଘର ଛାଡିବାକୁ ବାଧ୍ୟ ହେଉଛନ୍ତି ଲୋକେ

ମିରଠ,୨୭।୬: ଉତ୍ତର ପ୍ରଦେଶର ମିରଠ ଏବେ ଅଶାନ୍ତ ହୋଇପଡିଛି। ଏଠାରେ ଥିବା ପ୍ରହ୍ଲାଦ ନଗରରେ ନିତିଦିନ ଅସାମାଜିକ କାର୍ଯ୍ୟକଳାପ ବଢି ଚାଲିଥିବା ବେଳେ ଲୋକେ ଏଠାରୁ ଘରଛାଡି ଯିବାକୁ ବାଧ୍ୟ ହେଉଛନ୍ତି। ଏଠାରେ ଗୁଳି ଫୁଟିବା ଏକ ସାଧାରଣ ଘଟଣାରେ ପରିଣତ…

ରାଗିଗଲେ କୁମାରସ୍ବାମୀ: କହିଲେ, ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ ମାଗନାହିଁ

ବେଙ୍ଗାଲୁରୁ, ୨୭।୬:କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ରାୟଚୂରରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରିବାକୁ ଯାଉଥିବାବେଳେ ବାଟରେ ବିରୋଧ ପ୍ରଦର୍ଶନ କରୁଥିବା କିଛି ଲୋକଙ୍କୁ ଦେଖି ରାଗିଯାଇ ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?