ଜାତୀୟ

ତାମିଲନାଡୁ ଜଳ ସଙ୍କଟକୁ ନେଇ ସରକାରଙ୍କ ବିରୋଧରେ ଡିଏମ୍‌କେର ପ୍ରଦର୍ଶନ

ଚେନ୍ନାଇ,୨୪।୬: ତାମିଲନାଡୁ ଏବେ ଉତ୍କଟ ଜଳ ସମସ୍ୟାର ସମ୍ନା କରୁଛି। ସବୁଠାରୁ ବେଶୀ ଜଳ ସଙ୍କଟର ସାମ୍ନା କରୁଛନ୍ତି ଚେନ୍ନାଇବାସୀ। ଏହି ସମସ୍ୟାକୁ ନେଇ ଦ୍ରାଭିଡ ମୁନେତ୍ର କଡଗମ(ଡିଏମ୍‌କେ)ର ନେତା ଓ କର୍ମୀ ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି। ଏଥିରେ…

କବରସ୍ତାନରୁ ଉଦ୍ଧାର ହେଲା ଚୋରି ହୋଇଥିବା ୨୨ ଜୈନ ମୂର୍ତ୍ତି

ଭୋପାଳ,୨୪।୬: ମଧ୍ୟପ୍ରଦେଶ ଭିଣ୍ଡ ଜିଲାର ଶାନ୍ତିନାଥ ଦିଗମ୍ବର ଜୈନ ମନ୍ଦିରରୁ ଚୋରି ରବିବାର ହୋଇଥିବା ମୂର୍ତ୍ତି ସୋମବାର ସକାଳେ ସ୍ଥାନୀୟ କବରସ୍ତାନରୁ ଉଦ୍ଧାର ହୋଇଛି। ମନ୍ଦିରରେ ଥିବା ୩୩ଟି ଜୈନ ମୂର୍ତ୍ତି ମଧ୍ୟରୁ ୨୨ ମୂର୍ତ୍ତି ଚୋରି ହୋଇଥିଲା। ଅନ୍ୟ ୧୧ଟି…

ବିବାହରେ ବ୍ୟସ୍ତ ଥିବା ଯୋଗୁ ସଂସଦ ପହଞ୍ଚିଲେନି ନୁସରତ: ଟ୍ରୋଲର କହିଲେ କେବେ ନେବ ଶପଥ

କୋଲକାତା,୨୪।୬: ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ନୁସରତ ଜହାଁ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ଜୁନ ୧୯ରେ ତୁର୍କୀର ବୋଡ୍ରମ ସହରରେ ବିବାହ କରିଛନ୍ତି। ବିବାହ ସମୟର କିଛି ଫଟୋ ନୁସରତ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା…

ପୁଅ ମୃତ୍ୟୁ ପରେ ବି ଭାଙ୍ଗିପଡିଲେନି ପିତା: ସ୍ମୃତିରେ ଆରମ୍ଭ କଲେ ଫ୍ରି ଆମ୍ବୁଲାନ୍ସ ସେବା

ନୂଆଦିଲ୍ଲୀ, ୨୪।୬: ଡେଙ୍ଗୁରେ ପୁଅର ମୃତ୍ୟୁ ହେବା ପରେ ଭାଙ୍ଗି ନ ପଡି ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଦେଇଛନ୍ତି ବବି ସହଗଲ। ପୁଅ ସ୍ମୃତିରେ ଫ୍ରି ଆମ୍ବୁଲାନ୍ସ ସେବା ସେ ଆରମ୍ଭ କରି ଗରିବ ଲୋକଙ୍କ ସେବାରେ ସେ ଲାଗିପଡିଛନ୍ତି।…

ରାହୁଲଙ୍କ ନାଁରେ ଅଭିଯୋଗ ଆଣିଲେ ଆଇନଜୀବି

ମୁମ୍ବାଇ,୨୪।୬: ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୁମ୍ବାଇର ଆଇନଜୀବି ଅଟଳ ବିହାରି ଦୁବେ ରାହୁଲଙ୍କ ନାଁରେ ଏକ ଅଭିଯୋଗ କରିଛନ୍ତି। ଅନ୍ତର୍ଜାତୀୟ ଯୋଗ ଦିବସରେ ସେନାର ଡଗ୍‌ ସ୍କାର୍ଡ ଯୋଗ କରିବାକୁ ନେଇ ରାହୁଲ ଯେଉଁ ଟୁଇଟ୍‌ କରିଥିଲେ ତାକୁ…

ମସ୍ତିଷ୍କ ଜ୍ୱର ଶିଶୁମୃତ୍ୟୁ: କେନ୍ଦ୍ର ଓ ବିହାର ସରକାରଙ୍କୁ ରିପୋର୍ଟ ତଲବ୍‌ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣାରେ ସୁପ୍ରିମ୍‌କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କ ସହିତ ବିହାର ସରକାରଙ୍କୁ ଧିକ୍କାରିବା ସହିତ ଏନେଇ ରିପୋର୍ଟ ତଲବ କରିଛନ୍ତି। ୧୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଛି।…

ବୋଫର୍ସ ତୋପ ଦୁର୍ନୀତି: ୧୦୬ ବିରୋଧୀ ଏମ୍‌ପି ଦେଇଥିଲେ ଇସ୍ତଫା

ନୂଆଦିଲ୍ଲୀ,୨୪।୬: ବୋଫର୍ସ ତୋପକୁ ବିରୋଧ କରି ୩୦ ବର୍ଷ ତଳେ ୧୯୮୯ ଜୁନ୍‌ ୨୪ରେ ଲୋକ ସଭାର ୧୧୦ ବିରୋଧୀ ଏମ୍‌ପିଙ୍କ ମଧ୍ୟରୁ ୧୦୬ ଜଣ ଇସ୍ତଫା ଦେଇଥିଲେ। ଭି.ପି. ସିଂ ଙ୍କ ନେତୃତ୍ୱରେ ବିରୋଧୀ ଏକତ୍ରିତ ହୋଇଥିଲେ। ଅଟଳ ବିହାରୀ…

୪୪ ବର୍ଷ ତଳର ଜରୁରୀକାଳୀନ ପରିସ୍ଥିତି: ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ଏହାପରେ ଜୁନ୍‌ ୨୫ ମଧ୍ୟରାତ୍ରରୁ ରାଷ୍ଟ୍ରପତି ଫକରୁଦ୍ଦିନ୍‌ ଅଲ୍ଲୀ ଅହମ୍ମଦ୍‌ ସାମ୍ବିଧାନିକ ଧାରା ୩୫୨…

ମୁଖ୍ୟମନ୍ତ୍ରୀଙ୍କ ବଙ୍ଗଳାକୁ ଖିଲାପକାରୀ ଘୋଷଣା କଲା ବିଏମ୍‌ସି

ମୁମ୍ବାଇ,୨୪।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ବଙ୍ଗଳା ‘ବର୍ଷା’କୁ ବ୍ରିହାନମୁମ୍ବାଇ ମ୍ୟୁନସିପାଲ କର୍ପୋରେଶନ(ବିଏମ୍‌ସି) ଖିଲାପକାରୀ ଘୋଷଣା କରିଛନ୍ତି। ଏହି ବଙ୍ଗଳା ଉପରେ ୭ଲକ୍ଷ ୪୪ ହଜାର ୯୮୧ ଟଙ୍କାର ପାଣି ବିଲ୍‌ ବକେୟା ରହିଛି। କେବଳ ମୁଖ୍ୟମନ୍ତ୍ରୀ ନୁହେଁ ଏମିତି ଆଉ…

ଏସପି ସହ ମେଣ୍ଟ କରିବା ବଡ ଭୁଲ: ମାୟାବତୀ

ଲକ୍ଷ୍ନୌ, ୨୪।୬: ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟୀ(ଏସପି)ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ମଧ୍ୟରେ ପୁଣି ଲଢେଇ ଆରମ୍ଭ ହୋଇଯାଇଛି। ଦୁଇ ଦଳ ଏକାଠି ହୋଇ ନିର୍ବାଚନ ଲଢିବା ପରେ ସମ୍ପର୍କ ତୁଟାଇଥିଲେ। ଏବେ ଦୁଇ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ…

୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍‌କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା

ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍‌କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ ହେବାର ୬ମାସ ପୂର୍ବରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୭ ଜାନୁୟାରୀ ୨୩ରେ ଏହି ପଦରେ…

କେଜ୍‌ରିଓ୍ବାଲ-ଦିଲ୍ଲୀ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୪ା୬: ରାଜଧାନୀ ଦିଲ୍ଲୀରେ ଅପରାଧ ବଢ଼ିଚାଲିଛି। ବସନ୍ତ ବିହାର ଅଞ୍ଚଳରେ ବୃଦ୍ଧ ଦମ୍ପତି ଓ ସେମାନଙ୍କ ଚାକରଙ୍କୁ ହତ୍ୟା ସମେତ ଗତ ୨୪ ଘଣ୍ଟାରେ ୯ ହତ୍ୟାକାଣ୍ଡ ଘଟିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ଦିଲ୍ଲୀବାସୀ ସୁରକ୍ଷା ପାଇଁ କାହା ପାଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?