ଜାତୀୟ

କମିଶନି ଫେରାଇବାକୁ କହି ଅଡୁଆରେ ମମତା

କୋଲକାତା,୨୪ା୬: ୨୦୧୧ରୁ ବିଭିନ୍ନ କଲ୍ୟାଣକାରୀ ଯୋଜନାରେ ହିତାଧିକାରୀଙ୍କୁ ଶୋଷଣ କରି ଆଦାୟ କରିଥିବା କମିଶନ ଅର୍ଥ ଫେରାଇଦେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳୀୟ ନେତା ଓ ସବୁ ସ୍ତରର ଲୋକପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇ ଦୁର୍ନୀତିର ଭାନୁମତି ପେଡ଼ି ଖୋଲିଦେଇଛନ୍ତି। ଲୋକ…

ନିଖୋଜ ପାକ୍‌ ବୁଡ଼ାଜାହାଜର ତଲାସି ନେଇଥିଲା ଭାରତ

ନୂଆଦିଲ୍ଲୀ,୨୪।୬: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅଧିକାଂଶ ଆଣବିକ ତଥା ପାରମ୍ପରିକ ବୁଡାଜାହାଜ ପାକିସ୍ତାନ ଜଳସୀମାରେ ମୁତୟନ କରିଥିଲା। ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖି ପାକିସ୍ତାନ ଆଶଙ୍କା କରିଥିଲା ପ୍ରତିଶୋଧ ନେବା ଲାଗି ନୂୂଆଦିଲ୍ଲୀ ନୌସେନାକୁ ବ୍ୟବହାର କରିପାରେ। ବାଲାକୋଟରେ…

ଇନ୍ଦିରା ଗାନ୍ଧୀଙ୍କୁ ଗିରଫ କରିଥିବା ପୂର୍ବତନ ଡିଜିପିଙ୍କ ପରଲୋକ

ଚେନ୍ନାଇ,୨୪।୬(ପି.ଟି.): ୧୯୭୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିବା ତାମିଲନାଡୁର ତତ୍କାଳୀନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭି.ଆର୍‌. ଲକ୍ଷ୍ମୀନାରାୟଣନ୍‌ଙ୍କର ରବିବାର ପରଲୋକ ହୋଇଯାଇଛି। ୧୯୫୧ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର କିଛିଦିନ ହେଲା ଅସୁସ୍ଥ ଥିଲେ।…

ଇଭିଏମ୍‌ ସୁରକ୍ଷାରେ ଗୁରୁତର ତ୍ରୁଟି: ଷ୍ଟୋର ରୁମ୍‌ରୁ ଯନ୍ତ୍ରାଂଶ ଗାଏବ

ଭୋପାଳ,୨୪ା୬(ପି.ଟି.): ମଧ୍ୟପ୍ରଦେଶର କେତେକ ଜିଲାରେ ଥିବା ସୁରକ୍ଷିତ ପ୍ରକୋଷ୍ଠରୁ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌)ର ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ଗାଏବ ହୋଇଯାଇଥିବା ଅନୁଧ୍ୟାନରୁ ଜଣାପଡିଛି। ଇଭିଏମ୍‌ର ମୁଖ୍ୟ ଯନ୍ତ୍ରାଂଶ କୁହାଯାଉଥିବା ବାଲଟ ୟୁନିଟ (ବିୟୁ) ଏବଂ ଡିଟାଚେବଲ୍‌ ମେରୋରି ମଡ୍ୟୁଲ (ଡିଏମ୍‌ଏମ୍‌) ମିଳୁନାହିଁ।…

ଜୟ ଶ୍ରୀରାମ କହିବାକୁ ବାଧ୍ୟକଲେ: ମୁସଲିମ୍‌ ଯୁବକଙ୍କୁ ପିଟି ମାରିଦେଲେ

ଷଢ଼େଇକଳା,୨୪ା୬: ଝାଡ଼ଖଣ୍ଡର ଷଢ଼େଇକଳା ଖରସୁଆଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଶତାଧିକ ଗ୍ରାମବାସୀ ଚୋରି ସନ୍ଦେହରେ ଜଣେ ମୁସଲିମ୍‌ ଯୁବକଙ୍କୁ ଧରି ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରିବା ପରେ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପିଟି ପିଟି ମାରିଦେଇଛନ୍ତି। ଏହି…

ବିବାହର ୧୫ ଦିନ ପରେ ସ୍ବାମୀକୁ ଲୁଟି ସ୍ତ୍ରୀ ଫେରାର

ରୋହତକ, ୨୩।୬: ବେଳେବେଳେ ଅଜବ ଖବର ଲୋକଲୋଚନକୁ ଆସିଥାଏ, ଯାହା ଶୁଣିଲେ ମଧ୍ୟ ବିଶ୍ୱାସ କରିହୁଏ ନାହିଁ। କିନ୍ତୁ ଘଟଣା ସତ୍ୟ। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ହରିୟାଣାର ଜିନ୍ଦ୍‌ ଜିଲାରେ। ନିଜ ସ୍ବାମୀଙ୍କୁ ଲୁଟି ଫେରାର ହୋଇ ଯାଇଛନ୍ତି…

ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର

ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର ଆୟାରଙ୍କ ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ…

‘ରାମକଥା’ ଉତ୍ସବ ଚାଲିଥିବାବେଳେ ଭୁଶୁଡିଲା ମଞ୍ଚ: ୧୪ ମୃତ

ଜୟପୁର, ୨୩।୬: ରାଜସ୍ଥାନର ବାରମେରରେ ‘ରାମକଥା’ ଉତ୍ସବ ଚାଲିଥିଲାବେଳେ ମଞ୍ଚ ଭୁଶୁଡି ପଡିଛି। ଫଳରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୫ଜଣ ଆହତ ହୋଇଛନ୍ତି। ହଠାତ୍‌ ବର୍ଷା ପବନ ଆସିବାରୁ ପେଣ୍ଡାଲ ଭୁଶୁଡି ପଡିଥିଲା ବୋଲି ଜଣାପଡିଛି। ମଞ୍ଚ ଉପରେ ‘ରାମକଥା’ ଚାଲିଥିଲାବେଳେ…

ଏହି ସ୍ମାର୍ଟଫୋନ ବ୍ୟବହାର କରନ୍ତି ମୋଦି, ଶାହ

ନୂଆଦିଲ୍ଲୀ, ୨୩।୬: ଆଜିକାଲି ସ୍ମାର୍ଟଫୋନ ଧରିବା ଅଛି ସମସ୍ତଙ୍କର ସଉକ। ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା ତଥା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ବିଭିନ୍ନ ସଦସ୍ୟ କେଉଁ ସ୍ମାର୍ଟ ଫୋନ୍‌ ବ୍ୟବହାର କରନ୍ତି, ତାହା ଜାଣିବାକୁ ସମସ୍ତେ…

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ ମାୟାବତୀ ବଂଶବାଦକୁ ପୁଣି ଗୁରୁତ୍ୱ ଦେଇଥିବା କୁହାଯାଉଛି। ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ରାଷ୍ଟ୍ରୀୟ…

ମୋଦିଙ୍କୁ ଭେଟିବା ପାଇଁ ସଂସଦ ବାହାରେ ଅପେକ୍ଷା କରିଥିଲେ ଏହି ୮ବର୍ଷର ଝିଅ: ଜାଣନ୍ତୁ କାହିଁକି?

ଚେନ୍ନାଇ, ୨୩।୬: ଗ୍ଲୋବାଲ ଓ୍ବାର୍ମିଂ ବା ବିଶ୍ୱତାପମାନ ବଢ଼ିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଗ୍ଲୋବାଲ ଓ୍ବାର୍ମିଂରୁ ଦେଶକୁ ରକ୍ଷା କରିବା ପାଇଁ ଆଗେଇ ଆସିଛନ୍ତି ୮ ବର୍ଷର ଲାଇସିପ୍ରିୟା କାଙ୍ଗଜୁମ। ଏକ ସନ୍ତୁଳିତ ପରିବେଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି…

ଲିଭ୍‌ଇନ୍‌ରେ ରହୁଥିବା ଯୋଡ଼ା: ଜୀବିତ ଥିବାବେଳେ ନିର୍ଯାତନା; ମୃତ୍ୟୁପରେ ଅନ୍ତିମ ସଂସ୍କାର ମନା

ରାଞ୍ଚି,୨୩।୬: ଅର୍ଥାଭାବରୁ ବିବାହ ନ କରି ଭୋଜି ନ ଦେଇ ଲିଭ୍‌ଇନ୍‌ରେ ରହୁଥିବା ଝାଡଖଣ୍ଡର ଜନଜାତି ସମ୍ପ୍ରଦାୟଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଇଥାଏ। ଏଭଳି ମହିଳାଙ୍କୁ ଏଠାରେ ସିନ୍ଦୂର ତଥା ଚୁଡି ପିନ୍ଧିବାକୁ ବାରଣ କରାଯାଇଥାଏ। ସେହିପରି ପୁରୁଷଙ୍କୁ ଗାଁର କୌଣସି ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?