ଜାତୀୟ

ଛାତ୍ରନେତାରୁ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୦ା୬(ପି.ଟି.): ରାଜସ୍ଥାନର ଭାଜପା ଏମ୍‌ପି ଓମ୍‌ ବିର୍ଲା ବୁଧବାର ସପ୍ତଦଶ ଲୋକ ସଭାର ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିର୍ଲାଙ୍କ ନାଁ ପ୍ରସ୍ତାବ ଦେଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ସମର୍ଥନ ଜଣାଇଥିଲେ। ବାଚନିକ ଭୋଟରେ…

୫ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୦ା୬(ଆଇଏଏନ୍‌ଏସ୍‌): ଆତଙ୍କବାଦୀମାନଙ୍କର ଏକ ବିସ୍ଫୋରଣ ଉଦ୍ୟମକୁ ବୁଧବାର ଜମ୍ମୁ-କଶ୍ମୀର ପୋଲିସ ପଣ୍ଡ କରିଦେଇଛି। ସୋପିଆନ ଜିଲାରୁ ଆତଙ୍କବାଦୀମାନଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗୋଇନ୍ଦା ସୂଚନା ଆଧାରରେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆକିବ୍‌ ନାଜିର ରାଠର, ଅମିର…

ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ,୨୦ା୬ (ଆଇଏଏନ୍‌ଏସ୍‌) : ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ମାତ୍ର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଆଇଆଇଟି ବମ୍ବେ, ଆଇଆଇଟି ଦିଲ୍ଲୀ ଓ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି) ବାଙ୍ଗାଲୋର ଏଥିରେ ସ୍ଥାନ ପାଇଛନ୍ତି। ଲଣ୍ଡନ୍‌ରେ ବୁଧବାର…

ସମ୍ବିଧାନ ସଂଶୋଧନ ଜରୁରୀ

ନୂଆଦିଲ୍ଲୀ,୨୦ା୬(ପି.ଟି.) : କେନ୍ଦ୍ର ସରକାର ଏକକାଳୀନ ନିର୍ବାଚନ ପାଇଁ ବିଚାର ଆଲୋଚନା ଚଳାଇଥିବାବେଳେ ଏଭଳି ବୃହତ୍‌ ପ୍ରକ୍ରିୟା ସକାଶେ ଆଇନ କମିଶନ ଏକ କଠୋର ଆଇନଗତ ଢାଞ୍ଚା ଲାଗି ସୁପାରିସ କରିଛନ୍ତି। ଗତ ଅଗଷ୍ଟରେ ଆଇନ କମିଶନ ଚିଠା ସୁପାରିସରେ ସମ୍ବିଧାନ…

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ: ବର୍ଜନ କଲେ ବିରୋଧୀ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ ନିର୍ବାଚନ ପାଇଁ ପ୍ରସ୍ତାବ ଦେଇଥିବାବେଳେ ବୁଧବାର ଏସଂକ୍ରାନ୍ତରେ ସହମତି ଲାଗି ଏକ ସର୍ବଦଳୀୟ…

ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ଆହୂତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ‘ଗୋଟିଏ…

ଉତ୍ତରାଖଣ୍ଡରେ ରାଜକୀୟ ବିବାହ: ୨ଶହ କୋଟି ରୟାଲ ଓ୍ବେଡିଂ ପାଇଁ ଲାଗିଲା ୫ଶହ କୋଟିର ଫୁଲ

ଡେରାଡୁନ,୧୯।୬: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଉତ୍ତରାଖଣ୍ଡର ଅଲୀ ଏବେ ନବବଧୂ ଭଳି ସଜେଇ ହୋଇଛି। କାରଣ ଉତ୍ତରାଖଣ୍ଡରେ ଜୁନ ୨୦ ଓ ୨୨ରେ ଏକ ହାଇ ପ୍ରୋଫାଇଲ ବିବାହ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟ ବ୍ୟବସାୟୀ ଅଜୟ ଗୁପ୍ତା ବନ୍ଧୁଙ୍କ…

କଂଗ୍ରେସ ସହ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଲେ କୁମାରସ୍ବାମୀ: କହିଲେ, ‘ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି’

ବେଙ୍ଗାଲୁର,୧୯।୬: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ପୁଣି ଥରେ ସାମ୍ନାକୁ ଆସିଛି। ଏହାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ମୋର ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି।…

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ ଆରମ୍ଭ: ଆସିଲେନି ରାହୁଲ, ମାୟା, ମମତା

ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ସଂସଦ ଭବନର ଲାଇବ୍ରେରୀରେ ଆରମ୍ଭ ହୋଇଛି। ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗ ଦେଇଛନ୍ତି। କିନ୍ତୁ ଏହି ବୈଠକରେ…

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା କରିଥିବା ସୂଚନା ମିଳିଛି। ବିଜାପୁର ନିକଟସ୍ଥ ମରିମାଲା ଅଞ୍ଚଳରୁ ବୁଧବାର ସକାଳୁ ସ୍ଥାନୀୟ ଲୋକେ…

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ ରାଜ୍ୟର ପ୍ରମୁଖ ରାଜନୈତିକ…

୨,୨୨୦ ନାବାଳକ ଗାଡ଼ି ଚାଳକଙ୍କୁ ଧରିଲା ପୋଲିସ

ହାଇଦ୍ରାବାଦ,୧୯।୬: ଦେଶରେ ବେପାରୁଆ ଗାଡ଼ି ଚାଳନା ଯୋଗୁ ପ୍ରତିଦିନ ଅଧିକ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଘଟୁଛି। ଏହାକୁ ନଜରରେ ରଖି ହାଇଦ୍ରାବାଦ ସହରରେ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନରେ ବିନା ଲାଇସେନ୍ସଧାରୀ ଗାଡ଼ି ଚାଳକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?