ଶୁଖିଲା ନଦୀରେ ଜଳ ଭରିବା ପାଇଁ ଅଣ୍ଟା ଭିଡିଛନ୍ତି ୨୦ ହଜାର ମହିଳା
ଭେଲୋର,୧୯।୬: ତାମିଲ୍ନାଡୁ ଭେଲୋରରେ ଗତ ୧୫ ବର୍ଷ ଧରି ଶୁଖିଲା ପଡ଼ିଥିବା ନାଗାନାଧି ନଦୀରେ ଜଳ ଭରିବା ପାଇଁ ଏହି ଅଞ୍ଚଳର ୨୦ ହଜାର ମହିଳା ଅଣ୍ଟା ଭିଡ଼ିଛନ୍ତି। ନଦୀର ବିଭିନ୍ନ ସ୍ଥାନରେ କୂଅ ଖୋଳି ଏଥିରେ ପୁଣି ଜଳ ଭରିବା…
ମସ୍ତିଷ୍କ ଜ୍ୱର ଆତଙ୍କ ୧୩୦ ଶିଶୁଙ୍କ ଗଲାଣି ଜୀବନ
ପାଟନା,୧୯।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୭୫ ନୂଆ ଶିଶୁ ଏହି ରୋଗରେ ପୀଡିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୩୦୦ରୁ…
ଗୁରୁବାର ମୋଦି ସମସ୍ତ ଏମ୍ପିଙ୍କୁ ଦେବେ ରାତ୍ର ଭୋଜନ
ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ତମ ଲୋକ ସଭାର ସମସ୍ତ ଏମ୍ପିଙ୍କୁ ଗୁରୁବାର ରାତ୍ର ଭୋଜନ ଦେବେ। ଏଥିପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଲୋକ ସଭା ତଥା ରାଜ୍ୟ ସଭାର ସମସ୍ତ ଏମ୍ପିଙ୍କୁ ନିମନ୍ତ୍ରଣ ସମ୍ପର୍କରେ ଅବଗତ କରାଇଛନ୍ତି।…
ରାହୁଲଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ମୋଦି
ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟୁଇଟ୍ କରି ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ମୋଦି ରାହୁଲଙ୍କ ସୁସ୍ଥ ନିରାମୟ ତଥା ଦୀର୍ଘ ଜୀବନ କାମନା କରିଛନ୍ତି। ବୁଧବାର ରାହୁଲଙ୍କ ଜନ୍ମଦିନ ଅବସରରେ…
୪୯ ବର୍ଷରେ ପାଦ ଦେଲେ ରାହୁଲ ଗାନ୍ଧୀ: ଏବେ ୨୦୨୪କୁ ଆଶା
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ୪୯ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୦ ଜୁନ୍ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ରାହୁଲଙ୍କ ବୟସ ବଢ଼ିବା ସହିତ କଂଗ୍ରେସର ସ୍ଥିତି ଧୀରେ ଧୀରେ ସଙ୍କଟ ଦେଇ ଗତି କରୁଥିବା…
ମଡେଲଙ୍କୁ ଅସଦାଚରଣ: ୭ ଗିରଫ
କୋଲକାତା,୧୯ା୬(ପି.ଟି.): ମଡେଲରୁ ଅଭିନେତ୍ରୀ ପାଲଟିଥିବା ଉଷଶୀ ସେନଗୁପ୍ତାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ୭ ଯୁବକଙ୍କୁ କୋଲକାତା ପୋଲିସ ଗିରଫ କରିଛି। ପୂର୍ବତନ ମିସ୍ ଇଣ୍ଡିଆ ୟୁନିଭର୍ସ ଉଷଶୀ ସୋମବାର ରାତି ୧୧ଟା ୪୦ରେ ଜଣେ ସହକର୍ମୀଙ୍କ ସହିତ କର୍ମସ୍ଥଳରୁ ଘରକୁ ଫେରୁଥିବାବେଳେ…
ଶପଥ ନେଲେ ସୋନିଆ, ମୁଲାୟମ୍
ନୂଆଦିଲ୍ଲୀ,୧୯ା୬(ପି.ଟି.): ସପ୍ତଦଶ ଲୋକ ସଭାର ଦ୍ୱିତୀୟ ଦିବସରେ ମଙ୍ଗଳବାର ଆଉ କେତେକ ସଦସ୍ୟ ଶପଥଗ୍ରହଣ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସମାଜବାଦୀ ପାର୍ଟି ନେତା ମୁଲାୟମ୍ ସିଂ ଯାଦବ ପ୍ରମୁଖ ଗୃହରେ ଶପଥ ନେଇଛନ୍ତି।…
ରିୟଲିଟି ଶୋ’ରେ ପିଲାଙ୍କୁ ଅନୁପଯୁକ୍ତ ପ୍ରଦର୍ଶନ କରନାହିଁ
ନୂଆଦିଲ୍ଲୀ,୧୯ା୬: ନୃତ୍ୟଭିତ୍ତିକ ରିୟଲିଟି ଶୋ’ଗୁଡ଼ିକରେ ଶିଶୁମାନଙ୍କୁ ଉପଯୁକ୍ତ ଭାବେ ଉପସ୍ଥାପନ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦେଶର ଘରୋଇ ଟିଭି ଚ୍ୟାନେଲଗୁଡ଼ିକୁ ପରାମର୍ଶ ଦେଇଛି। ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଜାରି ଆଡ୍ଭାଇଜରିରେ ଉଲ୍ଲେଖ କରାଯାଇଛି ଯେ, ନୃତ୍ୟଭିତ୍ତିକ ଅନେକ…
ବିଦାହେବେ ବେଆଇନ ପ୍ରବାସୀ
ଓ୍ବାଶିଂଟନ,୧୯ା୬( ଆଇଏଏନ୍ଏସ୍): ଆମେରିକାରେ ବେଆଇନ ଭାବେ ବସବାସ କରୁଥିବା ପ୍ରବାସୀମାନଙ୍କୁ ସ୍ବଦେଶକୁ ପ୍ରତ୍ୟର୍ପଣ କରାଯିବ। ଏନେଇ ଦେଶର ଅପ୍ରବାସନ ପ୍ରବର୍ତ୍ତନ କର୍ତ୍ତୃପକ୍ଷ ଆସନ୍ତା ସପ୍ତାହରେ ଅଭିଯାନ ଆରମ୍ଭ କରିବେ ବୋଲି ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୂଚନା ଦେଇଛନ୍ତି। ତେବେ…
ଲୋକ ସଭା ଶପଥ ଗ୍ରହଣ ସମୟରେ ଭାଜପା ଏମ୍ପିଙ୍କ ଶବ୍ଦ ଉଚ୍ଚାରଣରେ ଭୁଲ: ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୬: ୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଗତ ୨ ଦିନ ହେଲା ଏଠାରେ ନୂଆ ନିର୍ବାଚିତ ସଦସ୍ୟ ଶପଥ ଗ୍ରହଣ କରୁଛନ୍ତି। ଏହି କ୍ରମରେ ମଙ୍ଗଳବାର ସଦନରେ କିଛି ସଦସ୍ୟଙ୍କୁ ପୁଣି ଥରେ ଶପଥ ଗ୍ରହଣ କରିବାକୁ…
ପାଣି ଭିତରେ ଯୋଗ କଲେ ବିଏସ୍ଏଫ୍ ଯବାନ
ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ଆସାମର ବର୍ଡର ସିକ୍ୟୁରିଟି ଫୋର୍ସ ଡୁବୁରିଠାରେ ଥିବା ବ୍ରହ୍ମପୁତ୍ର ନଦୀ…
ମସ୍ତିଷ୍କ ଜ୍ୱର ପ୍ରଭାବିତ ଅଞ୍ଚଳର ଏନ୍ଭାରନୋମେଣ୍ଟାଲ ଷ୍ଟଡି ଦରକାର ବୋଲି କହିଲେ ନୀତୀଶ
ପାଟନା,୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କ ମୃତ୍ୟୁ ହେଲାଣି। ଯାହା ଏବେ ନୀତୀଶ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁରର ଶ୍ରୀ କ୍ରିଷ୍ଣା ମେଡିକାଲ କଲେଜ ଓ ହସ୍ପିଟାଲ…

