ଜାତୀୟ

ମସ୍ତିଷ୍କ ଜ୍ୱର ପରେ ଦାଉ ସାଧିଲା ଗ୍ରୀଷ୍ମ ପ୍ରବାହ: ଗୋଟିଏ ଦିନରେ ୪୪ ମୃତ

ପାଟନା,୧୬।୬: ବିହାରରେ ମସ୍ତିଷ୍କ ଜ୍ୱର ଏବେ ଚିନ୍ତାର କାରଣ ପାଲଟିଛି। ଏବେ ସୁଦ୍ଧା ଏଥିରେ ଆକ୍ରାନ୍ତ ହୋଇ ପାଖାପାଖି ଶହେ ଜଣଙ୍କ ମୃତ୍ୟୁ ହେଲାଣି। ଏପଟେ ଅସହ୍ୟ ଗରମ ଓ ଗ୍ରୀଷ୍ମ ପ୍ରବାହରେ ଗୋଟିଏ ଦିନରେ ବିହାରରେ ୪୪ ଜଣଙ୍କ ମୃତ୍ୟୁ…

ସନ୍ନିଙ୍କ କାମକୁ ଦେଖି କମେଣ୍ଟ କଲେ ଧର୍ମେନ୍ଦ୍ର: ଟୁଇଟ୍‌ ହେଲା ଭାଇରାଲ

ନୂଆଦିଲ୍ଲୀ,୧୬।୬: ବଲିଉଡ୍‌ ଅଭିନେତାରୁ ନିକଟରେ ଏମ୍‌ପି ହୋଇଥିବା ସନ୍ନି ଦେଓଲ ଶନିବାର ତାଙ୍କ ନିର୍ବାଚନ ମଣ୍ଡଳୀରେ ପହଞ୍ଚିଥିଲେ। ସେଠାରେ ସେ ଚାଲିଥିବା ବିକାଶ କାର୍ଯ୍ୟର ତଦାରଖ କରିଥିଲେ। ଏହାପରେ ସେ ଟୁଇଟ୍‌ରେ ଲେଖିଥିଲେ କି, ସେ ଆଜି ଶ୍ରୀ କରତାରପୁର ସାହିବ…

ଯୋଗ ଦିବସ ଉପଲକ୍ଷେ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କଲା ଏମ୍ସ

ନୂଆଦିଲ୍ଲୀ,୧୬।୬: ରାଜଧାନୀ ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ (ଏଆଇଆଇଏମ୍‌ଏସ୍‌)ରବିବାର ସକାଳୁ ଏକ ଯୋଗ କର୍ମଶାଳାର ଅୟୋଜନ କରିଥିଲା। ଆସନ୍ତା ୨୧ ତାରିଖରେ ୫ମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସକୁ ଆଖି ଆଗରେ ରଖି ଏହି କର୍ମଶାଳାର ଆୟୋଜନ…

କଲାମଙ୍କ ଜନ୍ମଦିବସକୁ ‘ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ଡେ’ ଭାବେ ପାଳନ କରିବାକୁ ପ୍ରସ୍ତାବ ରଖିଲେ ଆନନ୍ଦ ଭାସ୍କର

ନୂଆଦିଲ୍ଲୀ,୧୬।୬: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ଭାଜପା ନେତା ଆନନ୍ଦ ଭାସ୍କର ରାପୋଲୁ ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ଜନ୍ମଦିବସକୁ ‘ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ଡେ’ ଭାବେ ପାଳନ କରିବାକୁ ପ୍ରସ୍ତାବ ରଖିଛନ୍ତି। ସେ ଏସମ୍ପର୍କରେ କେନ୍ଦ୍ର ମାନବ…

ବିଶ୍ୱକପ୍‌କୁ ନେଇ ଉତ୍ସାହିତ ଯବାନ

ଶ୍ରୀନଗର,୧୬।୬: ବିଶ୍ୱ କପ୍‌ କ୍ରିକେଟକୁ ନେଇ ସବୁଆଡେ ଚର୍ଚ୍ଚା। ବିଶେଷ କରି ଭାରତ ପାକିସ୍ତାନ ମ୍ୟାଚକୁ ଯେମିତି କେହି ହାତଛଡା କରିବାକୁ ଚାହାଁନ୍ତି ନାହିଁ। ରବିବାର ଭାରତ-ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ ପୂର୍ବରୁ ଜମ୍ମୁ-କଶ୍ମୀର ସୀମାରେ ଥିବା ବିଏସ୍‌ଏଫ୍‌…

ଓ୍ବାର୍ଲଡ କପ୍‌ ପ୍ରେମ: ସୁନାରେ ବ୍ୟାଟ, ବଲ ତିଆରି କଲେ ଯୁବକ

ଅହମ୍ମଦାବାଦ,୧୬।୬: ଗୁଜରାଟ ଅହମ୍ମଦାବଦର ମନିଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ କ୍ରିକେଟ ବ୍ୟାଟ, ବଲ୍‌, ଷ୍ଟମ୍ପ, ବେଲ୍‌ ଆଦି ତିଆରି କରିଛନ୍ତି। କ୍ରିକେଟର ହେବାକୁ ପିଲାବେଳୁ ଇଚ୍ଛା…

ରାମମନ୍ଦିର ନିର୍ମାଣ ପାଇଁ ସରକାର ଆଣନ୍ତୁ ଅଧ୍ୟାଦେଶ: ଉଦ୍ଧବ ଠାକ୍‌ରେ

ଅଯୋଧ୍ୟା,୧୬।୬: ରାମମନ୍ଦିର ନିର୍ମାଣ ପାଇଁ ସରକାର ଅଧ୍ୟାଦେଶ ଆଣନ୍ତୁ ବୋଲି ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ରବିବାର କହିଛନ୍ତି। ସେ ଦଳର ନବନିର୍ବାଚିତ ୧୮ ଜଣ ଏମ୍‌ପି ସହିତ ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରି ଏଭଳି କହିଛନ୍ତି। ରାମମନ୍ଦିର କୌଣସି ରାଜନୈତିକ…

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ତେବେ ମନମୋହନଙ୍କ ଭଳି ଅନୁଭବି ନେତାଙ୍କୁ…

ବଜେଟ୍‌ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ବିରୋଧୀଙ୍କ ସହଯୋଗ ଲୋଡିଲେ ସରକାର

ନୂଆଦିଲ୍ଲୀ,୧୬।୬: ସୋମବାରଠାରୁ ସଂସଦର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନରେ ତିନି ତଲାକ୍‌ ବିଲ୍‌ ସମେତ ଅନ୍ୟ କେତେକ ବିଲ୍‌ ପାସ୍‌ ପାଇଁ ସରକାର ବିରୋଧୀ ଦଳଙ୍କ…

ଜୋକ ଦ୍ୱାରା ରୋଗ ଚିକିତ୍ସା ୧୦ ବର୍ଷରେ ୧୩ ଗୁଣା ମହଙ୍ଗା: ବର୍ଷକୁ ୧୨ କୋଟି ଟଙ୍କାର ଜୋକ ବିକ୍ରି

ନାଗପୁର,୧୬।୬: ଆଧୁନିକ ଚିକିତ୍ସା ସତ୍ତ୍ୱେ କେତେକ ଜୋକ ଦ୍ୱାରା ରୋଗ ଚିକିତ୍ସା ପଦ୍ଧତି ପ୍ରତି ବେଶ୍‌ ଆକର୍ଷିତ ହେଉଛନ୍ତି। ଏହି ପଦ୍ଧତି ସମ୍ପର୍କରେ ଆୟୁର୍ବେଦରେ ମଧ୍ୟ ଉଲ୍ଲେଖ ରହିଛି। ମହାରାଷ୍ଟ୍ରରେ ଏଭଳି ଚିକିତ୍ସା ପ୍ରତି ଲୋକଙ୍କ ମଧ୍ୟରେ ବେଶ୍‌ ଆଗ୍ରହ ରହିଥାଏ।…

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା ବିବାହ କରିଛନ୍ତି। ଏହାକୁ ନେଇ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି।…

ରାଜସ୍ଥାନର ସୁମନ ରାଓ ପିନ୍ଧିଲେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ

ମୁମ୍ବାଇ,୧୬।୬: ଚଳିତ ବର୍ଷର ଫେମିନା ମିସ୍‌ ଇଣ୍ଡିଆ ୨୦୧୯ର ବିଜୟିନୀ ହୋଇଛନ୍ତି ରାଜସ୍ଥାନର ସୁମର ରାଓ। ଶନିବାର ମୁମ୍ବାଇର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଏକ ଉତ୍ସବରେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ ପିନ୍ଧିଛନ୍ତି ସୁମନ। ୨୦୧୮ର ମିସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?