ଜାତୀୟ

ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

କୋଲକାତା,୧୫ା୬(ପି.ଟି.): ପଶ୍ଚିମବଙ୍ଗର ଏକ ହସ୍ପିଟାଲରେ କନିଷ୍ଠ ଡାକ୍ତରମାନେ ଚଳାଇଥିବା ଆନ୍ଦୋଳନ ଉପରେ କୌଣସି ଅନ୍ତରୀଣ ନିର୍ଦ୍ଦେଶ ଦେବା ଲାଗି କାଲକାଟା ହାଇକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। କାର୍ଯ୍ୟରେ ଯୋଗଦେବା ଏବଂ ରୋଗୀମାନଙ୍କୁ ଯଥାରୀତି ସେବା ଯୋଗାଇଦେବା ଲାଗି ଆନ୍ଦୋଳନରତ ଡାକ୍ତରମାନଙ୍କୁ ରାଜ୍ୟ…

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ ନେଇ ପୁଞ୍ଜି ବିନିଯୋଗ ସମ୍ପର୍କରେ ଆଲୋଚନା ହେବ ବୋଲି ଅନୁମାନ କରାଯାଉଛି।

ଶହୀଦଙ୍କ ଭଉଣୀଙ୍କୁ ନିଆରା ଢ଼ଙ୍ଗରେ ବିଦା କଲେ କମାଣ୍ଡୋ ବନ୍ଧୁ

ରୋହତାସ୍‌,୧୪।୬: ବିହାର ରୋହତାସ୍‌ ବାଦିଲଡିହର ଜଣେ ଶହୀଦ ଯବାନଙ୍କ ଭଉଣୀର ବିବାହ ସମୟରେ ତାଙ୍କୁ ନିଆରା ଢ଼ଙ୍ଗରେ ବିଦା କରିଛନ୍ତି ଗରୁଡ କମାଣ୍ଡୋ। ଅଶୋକ ଚକ୍ରରେ ସମ୍ମାନିତ ହୋଇଥିବା ତଥା ବାୟୁସେନାର ଗରୁଡ କମାଣ୍ଡୋ ଜ୍ୟୋତି ପ୍ରକାଶ ନିରାଲାଙ୍କ ଭଉଣୀଙ୍କ ବିବାହ…

ନିଜ ସ୍ବାମୀଙ୍କ ଫଟୋ ଶେୟାର କରି ଭାବୁକ ହେଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୪।୬:କେନ୍ଦ୍ରମନ୍ତ୍ରୀ ଓ ପୂର୍ବତନ ଅଭିନେତ୍ରୀ ସ୍ମୃତି ଇରାନୀ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଶେୟାର ହୋଇଥିବା ଫଟୋରେ ସ୍ବାମୀ ଜୁବିନ ଇରାନୀ ଓ ୨ ପୁଅ ହସୁଥିବା ନଜର ଆସିଛନ୍ତି। ସ୍ମୃତି ଫଟୋକୁ ଶେୟାର କରିବା ସହ କ୍ୟାପଶନ୍‌ରେ…

ପଶ୍ଚିମବଙ୍ଗରେ ରହିବାକୁ ହେଲେ ବଙ୍ଗଳା କହିବା ଜରୁରୀ: ମମତା

କୋଲକାତା,୧୪।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ମମତା କହିଛନ୍ତି ପଶ୍ଚିମବଙ୍ଗକୁ ଆଗକୁ ନେବାକୁ ହେଲେ ଏଠାରେ ରହୁଥିବା ଲୋକେ ବଙ୍ଗଳା ଭାଷା କହିବା ଜରୁରୀ। ନଚେତ୍‌ ସେମାନଙ୍କର ପଶ୍ଚିମବଙ୍ଗରେ ରହିବାର ଅଧିକାର…

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୪।୬: ମେ ୨୭ରେ ଅନୁଷ୍ଠିତ ହୋଇଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ୩୬୦ରୁ ୩୩୭ ନମ୍ବର ରଖି ସର୍ବୋଚ୍ଚ ସ୍ଥାନରେ ଅଛନ୍ତି । ସୂଚନା ଅନୁଯାୟୀ, ଜେଇଇ ମେନ୍‌ ପରୀକ୍ଷାରେ…

‘ବାୟୁ’ ପାଇଁ ଭୟ ନାହିଁ ଘରକୁ ଫେରିି ପାରିବେ ସୁରକ୍ଷିତ ସ୍ଥାନରେ ଥିବା ଲୋକେ: ରୂପାନି

ଗାନ୍ଧୀନଗର,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ଏବେ ଆଉ ଗୁଜରାଟ ପ୍ରତି ବିପଦ ସୃଷ୍ଟି କରିବ ନାହିଁ। ଏହା ତା’ର ଦିଗ ବଦଳାଇ ସାରିଛି। ଏହା ପଶ୍ଚିମ ମୁହାଁ ହୋଇଥିବାରୁ ଏବେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା ଲୋକେ ନିଜ ନିଜ ଘରକୁ…

‘ବାୟୁ’ ଯୋଗୁ ବିଳମ୍ବ ହେବ ମୌସୁମୀ

ନୂଆଦିଲ୍ଲୀ,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ପଶ୍ଚିମ ଭାରତର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଏହାର ପ୍ରଭାବ କିନ୍ତୁ ମୌସୁମୀ ଉପରେ ପଡିଛି। ମୌସୁମୀ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ପହଞ୍ଚିବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏବେ…

ହେଲ୍‌ମେଟ ପିନ୍ଧି କାମ କଲେ ଡାକ୍ତର

ନୂଆଦିଲ୍ଲୀ,୧୪।୬: ପଶ୍ଚିମବଙ୍ଗରେ ଡାକ୍ତରମାନେ ଅନଶନ କରିବା ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ଏମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ବିରୋଧ କରି ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ର ରେସିଡେନ୍ସ ଡାକ୍ତରମାନେ ହେଲମେଟ୍‌ ପିନ୍ଧି ରୋଗୀ ସେବା କରୁଥିବା ଦେଖିବାକୁ…

ଟ୍ରିପଲ୍‌ ତଲାକ୍‌ ବିଲ୍‌କୁ ବିରୋଧ କରିବ ଜେଡିୟୁ

ପାଟନା, ୧୪।୬: କେନ୍ଦ୍ର କ୍ୟାବିନେଟ ଟ୍ରିପିଲ ତଲାକ ବିଲକୁ ମଞ୍ଜୁରୀ ଦେଇଛି। ଅଗାମୀ ସଂସଦୀୟ ଅଧିବେଶନରେ ଏହି ବିଲ୍‌ ଆସିବ ବୋଲି ପଥ ପରିଷ୍କାର ହୋଇଛି। ଭାଜପା ନେତୃତ୍ୱାଧୀନ ଏନଡିଏରେ ରହିଥିଲେ ମଧ୍ୟ ଆଗାମୀ ଦିନରେ ଟ୍ରିପିଲ ତଲାକ ବିଲକୁ ରାଜ୍ୟସଭାରେ…

ଚମ୍ପା, ଚମେଲି, ବାଦଲଙ୍କୁ ମିଳିଲା ଇଚ୍ଛାମୃତ୍ୟୁ ଅନୁମତି

ଗୋରଖପୁର,୧୪।୬: ଉତ୍ତର ପ୍ରଦେଶ ଗୋରଖପୁର ଅନ୍ତର୍ଗତ ଘିସାପୁର ଖଜୁର ଗାଁଓରେ ୨ଟି ଘୋଡ଼ି ଓ ଗୋଟିଏ ଘୋଡ଼ାକୁ ଇଚ୍ଛାମୃତ୍ୟୁ ଅନୁମତି ମିଳିଛି। ଘଟଣା ହେଲା ଏହି ତିନୋଟି ପାଳିତ ଜୀବ ଗ୍ଲାଣ୍ଡର୍ସ ଆଣ୍ଡ ଫାର୍ସି ରୋଗରେ ପୀଡିତ ଥିଲେ। ଯେଉଁଥିରେ ମୃତ୍ୟୁ…

ମମତାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଲୋଚନା କରି ଡାକ୍ତର ଆନ୍ଦୋଳନ ମାମଲା ସମାଧାନ କର

କୋଲକତା, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଧିରେ ଧିରେ ଏହି ଆନ୍ଦେଳନ ତୀବ୍ର ହେବାକୁ ଲାଗିଥିବାବେଳେ ଶୁକ୍ରବାର କୋଲକତା ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?