ଜାତୀୟ

ଦାଦା-ପୁତୁରା ହେବେନି ଏକାଠି: ଏକାକୀ ନିର୍ବାଚନ ଲଢିବେ ଶିବପାଲ

ଲକ୍ଷ୍ନୌ, ୧୪।୬: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମେଣ୍ଟ ଭାଙ୍ଗିବା ପରେ ସାନ ଭାଇ ଶିବପାଲ ଯାଦବ ଏବଂ ପୁଅ ଅଖିଲେଶକୁ ଏକାଠି କରିବା ପାଇଁ ଅଣ୍ଟା ଭିଡିଥିଲେ ମୁଲାୟମ ସିଂହ ଯାଦବ। କିନ୍ତୁ ମୂଲାୟମଙ୍କ…

ସମୁଦ୍ରରେ ୪ କି.ମି. ପର୍ଯ୍ୟନ୍ତ ଭାସି ଯାଇଥିବା ଯୁବକଙ୍କୁ ଉଦ୍ଧାର କଲେ କୋଷ୍ଟଗାର୍ଡ

ପଣଜୀ,୧୪।୬: ଗୋଆର ପ୍ରସିଦ୍ଧ କାବୋ ଡେ ରାମା ସମୁଦ୍ରରେ ଭାସିଯାଉଥିବା ଜଣେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି ଭାରତୀୟ ତଟରକ୍ଷୀ ଟିମ୍‌। ଉଦ୍ଧାର ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଜଣେ ଯୁବକ(୨୦) ସମୁଦ୍ର କୂଳରେ…

ଡାକ୍ତର ଆନ୍ଦୋଳନରେ ସାମିଲ ହେଲେ ମମତାଙ୍କ ଭଣଜା

କୋଲକାତା: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ଗୁରୁତର ବ୍ୟାହତ ହୋଇଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିବା ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀ ଡାକ୍ତରଙ୍କୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି ଜୁନିୟର ଡାକ୍ତରମାନେ ଆନ୍ଦୋଳନରୁ ନ…

ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ହସ୍ପିଟାଲରେ ଶିଶୁ ସହ ଘଟିଲା ଏଭଳି ଘଟଣା

ମୁମ୍ବାଇ,୧୪।୬: ମୁମ୍ବାଇର ଏକ ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହସ୍ପିଟାଲରେ ଜଣେ ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ ଜଣେ ଦୁର୍ବୃତ୍ତ ନବଜାତ ଶିଶୁକୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଶୀତଲ ସାଲଓ୍ବୀ(୩୪)କିଛି…

ଗୁଜରାଟ ମାଡ ହେବା ପୂର୍ବରୁ ଦିଗ ବଦଳାଇଲା ‘ବାୟୁ’: ମୁଖ୍ୟମନ୍ତ୍ରୀ କହିଲେ, ସବୁ ଭଗବାନ କୃଷ୍ଣଙ୍କ କୃପା

ଅହମ୍ମଦାବାଦ, ୧୪।୬:ସାମୁଦ୍ରିକ ବାତ୍ୟା ‘ବାୟୁ’ ଦିଗ ବଳାଇଛି। ଗୁଜରାଟରେ ମାଡ଼ହେବା ପୂର୍ବରୁ ଏହା ପୁଣି ଆରବ ସାଗର ମୁହାଁ ହୋଇଛି। ଭେରେଭାଲ୍‌, ପୋର୍‌ବନ୍ଦର, ଓ ଦ୍ୱାରକା ପାଖଦେଇ ଏହା ଚାଲିଯିବ ବୋଲି ଜଣାପଡ଼ିଛି। ଏନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ନିଜ ମତ…

ଜାମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀରର ପୁଲଓ୍ବମାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମଧ୍‌ୟରେ ଲଢେଇ ଜାରି ରହିଛି। ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ହିଜବୁଲ ମୁଜାହିଦ୍ଦିନର ଡେପୁଟୀ ଚିଫ୍‌ଙ୍କୁ ମଧ୍ୟ ଘେରିବାରେ ସଫଳ ହୋଇଛି ପୋଲିସ। ସୂଚନାଯୋଗ୍ୟ,…

ଜମ୍ମୁ-କଶ୍ମୀରରେ ବ୍ରେକ୍‌ ଫେଲ୍‌ ହେବାରୁ ଓଲଟିଲା ବସ୍‌

ଶ୍ରୀନଗର,୧୪।୬: ଜମ୍ମୁ କଶ୍ମୀର କିସ୍ତଓ୍ବାରରେ ଶୁକ୍ରବାର ସକାଳେ ବସ୍‌ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସେହି ସମୟରେ ଭାରତ-ତିବ୍ବତ ସୀମା ପୋଲିସ(ଆଇଟିବିପି) ଯବାନ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏକ ଘରୋଇ ବସ୍‌ ମନପ୍ରୀତ୍‌ ଟ୍ରାଭେଲରେ ୪୨ ଜଣ ଯାତ୍ରୀ ଗଣ୍ଡୋହରୁ…

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଟାଡୋକି ଥାନା ଅନ୍ତର୍ଗତ ମୁରନାର ଗଁାରେ ମାଓବାଦୀ ଲୁଚି ରହିଥିବା ଖବରପାଇ ପୋଲିସ…

ଜାପାନୀ ଜ୍ୱର ନେଲାଣି ୫୪ ଶିଶୁଙ୍କ ଜୀବନ: ଲିଚି ପିଇବାକୁ ନେଇ ସନ୍ଦେହ

ମୁଜାଫରପୁର, ୧୪।୬: ବିହାରର ମୁଜାଫରପୁର ଜିଲା ଓ ଆଖପାଖରେ ଗତ ୧୫ ଦିନ ମଧ୍ୟରେ ଏନ୍‌ସେଫାଲାଇଟ୍ସ ବା ଜାପାନୀ ଜ୍ୱରରେ ୪୭ ଶିଶୁଙ୍କ ଜୀବନ ଗଲାଣି। ତେବେ ବିହାର ସରକାର ଏହାକୁ ମାନିବାକୁ ନାରାଜ। ଏନ୍‌ସେଫାଲାଇଟ୍ସ ନୁହେଁ ହାଇପୋଗ୍ଲିସେମିଆ ବା ରକ୍ତଶର୍କରା…

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଦିଲ୍ଲୀ ଏମ୍ସର ରେସିଡେଣ୍ଟ ଡକ୍ଟର୍ସ ଆସୋସିଏସନ (ଆରଡିଏ)ର ସଦସ୍ୟମାନେ ଆକ୍ରମଣର ଶିକାର ହୋଇଥିବା…

ନିଖୋଜ ବାୟୁସେନା ବିମାନର ବ୍ଲାକ୍‌ବକ୍ସ ମିଳିଲା:ସମସ୍ତ ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ,୧୪ା୬:ନିଖୋଜ ବାୟୁସେନା ବିମାନ ଏନ୍‌-୩୨ର ଭଗ୍ନାବଶେଷ ଅରୁଣାଚଳର ଏକ ଘଞ୍ଚ ଜଙ୍ଗଲଘେରା ପାର୍ବତ୍ୟାଞ୍ଚଳରୁ ମିଳିଛି। ତେବେ ଏଥିରେ ଥିବା ସମସ୍ତ ୧୩ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତିି। ବାୟୁସେନା ପକ୍ଷରୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ବିମାନଟି ପିଟିହେବା ପରେ ଚୂର୍‌ମାର୍‌…

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ ଏହି ମହିଳା ଟିକ୍‌ଟକ୍‌ରେ ଭିଡିଓ ପ୍ରସ୍ତୁତିରେ ବ୍ୟସ୍ତ ରହୁଥିବାବେଳେ ତାଙ୍କ ସ୍ବାମୀ ଏହାକୁ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?