ଜାତୀୟ

ସୋନିଆ-ପ୍ରିୟଙ୍କାଙ୍କ ହେଲିକପ୍ଟରକୁ ଉଡାଇବାକୁ ମନାକଲେ ପାଇଲଟ

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ଲାଗି ରାୟବରେଲି ପହଞ୍ଚିଥିଲେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା। ସେଠାରେ ସେମାନେ ଭୋଟରଙ୍କୁ ଧନ୍ୟବାଦ ଦେବାକୁ ପହଞ୍ଚିଥିଲେ। ବୁଧବାର ଉଭୟେ କାର୍ଯ୍ୟକ୍ରମ ସାରି…

ସୁଧୁରୁନି ପାକିସ୍ତାନ: ୧୧ ମାସରେ କଶ୍ମୀରରେ ବଡ଼ ଧରଣର ୪ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୩।୬: ପାକିସ୍ତାନ ଭାରତ ଉପରେ ଦାଉ ସାଧୁଛି। ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନ ପଟୁ କୌଣସି ଆନ୍ତରିକତା ନାହିଁ। ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଓ ବାଲାକୋଟ୍‌ ଏୟାର ଷ୍ଟାଇକ୍‌ ପରେ ମଧ୍ୟ ପାକିସ୍ତାନ ସୁଧୁରି ପାରିନାହିଁ। ପୂର୍ବରୁ ପୁଲାଓ୍ବାମାରେ ଆତଙ୍କବାଦୀ…

ହ୍ବିଲ୍‌ ଚେୟାରରେ ବସି କନ୍ୟା ସହ ଆହତ ବର ନେଲେ ସାତ ଫେରା

ଭୋପାଳ,୧୩।୬: ମଧ୍ୟପ୍ରଦେଶରେ ଏକ ବିବାହରେ ଅଜବ ଦୃଶ୍ୟ ଦେଖିବାକୁ ମିଳିିଛି। ସ୍ଥାନୀୟ ବ୍ୟାବରାଠାରେ ଥିବା ବିଠଲ୍‌ ବାଟିକାରେ ଅନୁଷ୍ଠିତ ବିବାହରେ ଆହତ ଅବସ୍ଥାରେ ବର ହ୍ବିଲ୍‌ ଚେୟାରରେ ବସି କନ୍ୟା ସହିତ ସାତ ଫେରା ନେଇଛନ୍ତି। ବର ଦିଲ୍ଲୀପ୍‌ଙ୍କର କନ୍ୟା ଦିପ୍ତୀ…

ମୁସଲମାନ୍‌ ଯୁବକଙ୍କୁ ବିବାହ କଲେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ: ସୁରକ୍ଷା ପାଇଁ କୋର୍ଟରେ ଆବେଦନ

ଚଣ୍ଡିଗଡ଼,୧୩।୬: ହରିୟାଣା ଯମୁନାନଗରରେ ଜଣେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ ପଡ଼ୋଶୀ ମୁସଲମାନ୍‌ ଯୁବକଙ୍କୁ ବିବାହ କରିଛନ୍ତି। ଏନେଇ ପିତାଙ୍କ ପକ୍ଷରୁ ତାଙ୍କ ଝିଅକୁ ଅପହରଣ କରାଯାଇଥିବା ମାମଲା ଦାଏର କରାଯାଇଛି। ତେବେ ଇତିମଧ୍ୟରେ ସ୍ଥାନୀୟ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଯୁବତୀଙ୍କ ସୁରକ୍ଷା ଲାଗି…

୧୭୨ ଦେଶ ଗୋଟିଏ ଦିନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩।୬: ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ଚଳିତ ବର୍ଷ କିଛି ମୁସଲିମ୍‌ ଦେଶ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ତେବେ ବିଦେଶରେ ଯୋଗ ଦିବସରେ ହେଉଥିବା ପ୍ରମୁଖ କାର୍ଯ୍ୟକ୍ରମ…

ମା’ଙ୍କ ଦ୍ୱିତୀୟ ବିବାହରେ ଶୁଭେଚ୍ଛା ଜଣାଇଲେ ପୁଅ: ଭାବପ୍ରବଣ ହୋଇ ଲେଖିଲେ ଏମିତି

ଥିରୁଭାନନ୍ତପୁରମ୍‌, ୧୩।୬: ମା’ଙ୍କ ଦ୍ୱିତୀୟ ବିବାହରେ ତାଙ୍କୁ ଶୁଭେଚ୍ଛା ଜଣାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି କେରଳର ଜଣେ ଯୁବକ। ଗୋକୁଲ ଶ୍ରୀଧର ନାମକ ଏହି ଯୁବକ ଫେସବୁକରେ ନିଜ ମା’ଙ୍କ ପାଇଁ ଲେଖିଥିବା ଭାବପ୍ରବଣ ସନ୍ଦେଶ ଏବେ ବେଶ୍‌ ଭାଇରାଲ ହୋଇଛି।…

୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ମନ୍ତ୍ରୀ ବିଦେଶ ଯାତ୍ରା କରିପାରିବେ ନାହିଁ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସମସ୍ତେ ସାଢେ ୯ଟା ପୂର୍ବରୁ କାର୍ଯ୍ୟାଳୟ ପହଞ୍ଚିବା ଦରକାର। ଏହାସହ ମୋଦି ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି କି ୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ବିଦେଶ ଯାତ୍ରା କରିପାରିବେ…

ଚୁପ୍‌ ରହିଛନ୍ତି ସିଦ୍ଧୁ

ଚଣ୍ଡିଗଡ଼,୧୩।୬: ପଞ୍ଜାବର କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ନିଜ ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ କିନ୍ତୁ ପୁରା ଚୁପ୍‌ ହୋଇ ଯାଇଛନ୍ତି। ତାଙ୍କ ବିଭାଗରେ ପରିବର୍ତ୍ତନ ପାଇଁ ସେ ଅରାଜି ହୋଇ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍‌…

ପୋରବନ୍ଦର, ଦ୍ୱାରକାରେ ‘ବାୟୁ’ ତାଣ୍ଡବ ରଚିବା ଆଶଙ୍କା !

ଅହମ୍ମଦାବାଦ୍‌ ୧୩।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ଉପକୂଳରେ ଲାଣ୍ଡଫଲ କରିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ପୋରବନ୍ଦର, ଦ୍ୱାରକା ଏବଂ ବେରାଓ୍ବଲ ନିକଟ ଦେଇ ଯିବାର କୁହାଯାଉଛି।…

ମୋଦି ନେତା, ରାଜନାଥ ଉପନେତା

ନୂଆଦିଲ୍ଲୀ,୧୩ା୬(ପି.ଟି.): ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀ କମିଟି ବୁଧବାର ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ଏହାର ନେତା ହୋଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଉପନେତା ନିଯୁକ୍ତ କରାଯାଇଛି। ସେହିପରି ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଥାଓ୍ବର ଚାନ୍ଦ୍‌ ଗେହଲଟଙ୍କୁ…

ପ୍ରିୟଙ୍କାଙ୍କୁ ୟୁପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି

ନୂଆଦିଲ୍ଲୀ,୧୩ା୬: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଆଗାମୀ ୨୦୨୨ ବିଧାନସଭା ନିର୍ବାଚନରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ଲାଗି କର୍ମୀମାନେ ଦାବି କରିଛନ୍ତି। ୧୨ ଆସନ ଲାଗି ହେବାକୁ ଥିବା ଉପନିର୍ବାଚନରେ ଦଳ କଡ଼ା ମୁକାବିଲା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?