ଜାତୀୟ

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ ଅଞ୍ଚଳରେ ମାଡ଼ହୋଇ ତାଣ୍ଡବ ରଚିବ ବୋଲି କୁହାଯାଉଛି। ଘଣ୍ଟାକୁ ୧୫୫ରୁ ୧୭୦ କିମି ବେଗରେ…

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଆଉ ୬ ମାସ ବଢ଼ାଇବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ଏହା ଜୁନ୍‌ ୨୦ରୁ ଆରମ୍ଭ ହେବାକୁ ଯାଉଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। ୨୦୧୮ ଜୁନ୍‌ ୨୦ରୁ ଜମ୍ମୁ-କଶ୍ମୀରରେ ରାଜ୍ୟପାଳ ଶାସନ…

କଂଗ୍ରେସ କୋର୍‌ କମିଟି ଭାଙ୍ଗିଲା

ନୂଆଦିଲ୍ଲୀ,୧୩ା୬(ଆଇଏଏନ୍‌ଏସ୍‌): ରାହୁଲ ଗାନ୍ଧୀ କଂଗ୍ରେସ ଦଳର ଅଧ୍ୟକ୍ଷ ରହିବେ ବୋଲି ଦଳ ପକ୍ଷରୁ ବୁଧବାର କୁହାଯାଇଛି। ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳର କୋର୍‌ କମିଟିକୁ ଭାଙ୍ଗିଦିଆଯାଇଛି। ବୁଧବାର କୋର୍‌ କମିଟି ସଦସ୍ୟମାନଙ୍କ ବୈଠକରେ ଝାଡଖଣ୍ଡ, ମହାରାଷ୍ଟ୍ର,…

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ଆଧାର ସଂଶୋଧନ ବିଲ୍‌କୁ…

ଆଉ ୬ ମାସ ଭାଜପା ମଙ୍ଗ ସମ୍ଭାଳିବେ ଶାହ

ନୂଆଦିଲ୍ଲୀ,୧୩ା୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଭାଜପା ଅଧ୍ୟକ୍ଷ ପଦରେ ଆଉ ଅନ୍ତତଃ ୬ ମାସ ରହିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦଳର ସାଂଗଠନିକ ନିର୍ବାଚନ ହୋଇ ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯିବ। ଏହି ନିର୍ବାଚନ କେବେ ହେବ…

କୋର୍ଟ ପରିସରରେ ବାର କାଉନସିଲର ମୁଖ୍ୟଙ୍କୁ ହତ୍ୟା

ଆଗ୍ରା,୧୨।୬: ଦୁଇ ଦିନ ତଳେ ଉତ୍ତର ପ୍ରଦେଶ ବାର କାଉନସିଲର ମୁଖ୍ୟ ଭାବେ ନିର୍ବାଚିତ ହୋଇଥିବା ଦରଭେଶ ଯାଦବଙ୍କୁ ବୁଧବାର ସର୍ବସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଆଗ୍ରା ଜିଲ୍ଲା କୋର୍ଟ ପରିସରରେ ଶ୍ରୀମତି ଯାଦବଙ୍କ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଚାଲିଥିବା…

ଜମ୍ମୁ କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୬: ଜାମ୍ମୁ କାଶ୍ମୀରର ଅନ୍ତନାଗ କେପି ରୋଡ଼ରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ସିଆରପିଏଫର ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଯବନାଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏବେ ବି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ…

ଏଏନ୍‌-୩୨ ବିମାନର ଭଗ୍ନାବଶେଷ ମିଳିବା ପରେ ଏବେ ୧୩ ନିଖୋଜ ବ୍ୟକ୍ତିଙ୍କ ସର୍ଚ୍ଚ ଅପରେଶନ ଆରମ୍ଭ

ଇଟାନଗର,୧୨।୬: ଜୁନ ୩ରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏଏନ-୩୨ର କିଛି ଭଗ୍ନାଂଶକୁ ଏମ୍‌ଆଇ-୧୭ ହେଲିକେପ୍ଟର ମଙ୍ଗଳବାର ଠାବ କରିବା ପରେ ବାୟୁସେନା ପକ୍ଷରୁ ଏବେ ବଡ଼ ଧରଣର ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି। ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ଯେଉଁ…

ଶ୍ରୀଲଙ୍କା ବିସ୍ଫୋରଣ ଘଟଣା: ତାମିଲନାଡୁର ୭ଟି ସ୍ଥାନରେ ଏନଆଇଏ ଚଢାଉ

କୋଏମ୍ବାଟୁର, ୧୨।୬: ଶ୍ରୀଲଙ୍କା ଇଷ୍ଟର ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କୋଏମ୍ବାଟୁରର ୭ଟି ସ୍ଥାନରେ ବୁଧବାର ଚଢ଼ାଉ କରିଛି। ଅଝାରୁଦ୍ଦିନ, ସଦ୍ଦାମ ଆକବର ଏବଂ ଆବୁ ବାକର ସିଦ୍ଦିକି ନାମକ ୩ଜଣ ବ୍ୟକ୍ତି ଏନଆଇଏ ପାଇଁ…

ଅଶାନ୍ତ ପଶ୍ଚିମବଙ୍ଗ: ବିକ୍ଷୋଭବେଳେ ଭାଜପା କର୍ମକର୍ତ୍ତାଙ୍କ ଉପରେ ଲୁହ ବୁହା ଗ୍ୟାସ ପ୍ରୟୋଗ

କୋଲକାତା,୧୨।୬: ପଶ୍ଚିମବଙ୍ଗରେ ହିଂସା ଥମିବାର ନା ନେଉନି। ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ଏବେ ରାଜନୈତିକ ଯୁଦ୍ଧ ତେଜିବାରେ ଲାଗିଛି। ବୁଧବାର ଟିଏମ୍‌ସିି ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଭାଜପା ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି।…

ପ୍ରତୀକ୍ଷାର ଅନ୍ତ: ଜୁଲାଇ ୧୫ରେ ଲଞ୍ଚ୍‌ ହେବ ଚନ୍ଦ୍ରଯାନ-୨

ବେଙ୍ଗାଲୁରୁ, ୧୨।୬: ଜୁଲାଇ ୧୫ ତାରିଖରେ ଚନ୍ଦ୍ରଯାନ-୨ ଲଞ୍ଚ କରାଯିବ ବୋଲି ଭାରତୀୟ ଗବେଷଣା କେନ୍ଦ୍ର(ଇସ୍ରୋ) ପକ୍ଷରୁ ଘୋଷଣା କରାଯାଇଛି। ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ବୁଧବାର ଇସ୍ରୋ ଚେୟାରମ୍ୟାନ…

ପାକିସ୍ତାନ ରୁଟ ଦେଇ ଯିବନାହିଁ ମୋଦିଙ୍କ ବିମାନ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ପାକିସ୍ତାନ ରାସ୍ତାରୁ କିର୍ଗିଜ୍‌ସ୍ତାନ ଯିବ ନାହିଁ। ଭିଭିଆଇପି ବିମାନ ଓମାନ, ଇରାନ ଓ ମଧ୍ୟ ଏସିଆ ଦେଶ ଦେଇ କିର୍ଗିଜ୍‌ସ୍ତାନର ବିଶକେକ ଯିବ ବୋଲି ପ୍ରଶାସନିକ ଅଧିକାରୀ ସୂଚନା ଦେଇଛନ୍ତି। ଜୁନ ୧୩ ଓ୧୪କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?