ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଲା ଭାରତ: ଡିଏସ୍ଆର୍ଓ ଗଠନକୁ ମଞ୍ଜୁରୀ
ନୂଆଦିଲ୍ଲୀ,୧୨।୬: ଭାରତ ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍ କମିଟି ରକ୍ଷା ଅନ୍ତରୀକ୍ଷ ଅନୁସନ୍ଧାନ ଏଜେନ୍ସି(ଡିଏସ୍ଆର୍ଓ) ଗଠନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏହି ଏଜେନ୍ସି ଅନ୍ତରୀକ୍ଷ ଯୁଦ୍ଧ ଲାଗି ଆବଶ୍ୟକ…
ନେପାଳରେ ମୃତ ଓଡ଼ିଆ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଲେ ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ, ୧୨।୬: ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ମୃତକଙ୍କ ପରିବାରକୁ ସହାୟତା ଯୋଗାଇଦିଆଯିବା ସହ ଆହତଙ୍କ ଚିକିତ୍ସା ପାଇଁ ନେପାଳରେ ଉଦ୍ୟମ ଚାଲିଛି ବୋଲି ସେ…
ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଛନ୍ତି ମମତା: ଅଜୟ ଆଲୋକ
ପାଟନା,୧୨।୬: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଛନ୍ତି। ଏନେଇ ଜେଡିୟୁ ନେତା ଅଜୟ ଆଲୋକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରାଜ୍ୟରେ ରୋହିଙ୍ଗ୍ୟାମାନେ ବିହାର ଲୋକଙ୍କୁ ତଡି ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏଠାରେ ବିହାରର ଲୋକଙ୍କ ଉପରେ ନିର୍ଯାତନା…
ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ
ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍ ଅଣାଯିବ ବୋଲି କୁହାଯାଉଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକେ ବୈଠକ ଅନୁଷ୍ଠିତ ହୋଇଯାଇଛି।…
ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା: ଉତ୍ତରଭାରତ ହୋଇପାରେ ପ୍ରଭାବିତ
ନୂଆଦିଲ୍ଲୀ,୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେଧୀରେ ଦେଶରେ ପ୍ରବେଶ କରିବା ପ୍ରକ୍ରିୟା ଜାରି ରହିଛି। ତେବେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା ଦେଖାଦେଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାଦ୍ୱାରା…
ଶାହଙ୍କ ଜିରୋ ଟଲରେନ୍ସ ନୀତି : ନୂଆ ବିଚ୍ଛିନ୍ନତାବାଦୀ ଦଳ ଗଠନ କଲା ଆଇଏସ୍ଆଇ
ନୂଆଦିଲ୍ଲୀ, ୧୨।୬: ଆତଙ୍କବାଦ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଜିରୋ ଟଲରେନ୍ସ ନୀତିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଆତଙ୍କିତ ହୋଇପଡ଼ିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକାଳାପ ବୃଦ୍ଧି ପାଇଁ ଆଇଏସ୍ଆଇ ନୂଆ ବିଚ୍ଚିନ୍ନତାବାଦୀ ଦଳ ଗଠନ କରିଥିବା କୁହାଯାଉଛି। ଏହି…
ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ
ଅହମ୍ମଦାବାଦ୍ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ…
ଶରଦ କୁମାର ମଧ୍ୟବର୍ତ୍ତିକାଳୀନ ସିଭିସି
ନୂଆଦିଲ୍ଲୀ,୧୨ା୬(ପି.ଟି.): ଭିଜିଲାନ୍ସ କମିଶନର ଶରଦ କୁମାରଙ୍କୁ ମଧ୍ୟବର୍ତ୍ତିକାଳୀନ ସେଣ୍ଟ୍ରାଲ ଭିଜିଲାନ୍ସ କମିଶନର (ସିଭିସି)ଭାବେ ନିଯୁକ୍ତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ଦ୍ୱାରା ନୂଆ ସିଭିସି ବଛା ନ ଯିବା ପର୍ଯ୍ୟନ୍ତ ସେ ଏହି ଗୁରୁଦାୟିତ୍ୱରେ ରହିବେ।…
ଦୁଇ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି
ନୂଆଦିଲ୍ଲୀ,୧୨ା୬(ଆଇଏଏନ୍ଏସ୍): ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରଧାନ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି କରାଯାଇଛି। ଏହାସହ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ର ଦୁଇ ଅବସରପ୍ରାପ୍ତ ଅଧିକାରୀଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ଦିଆଯାଇଛି।…
ଫେଲ୍ ମାରିଛି କେନ୍ଦ୍ରର ଶସ୍ୟ ବୀମା ଯୋଜନା: ଚାଷୀଙ୍କୁ ମିଳିନି ୫ ହଜାର କୋଟି
ନୂଆଦିଲ୍ଲୀ,୧୨ା୬: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍ଏଫ୍ବିଓ୍ବାଇ) ବିଫଳ ହୋଇଛି। ୨୦୧୮ ଡିସେମ୍ବରରେ ଖରିଫ ଋତୁ ଶେଷ ହୋଇଥିବାବେଳେ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କ ଦାବିର ୪୦% ଅର୍ଥ ବୀମା କମ୍ପାନୀଗୁଡ଼ିକ ନିର୍ଦ୍ଧାରିତ ସମୟ ମଧ୍ୟରେ ପଇଠ କରିନାହାନ୍ତି।…
ଜୁନ୍ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼
ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଜୁନ୍ ୩୦ରେ ଜନତାଙ୍କ ନିକଟତର ହେବେ। ସାଧାରଣ ଜନତା ସେମାନଙ୍କ ମତ, ମନ୍ତବ୍ୟ ଟୁଇଟର…
ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ବରାଷ୍ଟ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୧୧।୬: ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ମଙ୍ଗଳବାର ହୋଇଥିବା ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀଙ୍କ ସହ ଅମିତ ଶାହ ବାତ୍ୟା ମୁକାବିଲା ପ୍ରସ୍ତୃତି ନେଇ ଆଲୋଚନା କରିଥିଲେ।…

