ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର
ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଚିଫ୍ କମିଶନର, ପ୍ରିନ୍ସପାଲ କମିଶନର, ଆୟକର କମିଶନର ଆଦି ରହିଥିବା କୁହାଯାଉଛି।…
ମାଡିଆସୁଛି ବାତ୍ୟା ‘ବାୟୁ’
ନୂଆଦିଲ୍ଲୀ, ୧୧।୬: ଫନୀ ପରେ ଏବେ ପୁଣି ମାଡିଆସୁଛି ଆଉ ଏକ ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଉଛି। ଆସନ୍ତା ୪୨ ଘଣ୍ଟା ମଧ୍ୟରେ ଏହା ସିଭିୟର୍ ସାଇକ୍ଲୋନିକ…
ମୋଦିଙ୍କ ବିମାନ ପାକିସ୍ତାନ ଆକାଶରେ ଉଡିବାକୁ ମିଳିବ ଅନୁମତି
ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବତନ୍ତ୍ର ବିମାନ କିରଗିଜସ୍ତାନ ଯାତ୍ରା କରିବା ସମୟରେ ପାକିସ୍ତାନ ଆକାଶ ପତକୁ ବ୍ୟବହାର କରିପାରିବ ବୋଲି ସୂଚନା ମିଳିଛି। ଏ ନେଇ ଇମ୍ରାନ୍ ସରକାର ଖୁବ୍ଶୀଘ୍ର ଅନୁମତି ଦେବେ ବୋଲି ଜଣାପଡିଛି। ମୋଦି ସାଂଘାଇ କୋଅପରେଶନ…
ରାଜ୍ୟପାଳ ହେବା ଖବର ମିଛ: ସୁଷମା ସ୍ବରାଜ
ନୂଆଦିଲ୍ଲୀ, ୧୧।୬: ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ନିଯୁକ୍ତ ହେବା ଖବରକୁ ଖଣ୍ଡନ କରିଛନ୍ତି ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜ। କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନ ନିଜ ଟୁଇଟରରେ ସୁଷମା ଆନ୍ଧ୍ର ରାଜ୍ୟପାଳ ହେବା କଥା କହିଥିଲେ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା।…
୧୦୯ ଘଣ୍ଟା ପରେ ବୋର୍ ଓ୍ବେଲ୍ରୁ ଉଦ୍ଧାର ହୋଇ ଜୀବନ ହାରିଲେ ୨ ବର୍ଷ ଶିଶୁ ଫତେହବୀର
ଚଣ୍ଡିଗଡ଼, ୧୧।୬: ପଞ୍ଜାବର ସଙ୍ଗରୁର୍ ଅଞ୍ଚଳରେ ୨ ବର୍ଷ ଶିଶୁ ଫତେହବୀର ସିଂ ଏକ ଖୋଲା ବୋର୍ଓ୍ବେଲ୍ରେ ଅସାବଧାନତାରୁ ଖସିପଡ଼ିଥିଲା। ଜୁନ୍ ୬ ସନ୍ଧ୍ୟାଠାରୁ ୨୬ ଜଣିଆ ଉଦ୍ଧାରକାରୀ ଦଳ ପତେହବୀରଙ୍କୁ ବଞ୍ଚାଇବାର ଉଦ୍ୟମ ଜାରି ରଖିଥିଲେ। ୧୦୯ ଘଣ୍ଟାପରେ ମଙ୍ଗଳବାର…
ହିଂସା ଲାଗି ଭାଜପାକୁ ଦୋଷଦେଲେ ମମତା
କୋଲକାତା,୧୧ା୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ହିଂସାକାଣ୍ଡ ଲାଗି ଭାଜପାକୁ ଦୋଷ ଦେଇଛନ୍ତି। କେନ୍ଦ୍ର ଓ ଭାଜପା କର୍ମୀମାନେ ମୁଖ୍ୟତଃ ଏଥିଲାଗି ଦାୟୀ। ରାଜ୍ୟ ସରକାରଙ୍କୁ ଗାଦିଚ୍ୟୁତ କରିବା ଲାଗି ଭାଜପା ଷଡ଼ଯନ୍ତ୍ର କରୁଛି। ବିଭିନ୍ନ ସୋସିଆଲ ନେଟ୍ଓ୍ବର୍କିଂ ଓ୍ବେବ୍ସାଇଟ୍…
ଅସୁସ୍ଥ ମୁଲାୟମଙ୍କୁ ଭେଟିଲେ ଯୋଗୀ
ଲକ୍ଷ୍ନୌ, ୧୦।୬:ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ସମାଜବାଦୀ ପାର୍ଟି(ଏସ୍ପି) ମୁଖ୍ୟ ମୁଲାୟମ ସିଂହ ଯାଦବଙ୍କୁ ଭେଟିଛନ୍ତି। ଏଥିସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେହି ସମୟରେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଓ ମୁଲାୟମଙ୍କ ଭାଇ…
କଠୁଆ ଗଣ ବଳାତ୍କାର ମାମଲାରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ
ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇଛି। ଅଦାଲତ ବଳାତ୍କାର ଓ ହତ୍ୟା ଅଭିଯୋଗରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିବା ବେଳେ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଅନ୍ୟ ୩ ଜଣଙ୍କୁ ୫ ବର୍ଷ ଲେଖାଏଁ…
ଝୁମ୍ପୁଡି ଘରେ ରାତି ବିତାଇଲେ ସଚିନ
ଜୟପୁର, ୧୦।୬: ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ରବିବାର ସନ୍ଧ୍ୟାରେ ଜାଲୋର ଜିଲାର କାସେଲା ଗ୍ରାମ ପରିଦର୍ଶନରେ ପହଞ୍ଚିଥିଲେ। ସେଠାରେ ଜଣେ କୃଷକଙ୍କ କ୍ଷେତରେ ଥିବା ଝୁମ୍ପୁଡି ଘରେ ରାତି କଟାଇଥିଲେ ସଚିନ। ଝୁମ୍ପୁଡି ଘର ଚାରିପଡେ ସୁରକ୍ଷା ବ୍ୟବସ୍ଥା କଡାକଡି…
ହିମାଚଳରେ ପର୍ଯ୍ୟଟକଙ୍କ ଭିଡ଼: ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ
ଶିମଲା,୧୦।୬: ଗ୍ରୀଷ୍ମ ପ୍ରବାହରେ ସାରା ଦେଶ ସିଝୁଥିବା ବେଳେ ଗରମରୁ ନିସ୍ତାର ପାଇବା ପାଇଁ ଲୋକେ ପାହାଡିଆ ଅଞ୍ଚଳ ମୁହଁା ହେଉଛନ୍ତି। ଏଭଳି ସ୍ଥିତିରେ ଶିମଲା, ମନାଲୀ, ଧର୍ମଶାଳା ଓ ଡଲହୋଜିର ହୋଟେଲ ଗୁଡ଼ିକରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି। ପ୍ରବଳ ଭିଡ଼…
ଜାମିନ ପାଇଁ ହାଇକୋର୍ଟ ଗଲେ ଲାଲୁ
ରାଞ୍ଚି, ୧୦।୬: ଚାରା ଘୋଟାଲାରେ ସମ୍ପୃକ୍ତ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲ୍ ଦଣ୍ଡ ଭୋଗୁଥିବାବେଳେ ଜାମିନ ପାଇଁ ଝାଡଖଣ୍ଡ ହାଇକୋର୍ଟରେ ଆବେଦନ କରିନ୍ତି। ପୂର୍ବରୁ ସେ ସୁପ୍ରିମ କୋର୍ଟରେ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଯାଇଥିଲା। ଏବେ…
୮୦ ଘଣ୍ଟା ହେବ ବୋର୍ଓ୍ବେଲରେ ଫସିଥିବା ଶିଶୁର ଜନ୍ମଦିନରେ ବି ଉଦ୍ଧାର କାର୍ଯ୍ୟ ଜାରି
ଚଣ୍ଡିଗଡ଼,୧୦।୬: ପଞ୍ଜାବର ସୁନମଠାରେ ପାଖାପାଖି ୧୫୦ ଫୁଟ ଗଭିର ବୋରଓ୍ବେଲରେ ଫସି ରହିଥିବା ୨ ବର୍ଷର ଶିଶୁର ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିବା ଜଣାପଡିଛି। କୌଣସି ଅତ୍ୟାଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ…

