ଜାତୀୟ

ମଦ ପିଇବାକୁ ମନାକରିବାରୁ ଯବାନଙ୍କୁ ପିଟିଲେ ଆର୍ମି ମେଜର

ପୁଣେ, ୧୦।୬: ସାଙ୍ଗ ହୋଇ ମଦ ପିଇବାକୁ ମନାକରିବାରୁ ଜଣେ ଯବାନଙ୍କୁ ପିଟିଛନ୍ତି ଆର୍ମି ମେଜରଙ୍କ ସହ ତିନି ଯବାନ। ପୁଣେର ଅର୍ଦ୍ଧ ସୈନ୍ୟ ଷ୍ଟେଶନ ବାରାକରେ ଏଭଳି ଘଟଣା ଘଟିଛି। ଜୁନ୍‌ ୩ ରେ ଏଭଳି ଘଟଣା ଘଟିବା ପରେ…

ରେଳଲାଇନ୍‌ କଡ଼ରେ ଛିଡ଼ା ହୋଇଥିବା ୪ ଯାତ୍ରୀଙ୍କୁ ଧକ୍କା ଦେଲା ରାଜଧାନୀ ଏକ୍ସପ୍ରେସ୍‌

ଲକ୍ଷ୍ନୌ,୧୦।୬: ଉତ୍ତରପ୍ରଦେଶ ଇଟଓ୍ବାଠାରେ ସୋମବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ଇଟଓ୍ବାଠାରେ ଅଓ୍ବଧ ଏକ୍ସପ୍ରେସ୍‌କୁ ରୋକି ଲୁପ୍‌ ଲାଇନ୍‌ରେ ରାଜଧାନୀ ଏକ୍ସପ୍ରେସ୍‌କୁ ପାସ୍‌ କରାଯାଉଥିବାବେଳେ ରେଳ ଲାଇନ୍‌ କଡ଼ରେ ଠିଆ ହୋଇଥିବା ୪ ଯାତ୍ରୀଙ୍କୁ ରାଜଧାନୀ ଏକ୍ସପ୍ରେସ୍‌ ଧକ୍କାଦେଇଥିଲା। ଫଳରେ…

ଅଫେରା ରାଇଜରେ ସାହିତ୍ୟକାର, ଅଭିନେତା ଗିରିଶ କନ୍ନଡ଼

ବେଙ୍ଗାଲୁର୍‌,୧୦।୬: ସାହିତ୍ୟକାର ତଥା ଲୋକପ୍ରିୟ ଅଭିନେତା ଗିରିଶ କନ୍ନଡ଼ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ମଲ୍ଟିପୁଲ୍‌ ଅର୍ଗାନ୍‌ ଫେଲ୍ୟୁର ଯୋଗୁ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ…

ହିଲ୍‌ ଷ୍ଟେଶନ୍‌ ଓଲିରେ ରାଜକୀୟ ବିବାହ: ଅତିଥିଙ୍କୁ ନେବା ଆଣିବାରେ ନିୟୋଜିତ ହେବ ୨ଶହ ହେଲିକପ୍ଟର

ଡେରାଡୁନ୍‌, ୧୦।୬: ଉତ୍ତରାଖଣ୍ଡ ହିଲ୍‌ ଷ୍ଟେଶନ୍‌ ଓଲିରେ ଗୁପ୍ତା ବଦର୍ସଙ୍କ ପୁଅ ବିବାହ ମହାଆଡମ୍ବରରେ ଆୟୋଜିତ ହେଉଛି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥିରେ ୨ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ଅତିଥିଙ୍କୁ ଦିଲ୍ଲୀରୁ ନେବା ଆଣିବାରେ…

ବସିର୍‌ହାଟ ହିଂସା: ଭାଜପା ପାଳନ କଲା କଳା ଦିବସ

କୋଲକତା, ୧୦।୬: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ବସିରହାଟ୍‌ର ସନ୍ଦେଶଖାଲିସ୍ଥିତ ନଜତ୍‌ ଅଞ୍ଚଳରେ ଦଳୀୟ ପତାକାକୁ କେନ୍ଦ୍ର କରି ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏଠାରେ ସୋମବାର କଳାଦିବସ ପାଳନ କରାଯାଇଛି। ରାଜ୍ୟରେ କଶ୍ମୀର ଭଳି…

ସାଧ୍ୱୀ ପ୍ରାଚୀଙ୍କୁ ଆଲିଗଡ଼ ମନା

ଆଲିଗଡ଼,୧୦ା୬(ପି.ଟି.): ହିନ୍ଦୁତ୍ୱବାଦୀ ନେତା ସାଧ୍ୱୀ ପ୍ରାଚୀ ରବିବାର ଆଲିଗଡ଼ର ତପ୍ପାଲ ସହରକୁ ଯାଉଥିବାବେଳେ ଉତ୍ତେଜନା ଆଶଙ୍କାରେ ତାଙ୍କୁ ରୋକାଯାଇଛି। ହତ୍ୟାର ଶିକାର ହୋଇଥିବା ଅଢ଼େଇ ବର୍ଷୀୟା ଝିଅଙ୍କୁ ନ୍ୟାୟ ପ୍ରଦାନ ଦାବିରେ ରୁଣ୍ଡ ହୋଇଥିବା ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସକୁ ବଳ…

୪ ରାଜ୍ୟରେ ଏକାକୀ ଲଢ଼ିବ ଜେଡିୟୁ

ପାଟନା,୧୦ା୬(ଆଇଏଏନ୍‌ଏସ୍‌): ଗତ ଲୋକ ସଭା ନିର୍ବାଚନରେ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରେ ସାମିଲ ହୋଇଥିଲା। ନିର୍ବାଚନ ଶେଷ ହେବା ପରେ ବିହାର ମୁଖ୍ୟମନ୍ତ୍ରୀ ତାଙ୍କ ମନୋଭାବରେ ପରିବର୍ତ୍ତନ କରିଛନ୍ତି। ବିହାର ବାହାରେ ନୀତୀଶ ଏନ୍‌ଡିଏର…

କିଡ୍‌ନୀ ର଼୍ୟାକେଟ୍‌ରେ ୧୩ ଡାକ୍ତର

ନୂଆଦିଲ୍ଲୀ,୧୦ା୬(ଆଇଏଏନ୍‌ଏସ୍‌): ଦିଲ୍ଲୀର ୧୩ ଜଣ ଜଣାଶୁଣା ଘରୋଇ ସର୍ଜନ ଅନ୍ତର୍ଜାତୀୟ କିଡ୍‌ନୀ ପ୍ରତିରୋପଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଜଣାପଡିବା ପରେ ସେମାନେ ଏବେ ଉତ୍ତରପ୍ରଦେଶ ପୋଲିସ୍‌ର ତଦନ୍ତ ପରିସରକୁ ଆସିଛନ୍ତି। ସେମାନଙ୍କ ମଧ୍ୟରେ କେତେଜଣ ୟୁରୋଲୋଜିଷ୍ଟ ମଧ୍ୟ ଅଛନ୍ତି। ଏହି ର଼୍ୟାକେଟ୍‌ର…

ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ଭୋପାଳ,୧୦ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ୮ ବର୍ଷୀୟା ଝିଅଙ୍କ ମୃତଦେହ ରବିବାର ଏକ…

ଏସସିଓରେ ଚାଇନା ରାଷ୍ଟ୍ରପତି ସି ଜନପିଙ୍ଗ୍‌ଙ୍କୁ ଭେଟିବେ ମୋଦି

ନୂଆଦିଲ୍ଲୀ, ୯।୬: ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହେବାପରେ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ସି ଜନପିଙ୍ଗ୍‌ଙ୍କୁ ପ୍ରଥମଥର ପାଇଁ ଭେଟିବାର କାର୍ଯ୍ୟକ୍ରମ ରହିଛି। କିିର୍ଗିିଜିସ୍ତାନର ରାଜଧାନୀ ବିଶକେକଠାରେ ଆୟୋଜିତ ହେବାକୁ ଥିବା ସାଂଘାଇ କୋଅପରେସନ ଅର୍ଗାନାଇଜେସନ (ଏସସିଓ)ର ବୈଠକରେ ଉଭୟ ନେତା ସାକ୍ଷାତ…

ପଶ୍ଚିମବଙ୍ଗ ହିଂସା: ମୋଦିଙ୍କୁ ରିପୋର୍ଟ ଦେବେ ରାଜ୍ୟପାଳ

କୋଲକାତା, ୯।୬: ପଶ୍ଚିମବଙ୍ଗରେ ଚାଲିଥିବା ରାଜନୈତିକ ହିଂସା ଥମିବାର ନାଁ ନେଉନି। ରାଜ୍ୟରେ ପ୍ରତିଦିନ ତୃଣମୂଳ କଂଗ୍ରେସ(ଟିଏମସି) ଏବଂ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ କେଉଁଠି ନା କେଉଁଠି ଗଣ୍ଡଗୋଳ ଲାଗିବାର ଖବର ଆସୁଛି। ଗଣ୍ଡଗୋଳରେ ଉଭୟ ଭାଜପା ଏବଂ ଟିଏମସିର ବହୁ…

ଧୋନୀ ଜଣେ ଦେଶଭକ୍ତ: ଗିରିରାଜ

ଲଣ୍ଡନ,୯।୬: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଭାରତୀୟ ଆର୍ମି ପ୍ରତୀକ ବଳିଦାନ ବ୍ୟାଜ ପରିଧାନ କରିବା ପରେ ଏନେଇ ଏବେ ବିବାଦ ଦେଖାଦେଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?