ଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ…

୧୦୦ ସ୍ପାଇସ୍‌ ବୋମା କିଣିବ ଭାରତ

ନୂଆଦିଲ୍ଲୀ,୮ା୬: ଇସ୍ରାଏଲ୍‌ରୁ ପାଖାପାଖି ୩୦୦ କୋଟି ଟଙ୍କା ବ୍ୟୟରେ ୧୦୦ରୁ ଅଧିକ ସ୍ପାଇସ୍‌ ୨୦୦୦ ବୋମା କିଣିବା ଲାଗି ଭାରତୀୟ ବାୟୁସେନା ଗୁରୁବାର ଚୁକ୍ତି ସ୍ବାକ୍ଷର କରିଛି। ଫେବୃୟାରୀ ୨୬ରେ ପାକିସ୍ତାନର ବାଲାକୋଟରେ ଥିବା ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଧ୍ୱଂସ…

୬ କ୍ୟାବିନେଟ କମିଟିରେ ରାଜନାଥ

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ପ୍ରକାଶ କରିଥିବା କ୍ୟାବିନେଟ କମିଟି ସମ୍ପର୍କିତ ବିଜ୍ଞପ୍ତିରେ ପରିବର୍ତ୍ତନ କରିଛନ୍ତି। ଗୁରୁବାର ପ୍ରକାଶିତ ବିଜ୍ଞପ୍ତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମାତ୍ର ୨ଟି କ୍ୟାବିନେଟ କମିଟିରେ ସଦସ୍ୟ ରଖାଯାଇଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ସମସ୍ତ ୮ଟି କମିଟିରେ…

ନ୍ୟାୟ ପାଇଁ ସୋସିଆଲ ମିଡିଆରେ ଅଭିଯାନ: ଦେଶବ୍ୟାପୀ ଆକ୍ରୋଶ, ବିକ୍ଷୋଭ

ଆଲିଗଡ଼/ନୂଆଦିଲ୍ଲୀ,୮ା୬(ପି.ଟି.):ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଛି, ମସ୍ତିଷ୍କକୁ ଗଳିତ କରାଯାଇଛି ଓ ହାତଗୋଡ଼ ଭାଙ୍ଗି ଦିଆଯାଇଛି। ବଳାତ୍କାରକୁ ଅସ୍ବୀକାର କରାଯାଇ ପାରୁନାହିଁ। ନାବାଳିକଙ୍କ ମୃତଦେହର ବ୍ୟବଚ୍ଛେଦ ରିପୋର୍ଟରୁ ଏହି ବିଷୟ ସାମ୍ନାକୁ ଆସିବା ପରେ ଠଉରାଇ ହୋଇଯାଉଛି ବର୍ବରତା ଓ ନିର୍ମମତାର କେତେ…

କେରଳ ଯାଇ ଗୁରୁଭୟୁର ମନ୍ଦିରରେ ପୂଜା କରିବେ ମୋଦି

ଥିରୁଭାନନ୍ତପୁରମ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କେରଳର ତ୍ରିଶୁଳ ଜିଲାରେ ଥିବା ଗୁରୁଭୟୁର ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସକାଳ ୯ଟା ୩୦ରୁ ୧୦ଟା ୩୦ ମଧ୍ୟରେ ମୋଦି ମନ୍ଦିରରେ ପହଞ୍ଚିବେ…

ବାଟରେ ଅଟକି ଚା’ ପିଇଲେ ରାହୁଲ

ମାଲାପ୍ପୁରମ୍‌,୭।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ୩ଦିନିଆ ଓ୍ବାୟନାଡ ସ୍ତରେ ଯିବା ସମୟରେ ମାଲାପ୍ପୁରମ୍‌ ଜିଲାର ରାସ୍ତା କଡ଼ରେ ଥିବା ଏକ ଦୋକାନରୁ ଚା’ ପିଇବା ପାଇଁ ଅଟକିଥିଲେ। ସେଠାରେ ସେ ତାଙ୍କ ସମର୍ଥକଙ୍କ ସହ ମିଶି ଚା’ ପିଇଥିଲେ।…

ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ

ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍‌ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ ହୋଇ ନ ଥିବା ଅଭିଯୋଗରେ କିଛିଦିନ ତଳେ ଅଟକ ଥିଲେ। ଏହାକୁ ନେଇ କୋର୍ଟ…

ଅଭିନେତା କନରଙ୍କୁ ମିଳିଲା ଜାମିନ

ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି କରନ…

ନିପା ଭାଇରସ୍‌କୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କଥା ହେଲେ ଶୈଳଜା

ଥିରୁଭାନନ୍ତପୁରମ,୭।୬: କେରଳରେ ଗତ ବର୍ଷ ଭଳି ଏବର୍ଷ ମଧ୍ୟ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଏହର ଭୟାବହତାକୁ ଦେଖି କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ଶୁକ୍ରବାର କଥା ହୋଇଛନ୍ତି। ତେବେ ଆବଶ୍ୟକ ପରିମାଣରେ ସହାୟତା…

ଅଯୋଧ୍ୟାରେ ଶ୍ରୀରାମଙ୍କ ମୂର୍ତ୍ତି ଉଦ୍‌ଘାଟନ କଲେ ଯୋଗୀ

ଅଯୋଧ୍ୟା,୭।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଅଯୋଧ୍ୟାରେ ଥିବା ଭଗବାନ ରାମଙ୍କ କୋଦଣ୍ଡ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିଛନ୍ତି। ୭ଫୁଟ ଉଚ୍ଚ ଥିବା ଏହି ପ୍ରତିମାର ବହୁ ମହତ୍ତ୍ୱ ରହିଛି। ରାମଙ୍କ ଏହି ପ୍ରତିମାକୁ କର୍ନାଟକରେ ତିଆରି କରାଯାଇଥିବା ବେଳେ ମାତ୍ର…

ପୋଲିଓ ପୀଡ଼ିତଙ୍କୁ କାନ୍ଧରେ ବୋହି ୮ କିଲୋମିଟର ନେଲେ ଯବାନ

ଛତିଶଗଡ଼,୭।୬: ଛତିଶଗଡ଼ର ଗୁମୋଦି ଗାଁକୁ ସିଆରପିଏଫ୍‌ର ୨୩୧ ବାଟାଲିୟନ ଗୁରୁବାର ପେଟ୍ରୋଲିଂ ପାଇଁ ଯାଇଥିଲେ। ସେହି ସମୟରେ ଉକ୍ତ ଗାଁର ୧୩ ବର୍ଷର ଜଣେ ନାବାଳକ ପୋଲିଓରେ ପୀଡ଼ିତ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା। ଗୁମୋଦି ଗଁା ଦୁର୍ଗମ…

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୭।୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୁର୍ବ ମୌସୁମୀ ବାୟୁ କେର ଛୁଇଁବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଉତ୍ତର ପୂର୍ବ ରାଜ୍ୟ ଯଥା: ଆସାମ, ମେଘାଳୟ, ମଣିପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?