ଜାତୀୟ

ଭାରତର ଖ୍ୟାଦ୍ୟ ମୃତ୍ୟୁ ସହ ସମାନ, ପ୍ରତିବର୍ଷ ଯାଉଛି ୧୫ଲକ୍ଷ ଲୋକଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୭।୬: ପ୍ରତିବର୍ଷ ଭାରତରେ ପ୍ରାୟ ୧୫.୭୩ ଲକ୍ଷ ଲୋକ ଫୁଡ ଫଏଜନିଂରେ ମୃତ୍ୟୁବରଣ କରିଥାନ୍ତି। ଖରାପ ଖାଦ୍ୟ ଖାଇ ମୃତ୍ୟୁବରଣ କରୁଥିବା ମାମଲାରେ ବିଶ୍ୱରେ ଭାରତ ଦ୍ୱିତୀୟ ନମ୍ବର ଓ ଚୀନ ପ୍ରଥମରେ ରହିଛି ବୋଲି ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି।…

ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ

ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶର ଉମରିଆ ଜିଲାର ଜିଲାପାଳ ଏକ ନିଆରା ଉଦାହରଣ ସୃଷ୍ଟି…

ଆଲିଗଡ ବଳାତ୍କାର ଘଟଣାରେ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ: ପ୍ରିୟଙ୍କା

ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାରେ ରାଜନୀତି ଜୋର ଧରିଛି। ଦେଶର ବଡ ବଡ ସେଲିବ୍ରିଟି ଘଟଣାକୁ ନିନ୍ଦା କରିବା ସହ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦେବା ପାଇଁ ନିବେଦନ…

୫ହଜାର ଟଙ୍କା ପାଇଁ ଅଢ଼େଇ ବର୍ଷର ଶିଶୁକୁ ଅତି ନିର୍ମମ ଭାବେ ହତ୍ୟା

ଲକ୍ଷ୍ନୌ,୭।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ମାତ୍ର ୫ହଜାର ଟଙ୍କା ପାଇଁ ଜଣେ ଅଢ଼େଇ ବର୍ଷର ଶିଶୁକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଅଲୀଗଡ଼ର ଟପ୍ପଲ ଥାନା ଅନ୍ତର୍ଗତ ବୁଢ଼ା ଗଁାରେ ପୀଡ଼ିତଙ୍କ ପରିବାର ଅନ୍ୟ ଜଣଙ୍କଠାରୁ…

ଚାରିଧାମ ଯାତ୍ରା: ଗୋଟିଏ ମାସରେ ୪୧ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ହରିଦ୍ୱାର, ୭।୬: ମେ ୭ରୁ ଆରମ୍ଭ ହୋଇଛି ଚାରିଧାମ ଯାତ୍ରା। ଏହି ଯାତ୍ରାକୁ ଶୁକ୍ରବାରକୁ ମାସେ ମାସେ ପୂରିଛି। ଇତିମଧ୍ୟରେ ଏହି ଯାତ୍ରା ସମ୍ରରେ ୪୧ଜଣ ତୀର୍ଥଯାତ୍ରୀ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଅଧିକାଂଶଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା…

ମମତାଙ୍କ ପାଇଁ ରଣନୀତି ପ୍ରସ୍ତୁତ କରିବେ ପ୍ରଶାନ୍ତ କିଶୋର

କୋଲକାତା, ୭।୬: ଗତ ଲୋକ ସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମସି) ଖରାପ ପ୍ରଦର୍ଶନ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜନୈତିକ କୁଟନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କୁ ଭେଟିଛନ୍ତି। ସଚିବାଳୟ ପ୍ରାୟ ୯୦ ମିନିଟ ଧରି ପ୍ରଶାନ୍ତଙ୍କ ସହ ଆଲୋଚନା କରିଥିଲେ ମମତା।…

ଫଳାଫଳ ଆସିବା ପରେ ଆଜି ପ୍ରଥମଥର ବାୟନାଡ ଗସ୍ତରେ ଯିବେ ରାହୁଲ

ଥିରୁଭାନନ୍ତପୂରମ, ୭।୬: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ଶୁକ୍ରବାର ପ୍ରଥମଥର ପାଇଁ କେରଳର ବାୟନାଡ ଗସ୍ତରେ ଯିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ବାୟନାଡ ଲୋକ ସଭା ଆସନରୁ ଜିତିବା ପରେ ରାହୁଲ ଦୁଇଦିନିଆ ଗସ୍ତରେ ସେଠାକୁ ଯିବେ…

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ ପୋଲିସ ଅଫିସର ବୋଲି ଜଣାପଡିଛି। ଗୁରୁବାର ସନ୍ଧ୍ୟାରୁ ଚାଲିଥିବା ଅପରେଶନରେ ଶୁକ୍ରବାର ସକାଳୁ ସେନାକୁ…

ସିଦ୍ଧୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇଲେ

ଚଣ୍ଡିଗଡ଼,୭ା୬(ପି.ଟି.)-ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଗୁରୁବାର ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିରେ ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇବାକୁ ପଡିଛି। ତାଙ୍କଠାରୁ ସ୍ବାୟତ୍ତ ଶାସନ, ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ କାଢ଼ି ନିଆଯାଇ ଶକ୍ତି ବିଭାଗ…

ନୀତି ଆୟୋଗ ପୁନର୍ଗଠିତ

ନୂଆଦିଲ୍ଲୀ୍‌,୭ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୀତି ଆୟୋଗର ପୁନର୍ଗଠନ କରିଛନ୍ତି। ଏଥିରେ ସେ ପୂର୍ବଭଳି ରାଜୀବ କୁମାରଙ୍କ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଏଥିରେ ଏକ୍ସ ଅଫିସିଓ ସଦସ୍ୟ ରଖାଯାଇଛି। ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,…

ତେଲେଙ୍ଗାନା କଂଗ୍ରେସରେ ବିଦ୍ରୋହ

ହାଇଦ୍ରାବାଦ,୭ା୬ (ଆଇଏଏନ୍‌ଏସ୍‌):ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଗୁରୁବାର ତେଲେଙ୍ଗାନାରେ ଦଳକୁ ବଡ଼ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ୧୨ ବିଧାୟକ ଦଳ ଛାଡ଼ି ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆରଏସ୍‌)ରେ ଯୋଗଦେଇଛନ୍ତି। ଏହାସହ ସେମାନେ…

୧୩ରେ ଏସ୍‌ସିଓ ସମ୍ମିଳନୀ:ହେବନି ମୋଦି-ଇମ୍ରାନ ବୈଠକ

ନୂଆଦିଲ୍ଲୀ,୭ା୬(ପି.ଟି.):ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ଶିଖର ସମ୍ମିଳନୀ ଆସନ୍ତା ୧୩ ଓ ୧୪ ତାରିଖରେ କିର୍ଗିଜ୍‌ସ୍ତାନ ରାଜଧାନୀ ବିଶ୍‌କେକ୍‌ଠାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ ଖାନ୍‌ ମଧ୍ୟ ଯୋଗଦେବେ। ତେବେ ଏହି ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?