୧୫ ଦଳକୁ ମିଳିଛି ‘ନୋଟା’ଠୁ କମ୍ ଭୋଟ
ନୂଆଦିଲ୍ଲୀ,୭ା୬:ସପ୍ତଦଶ ଲୋକ ସଭାକୁ ୩୬ ରାଜନୈତିକ ଦଳର ପ୍ରତିନିଧି ନିର୍ବାଚିତ ହୋଇ ଆସିଥିବାବେଳେ ୧୫ଟି ଦଳ ‘ନୋଟା’(ନନ୍ ଅଫ୍ ଦ ଆବଭ୍) ଠାରୁ କମ୍ ସଂଖ୍ୟକ ଭୋଟ ପାଇଥିବା ଜଣାପଡ଼ିଛି। ଏହି ଦଳଗୁଡ଼ିକ ମଧ୍ୟରୁ ଅନେକ ନାମକୁ ମାତ୍ର ନିର୍ବାଚନ ରଣାଙ୍ଗନରେ…
୮ କ୍ୟାବିନେଟ କମିଟିରେ ଶାହ
ନୂଆଦିଲ୍ଲୀ,୭ା୬(ଆଇଏଏନ୍ଏସ୍):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡିକର ପୁନର୍ଗଠନ କରିଥିଲାବେଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଗଠିତ ୮ଟି ଯାକ କ୍ୟାବିନେଟ କମିଟିରେ ଶାହଙ୍କୁ ନିଆଯାଇଥିବାବେଳେ ଅନ୍ୟତମ ବରିଷ୍ଠ ଭାଜପା ନେତା ତଥା…
ଡାକ୍ତରଙ୍କ ସ୍ତ୍ରୀଙ୍କୁ ହତ୍ୟା କଲେ ରୋଗୀ
ଇନ୍ଦୋର, ୬।୬: ମଧ୍ୟପ୍ରଦେଶର ଇନ୍ଦୋରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କ ସ୍ତ୍ରୀଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ଡାକ୍ତରଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ମୁଖ ସମ୍ବନ୍ଧୀୟ ରୋଗରେ ପୀଡିତ ଥିବା…
ଇମ୍ରାନଙ୍କୁ ଭେଟିବେ ନାହିଁ ମୋଦି
ନୂଆଦିଲ୍ଲୀ, ୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ପାକିସ୍ତାନ ବିଦେଶ ସଚିବ ସୋହେଲ ମେହମୁଦ ଭାରତ ଗସ୍ତରେ ଆସିଛନ୍ତି। ଚଳିତ…
ବଙ୍ଗାଳୀ ଝିଅଙ୍କୁ ବାର୍ ଡ୍ୟାନ୍ସର କହି ଅଡୁଆରେ ରାଜ୍ୟପାଳ
ଶିଲଂ, ୬।୬: ବଙ୍ଗାଳୀ ଝିଅଙ୍କୁ ବାର୍ ଡ୍ୟାନ୍ସର କହି ଅଡୁଆରେ ପଡିଯାଇଛନ୍ତି ମେଘାଳୟ ରାଜ୍ୟପାଳ ତଥାଗତ ରାୟ। ସେ କହିଛନ୍ତି, କେଉଁ ଯୁଗରେ ପଶ୍ଚିମବଙ୍ଗ ପ୍ରସିଦ୍ଧ ଥିଲା, ଏବେ ସେ ତା’ର ମହାନତା ହରାଇ ବସିଛି। ବଙ୍ଗାଳୀ ପୁଅମାନେ ଏବେ ଚଟାଣ…
ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ
ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱାଧୀନ ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ)ରେ ଯୋଗ ଦେବାକୁ ଚାହୁଁଛନ୍ତି। ଏନେଇ ସେମାନେ ବିଧାନସଭା ବାଚସ୍ପତିଙ୍କୁ…
କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ
ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଥିବା ସିଦ୍ଧୁ ଖୋଲାଖୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହଙ୍କୁ ସମାଲୋଚନା କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ଡକାଇଥିବା…
ପରାଜୟର କାରଣ ଜାଣିବା ଲାଗି ବୁଥ୍ସ୍ତରୀୟ ରିପୋର୍ଟ ଲୋଡିଲେ ରାହୁଲ
ନୂଆଦିଲ୍ଲୀ, ୬।୬: ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ପରାଜୟ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବେଶ୍ ମର୍ମାହତ ହୋଇଛନ୍ତି। ପରାଜୟର ପ୍ରକୃତ କାରଣ ଜାଣିବା ଲାଗି ସେ ବୁଥ୍ସ୍ତରୀୟ ରିପୋର୍ଟ ରାଜ୍ୟ ପ୍ରଭାରୀଙ୍କଠାରୁ ଲୋଡିଛନ୍ତି। ଏହା ଅନୁସାରେ…
ରାମମନ୍ଦିର ନିର୍ମାଣ ନେଇ ସୁବ୍ରମଣିୟମ୍ ସ୍ବାମୀ ଓ ସଞ୍ଜୟ ରାଓ୍ବତ ମୋଦିଙ୍କୁ ଦେଲେ ପରାମର୍ଶ
ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନ ସମୟରେ ରାମ ମନ୍ଦିର ବିବାଦଠାରୁ ଭାଜପା ଦୂରେଇ ରହିଥିଲା। ତେବେ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ ପରେ ପୁଣିଥରେ ଦେଶରେ ରାମମନ୍ଦିର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମର୍ମରେ ଭାଜପା ସଦସ୍ୟ ସୁବ୍ରମଣିୟମ୍ ସ୍ବାମୀ…
ମୋଦିଙ୍କୁ ଭେଟିଲେ କମଳନାଥ
ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ଗୁରୁବାର ସାକ୍ଷାତ୍ କରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ସୌଜନ୍ୟମୂଳକ ଆଲୋଚନା ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଲୋକ ସଭା ନର୍ବାଚନ ସମୟରେ ଦୁଇ ନେତା ପରସ୍ପର ଉପରକୁ କାଦୁଅ ଫିଙ୍ଗାଫିଙ୍ଗି ହୋଇଥିଲେ। କମଳନାଥ…
ବ୍ଲୁଷ୍ଟାର ଅପରେଶନ୍କୁ ପୂରିଲା ୩୫ ବର୍ଷ: ୩ ଦିନରେ ୪ଶହ ୯୨ ଲୋକଙ୍କ ଘଟିଥିଲା ମୃତ୍ୟୁ; ୮୩ ଯବାନ ହୋଇଥିଲେ ଶହୀଦ୍
ଅମୃତସର,୬।୬: ପଞ୍ଜାବ ଅମୃତସରରେ ଥିବା ସ୍ବର୍ଣ୍ଣମନ୍ଦିରରେ ୩୫ ବର୍ଷ ତଳେ ବ୍ଲୁଷ୍ଟାର ଅପରେଶନ ହୋଇଥିଲା। ୧୯୮୪ ଜୁନ୍ ୩ରୁ ୬ ମଧ୍ୟରେ ଏହି ୩ ଦିନିଆ ଅପରେଶନ୍ରେ ୪ଶହ ୯୨ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ସେନାର ୪ ଅଧିକାରୀଙ୍କ…
ସେଲଫି ନେବାକୁ ଆସିଥିବା ଯୁବକଙ୍କୁ ଠେଲିଦେଲେ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ, ୬।୬: ସେଲଫି ନେବାକୁ ଆସିଥିବା ଜଣେ ଯୁବକଙ୍କୁ ଠେଲିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର। କରନଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇଥିବାବେଳେ ଜଣେ ଯୁବକ ଖଟ୍ଟରଙ୍କ ପାଖକୁ ସେଲଫି ନେବାକୁ ଆସିଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ଯୁବକଙ୍କୁ ଠେଲି…

