ଜାତୀୟ

୩ ନୂଆ କ୍ୟାବିନେଟ କମିଟି ଗଠିତ: ବିକାଶ, ନିଯୁକ୍ତି, ସୁରକ୍ଷାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୬ା୬ : ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରି ନୂତନ କର୍ମନିଯୁକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ପଦକ୍ଷେପ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର। ଏଥିସହ ଜାତୀୟ ନିରାପତ୍ତାକୁ ମଧ୍ୟ ସରକାର ବିଶେଷ…

ପରଲୋକରେ ଉତ୍ତରାଖଣ୍ଡ ଅର୍ଥମନ୍ତ୍ରୀ

ଡେରାଡୁନ,୫।୬: ଉତ୍ତରାଖଣ୍ଡର ଅର୍ଥମନ୍ତ୍ରୀ ପ୍ରକାଶ ପନ୍ତଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘ ଦିନରୁ ଅସୁସ୍ଥ ଥିବା ପ୍ରକାଶ ଆମେରିକାର ୟୁନିଭର୍ସିଟି ଅଫ୍‌ ଟେକ୍ସାସ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ପନ୍ତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୩ଶହ ଟନର ବିଶାଳକାୟ ବିଷ୍ଣୁଙ୍କ ପ୍ରତିମା

ବେଙ୍ଗାଲୁରୁ,୫।୬: ବେଙ୍ଗାଲୁରୁର ବିବେକାସ୍ବାମୀ ନଗରରେ ଥିବା କୋଠାନ୍ଦ୍ରମାସ୍ବାମୀ ମନ୍ଦିର ପରିସରରେ ଖୁବ ଶୀଘ୍ର ସ୍ଥାପନ କରାଯିବ ବିଷ୍ଣୁଙ୍କର ବିଶାଳ ପ୍ରତିମା। ମୂର୍ତ୍ତିଟିର ଉଚ୍ଚତା ୬୪ ଫୁଟ ରହିଥିବା ବେଳେ ଏହାର ଲମ୍ବ ୨୬ ଫୁଟ ରହିଛି। ଆଉ ଏହାର ଓଜନ ୩୦୦…

ନମାଜ ପଢୁଥିବାବେଳେ ଚଢିଗଲା କାର୍‌

ନୂଆଦିଲ୍ଲୀ, ୫।୬: ବୁଧବାର ସାରା ଦେଶରେ ଇଦ୍‌-ଉଲ୍‌-ଫିତର ଧୂମଧାମରେ ପାଳନ କରାଯାଉଥିଲାବେଳେ ରାଜଧାନୀ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଖୁରେଜିରେ ମୁସଲମାନ ସମ୍ପ୍ରଦାୟର ଲୋକେ ଇଦ୍‌ ନମାଜ ପଢୁଥିବାବେଳେ ସେମାନଙ୍କ ଉପରକୁ ଏକ କାର୍‌ ମାଡିଯାଇଥିଲା। ଫଳରେ ୧୭ ଜଣ…

ପାଖେଇ ଆସିଲା ମମତାଙ୍କ ଏକ୍ସପାଏରି ଡେଟ୍‌: ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୫।୬: କେନ୍ଦୀୟ ମନ୍ତ୍ରୀ ଓ ଭାଜପା ନେତା ବାବୁଲ ସୁପ୍ରିୟୋ ଟିଏମ୍‌ସି ମୁଖ୍ୟ ତଥା ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ଟିମ୍‌ସିର ନେତୃତ୍ୱରେ ରାଜନୀତି କରୁଥିବା ଲୋକ ପୁରୁଣା ଯୁଗର ହୋଇଥିବା ବେଳେ ହିଂସାରେ ଲିପ୍ତ ରହିଛନ୍ତି।…

୪୮ ଘଣ୍ଟା ପରେ ବି ଏଏନ୍‌-୩୨ର ମିଳିନି ପତ୍ତା

ନୂଆଦିଲ୍ଲୀ,୫।୬: ନିଖୋଜ ଥିବା ବାୟୁସେନା ବିମାନ ଏଏନ୍‌-୩୨ ୪୮ ଘଣ୍ଟାରେ ବିତ୍ତିଯାଇଥିଲେ ମଧ୍ୟ ଏଯାଏଁ ପତ୍ତା ମିଳିପାର ନାହିଁ। ବିମାନ ନିଖୋଜ ହେବା ପରେ ଏହା ସମ୍ପର୍କୀତ ଏକ ଖବର ସାମ୍‌ନାକୁ ଆସିଥିଲା। ମିଳିଥିବା ସୂଚନା ଅନୁସାରେ ବିମାନ ଏଏନ୍‌-୩୨ରେ ଯେଉଁ…

ଇଦ୍‌ ଅବସରରେ ସୀମାରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେଲେ ଭାରତୀୟ ସେନା

ଅମୃତସର,୫।୬: ପଞ୍ଜାବ ଅମୃତଶରର ଅଟାରୀ ଓ୍ବାଘା ସୀମାରେ ଭାରତୀୟ ସେନା ଇଦ୍‌ ଅବସରରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି। ସାରା ବିଶ୍ୱରେ ଇଦ୍‌ ପର୍ବ ପାଳିତ ହେଉଥିବା ବେଳେ ସୀମାରେ ମଧ୍ୟ ଭାଇଚାରାର ସମ୍ପର୍କ ଦେଖିବାକୁ ମିଳିଛି।…

ପ୍ରକାଶ ପାଇଲା ନିଟ୍‌ ପରୀକ୍ଷା ଫଳ: ସର୍ବୋଚ୍ଚ ସ୍ଥାନରେ ନଳିନ୍‌

ନୂଆଦିଲ୍ଲୀ,୫।୬: ପ୍ରକାଶ ପାଇଛି ୨୦୧୯ ନିଟ୍‌(NEET) ପରୀକ୍ଷା ଫଳ। ଏଥିରେ ରାଜସ୍ଥାନର ନଳିନ୍‌ ଖଣ୍ଡେଲଓ୍ବାଲ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ମୋଟ ୭୨୦ରୁ ସେ ପାଇଛନ୍ତି ୭୦୧ ନମ୍ବର। ଦିଲ୍ଲୀର ଭାବିକ ବଂସାଲ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ତୃତୀୟ ସ୍ଥାନରେ…

ମାୟାବତୀଙ୍କୁ ମୁଁ ସମ୍ମାନ କରେ: ଅଖିଳେଶ

ଲକ୍ଷ୍ନୌ,୫।୬: ଏସ୍‌ପି-ବିଏସ୍‌ପି ମେଣ୍ଟରେ ଫାଟ ସୃଷ୍ଟି ହେବା ପରେ ମାୟାବତୀ ଏକ ପ୍ରକାର ଅଖିଳେଶଙ୍କଠାରୁ ମୁହଁ ଫେରାଇ ନେଇଛନ୍ତି କହିଲେ ଚଳେ। ମେଣ୍ଟ ନ ହେଲେ ବି ଅଖିଳେଶ ମାୟାବତୀଙ୍କୁ ସମ୍ମାନ କରନ୍ତି ବୋଲି କହିଛନ୍ତି। ବୁଧବାର ଏକ ସାକ୍ଷାତ୍‌କାରରେ ଅଖିଳେଶ…

ପିତା ହେଲେ ୨୬ ସପ୍ତାହ ଛୁଟି ସହ ୭୦ ହଜାର ଟଙ୍କା ସହାୟତା ଦେବ ‘ଜୋମାଟୋ’

ନୂଆଦିଲ୍ଲୀ, ୫।୬: ମହିଳାଙ୍କ ଭଳି ପୁରୁଷ କର୍ମଚାରୀଙ୍କୁ ପିତୃକାଳୀନ ଛୁଟି ପ୍ରଦାନ କରିବ ଫୁଡ ଏଗ୍ରିଗେଟର କମ୍ପାନୀ ‘ଜୋମାଟୋ’। କମ୍ପାନୀର ଯେଉଁ କର୍ମଚାରୀ ପିତା ହେବେ ତାଙ୍କୁ ୨୬ ସପ୍ତାହ ଛୁଟି ଦିଆଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ତା’ସହିତ…

ଇଦ୍‌ରେ ଅଶାନ୍ତ ଶ୍ରୀନଗର: ଜାମିଆ ମସଜିଦ୍‌ ଆଗରେ ଲାଗିଲା ଆଇଏସ ପତାକା

ଶ୍ରୀନଗର, ୫।୬: ସାରା ଦେଶରେ ବୁଧବାର ଆନନ୍ଦଉଲ୍ଲାସରେ ଇଦ୍‌ ପାଳନ ଚାଲିଥିବାବେଳେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ଇଦ ପ୍ରାର୍ଥନା ପରେ ଜାମିଆ ମସଜିଦ ନିକଟରେ ସୁରକ୍ଷାକର୍ମୀଙ୍କୁ କିଛି ଲୋକ ଟେକା ପଥର ମାଡ କରି ଆତଙ୍କୀ ସଂଗଠନ ଆଇଏସର…

ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଶାୟୀ ମାୟାବତୀ

ମେରଠ,୫।୬: ଉତ୍ତର ପ୍ରଦେଶରେ ଏସ୍‌ପି-ବିଏସ୍‌ପି ଦୀର୍ଘ ବର୍ଷର ଶତ୍ରୁତାକୁ ଭୁଲି ଗତ ଲୋକ ସଭା ନିର୍ବାଚନରେ ଏକାଠି ହୋଇଥିଲେ। ଚଳିତବର୍ଷ ଜାନୁୟାରୀରେ ହିଁ ଦୁଇ ଦଳର ମୁଖ୍ୟ ଏକ ଖବରଦାତା ସମ୍ମିଳନୀରେ ଏକାଠି ହୋଇଥିବା ଘୋଷଣା କରିଥିଲେ। ସେତେବେଳେ ରାଜନୈତିକ ବିଶେଷଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?