ପୁଣିଥରେ କେରଳକୁ ନିପା ଭାଇରସ୍ ଭୟ
ଥିରୁଭାନନ୍ତପୁରମ,୩।୬: କେରଳର ଜଣେ ୨୩ ବର୍ଷୀୟ ବ୍ୟକ୍ତି ନିପା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାଥମିକ ଅବସ୍ଥାରେ ତାଙ୍କ ଦେହରେ ନିପା ଭାଇରସ୍ର ଲକ୍ଷଣ ଦେଖାଯାଇଥିବା କୁହାଯାଉଛି। ସୋମବାର କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ଏହାକୁ…
କାରଗିଲ୍ ଯୋଦ୍ଧା ବିଦେଶୀ ଘୋଷିତ ମାମଲା: ଯାଞ୍ଚ୍ ଅଧିକାରୀଙ୍କ ଉପରେ ଉଠିଲା ଅଙ୍ଗୁଳି
ନୂଆଦିଲ୍ଲୀ,୩।୬: କାରଗୀଲ୍ ଯୋଦ୍ଧା ମହମ୍ମଦ ସନାଉଲ୍ଲାହଙ୍କୁ ଏନଆର୍ସି ଆଇନ ଅନ୍ତର୍ଗତ ବିଦେଶୀ ଘୋଷଣା ମାମଲାରେ ନୂଆ ମୋଡ଼ ଆସିଛି। ଯାଞ୍ଚ୍ ଅଧିକାରୀଙ୍କ ଉପରେ ଏନେଇ ଅଙ୍ଗୁଳି ଉଠିଛି। ଅଧିକାରୀମାନେ ସାକ୍ଷୀଙ୍କ ବୟାନ ନ ନେଇ ଯାଞ୍ଚ୍ କରିଥିବା ସନାଉଲ୍ଲ୍ଲାହଙ୍କ ସମ୍ପର୍କୀୟ ପଜୁଲୁଲ୍…
ମମତା ‘ରାମ ନାମ’ ନେଲେ ଖରାପ ଶକ୍ତିର ପ୍ରଭାବ କମିଯିବ: ଭାଜପା ନେତା
ନୂଆଦିଲ୍ଲୀ,୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଭାଜପା ଟାର୍ଗେଟରେ। ଜୟ ଶ୍ରୀରାମକୁ ନେଇ ଉଭୟ ଦଳ ଭିତରେ ଚାଲିଥିବା ତୁତୁ ମେମେ ଏବେ ଚରମ ସୀମାରେ ପହଞ୍ଚିଛି। ରବିବାର ଦିଲ୍ଲୀର ଭାଜପା ନେତା ପ୍ରବୀଣ ଶଙ୍କର କପୁର କହିଛନ୍ତି ମମତା…
ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ
ଜଲନ୍ଧର,୩।୬: ଜଲନ୍ଧର ସହରରେ ୮ବର୍ଷର ନାବାଳିକା ସହ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ପିଟି ପଟି ମାରି ଦେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ଦିନ ଘରେ କେହି ନ ଥିବା ବେଳେ ନାବାଳିକା ଜଣଙ୍କ ଏକୁଟିଆ ଥିଲେ।…
ମହିଳାଙ୍କ ପାଇଁ କେଜରିଓ୍ବାଙ୍କ ବଡ ଉପହାର
ନୂଆଦିଲ୍ଲୀ,୩।୬: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ବଡ ଉପହାର ଦେଇଛନ୍ତି। ଏବେ ରାଜଧାନୀରେ ମହିଳାମାନେ ସରକାରୀ ବସ୍, କ୍ଲଷ୍ଟର ବସ୍ ଓ ମେଟ୍ରୋ ଟ୍ରେନ୍ରେ ମାଗଣାରେ ଯାତ୍ରା କରିପାରିବେ। ସୋମବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏହି…
ଡୋଭାଲ୍ଙ୍କୁ କ୍ୟାବିନେଟ୍ ର଼୍ୟାଙ୍କ୍: ବଢ଼ିଲା କାର୍ଯ୍ୟକାଳ
ନୂଆଦିଲ୍ଲୀ,୩।୬: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ୍ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ୍ ର଼୍ୟାଙ୍କ୍ ପ୍ରଦାନ କରିଛନ୍ତି। ଏହା ସହିତ ସେ ଏହି ପଦବୀରେ ଆଗାମୀ ୫ ବର୍ଷ ପାଇଁ କାମ କରିବେ ବୋଲି କୁହାଯାଉଛି। ମୋଦି ସରକାରଙ୍କ ସହିତ ସେ…
ଆକ୍ସନ୍ ମୋଡ୍ରେ ଶାହ: ଆଭ୍ୟନ୍ତରୀଣ ସୁରକ୍ଷା ନେଇ ଡୋଭାଲ-ର-ଆଇବି ମୁଖ୍ୟଙ୍କ ସହ କଲେ ବୈଠକ
ନୂଆଦିଲ୍ଲୀ,୩।୬: ଭାର ସମ୍ଭାଳିବା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବେ ଆକ୍ସନ୍ ମୋଡ୍କୁ ଆସିଛନ୍ତି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନେଇ ସେ ସୋମବାର ସୁରକ୍ଷା ପରାମର୍ଶ ଦାତା ଅଜିତ୍ ଡୋଭାଲ, ର ମୁଖ୍ୟ, ଆଇବି ମୁଖ୍ୟ ତଥା ସ୍ବରାଷ୍ଟ୍ର ସଚିବଙ୍କ…
ରବର୍ଟ ଭଦ୍ରାଙ୍କୁ ମିଳିଲା ବିଦେଶ ଯିବା ଅନୁମତି: ଯାଇପାରିବେ ଆମେରିକା-ନେଦରଲାଣ୍ଡ; ଇଂଲଣ୍ଡ ମନା
ନୂଆଦିଲ୍ଲୀ,୩।୬: ମନି ଲାଉଣ୍ଡରିଂ ମାମଲାରେ ରବର୍ଟ ଭଦ୍ରାଙ୍କୁ ଦିଲ୍ଲୀର ଏକ କୋର୍ଟ ସୋମବାର ବିଦେଶ ଯିବାକୁ ଅନୁମତି ଦେଇଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ସେ ବିଦେଶ ଯିବାକୁ କୋର୍ଟଙ୍କ ଅନୁମତି ଲୋଡିଥିଲେ। କୋର୍ଟ ପକ୍ଷରୁ ଆବେଦନ ବିଚାର କରାଯାଇ ଏଭଳି…
ସାଇକେଲ ଚଢି ଅଫିସ ଗଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ନୂଆଦିଲ୍ଲୀ,୩।୬: ଚାନ୍ଦିନୀ ଚୌକ ଏମ୍ପି ଡା. ହର୍ଷବର୍ଦ୍ଧନ ସୋମବାର ପ୍ରଥମ ଦିନରେ ନିର୍ମାଣ ଭବନ ଯାଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓ୍ବାର୍ଲଡ ବାଇସାଇକେଲ ଡେ’ ଅବସରରେ ସେ ସାଇକେଲ ଚଲାଇ ନିଜ କାର୍ଯ୍ୟାଳୟକୁ…
ବିଜେପି କାର୍ଯ୍ୟାଳୟ ତାଲା ଭାଙ୍ଗି ନିଜ ଦଳର ନାଁ ଲେଖିଲେ ମମତା
କୋଲକାତା,୩।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀ ରାମ’ ରାଜନୀତି ତେଜିବାରେ ଲାଗିଛି। ଦୁଇ ଦଳ ମଧ୍ୟରେ ପରସ୍ପର କାର୍ଯ୍ୟାଳୟ ଉପରେ ଦଖଲକୁ ନେଇ ଏବେ ବୟାନବାଜି ଆରମ୍ଭ ହୋଇଛି। ଉତ୍ତର ୨୪ ପ୍ରାଙ୍ଗନା ଜିଲାରେ ଥିବା ଭାଜପା କାର୍ଯ୍ୟାଳୟକୁ ଭାଙ୍ଗିବା ପାଇଁ…
ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ
ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ ଭାଷାକୁ ଅନିବାର୍ଯ୍ୟ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ଦକ୍ଷିଣ ରାଜ୍ୟ ଗୁଡ଼ିକ ଏହାର ବିରୋଧ…
ସିଆଚେନ୍ ପହଞ୍ଚିଲେ ରାଜନାଥ
ନୂଆଦିଲ୍ଲୀ,୩।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ରାଜନାଥ ସିଂ ସୋମବାର ସିଆଚେନ୍ ଗ୍ଲାସିୟର ପହଞ୍ଚିଛନ୍ତି। ସେଠାରେ ସେ ସୁରକ୍ଷା ବ୍ୟବସ୍ଥା ଓ ଯବାନମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିବେ। ତାଙ୍କ ସହ ସେନା ମୁଖ୍ୟ ବିପିନ…

