ଜାତୀୟ

ନାଥୁରାମ ଗଡ୍‌ସେଙ୍କୁ ପ୍ରଶଂସା କରିଥିବା ଆଇଏଏସ୍‌ ଅଧିକାରୀଙ୍କ ଉପରେ ଖପ୍ପା ହେଲା କଂଗ୍ରେସ

ନୂଆଦିଲ୍ଲୀ,୨।୬: କଂଗ୍ରେସ ପ୍ରବକ୍ତା ରଣଦୀପ ସିଂ ସୁରଜଓ୍ବୋଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ଆଇଏଏସ୍‌ ଅଧିକାରୀ ନିଧି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ନୀଧିଙ୍କ ଭୁଲ୍‌ ହେଲା ସେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କର ପ୍ରଶଂସା କରିଛନ୍ତି।…

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଏହି ସୁବିଧା ଉପଲବ୍ଧ ହେବ। ସମ୍ପ୍ରତି ବିମାନ ବନ୍ଦରରେ ଥିବା ମେଟାଲିକ୍‌ ବଡ଼ିସ୍କାନର…

ଭାରତରେ ୫-ଜି ସୁବିଧା ମିଳିବାରେ ହେବ ବିଳମ୍ବ !

ନୂଆଦିଲ୍ଲୀ,୨।୬: ଭାରତରେ ୫-ଜି ସୁବିଧା ମିଳିବାରେ ବିଳମ୍ବ ହେବାର ସମ୍ଭାବନା ରହିଛି। ଦେଶରେ ମୋବାଇଲ୍‌ ଇନଫ୍ରାଷ୍ଟକଚର କାର୍ଯ୍ୟ ଧୀରେ ଧୀରେ ହେଉଥିବାରୁ ୨୦୨୦ ସୁଦ୍ଧା ମଧ୍ୟ ଭାରତରେ ୫-ଜି ସୁବିଧା ମିଳି ପାରିବ ନାହିଁ ବୋଲି କୁହାଯାଉଛି। ମୋଦି ସରକାର ଶୀଘ୍ର…

୧୦ଲକ୍ଷ ପୋଷ୍ଟକାର୍ଡରେ ‘ଜୟ ଶ୍ରୀରାମ’ ଲେଖି ମମତାଙ୍କ ପାଖକୁ ପଠାଇବ ଭାଜପା

କୋଲକାତା,୨।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀରାମ’ ସ୍ଲୋଗନକୁ ନେଇ ବିବାଦ ଚରମ ସୀମାରେ ପହଞ୍ଚିଛି। ଶନିବାର ଉତ୍ତର ୨୪ ପ୍ରଗଣାଠାରେ ତ୍ରୁଣମୂଳ କଂଗ୍ରେସର ଏକ ସଭା ନିକଟରେ କେତେଜଣ ଭାଜପା କର୍ମୀ ‘ଜୟ ଶ୍ରୀରାମ’ ସ୍ଲୋଗନ ଦେବାରୁ ହିଂସା ପରିସ୍ଥିତି ଉପୁଜିଥିଲା।…

ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ

ପୁଡୁଚେରୀ,୨।୬: ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଅଧ୍ୟକ୍ଷତାରେ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଛି। ଜୁନ୍‌ ୩ରେ ପୁଡୁଚେରୀ ବିଧାନସଭାରେ ବାଚସ୍ପତି ପଦବୀ ଲାଗି ନିର୍ବାଚନ କରାଯିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କ ସହିତ ଏନେଇ ଆଲୋଚନା…

ଇୟର ଫୋନ୍‌ ହେଲା କାଳ: ଦୁର୍ଘଟଣା ପରେ ପତ୍ନୀଙ୍କୁ ଭିଡିଓ କଲ୍‌ କରି ମୃତ୍ୟୁ କୋଳରେ ଶୋଇଗଲେ ଯୁବକ

ପାଟନା,୨।୬: ବିହାରର ବେଗୁସରାଇରେ ଇୟର ଫୋନ୍‌ ଲଗାଇ ବାଇକ୍‌ ଚଲାଇବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଜାତୀୟ ରାଜପଥ ୨୮ରେ ରାଜାରାମ ପଣ୍ଡିତ ନାମକ ଜଣେ ଯୁବକ କାନରେ ଇୟରଫୋନ୍‌ ଲଗାଇ ବାଇକ୍‌ ଚଲାଇ ଯାଉଥିଲେ। ଏହି ସମୟରେ ଏକ ଟ୍ରକ୍‌…

ଜୀବନକୁ ବାଜି ଲଗାଇ ଜହର ଖାଇଥିବା ସାପକୁ ବଞ୍ଚାଇଲେ ଆଇଟି ଅଧିକାରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୨।୬: ମଣିଷ ଏବଂ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ନିଆରା। ପରିବେଶ ସନ୍ତୁଳନରେ ପ୍ରାଣୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଜୀବେଦୟାକୁ ଭାରତୀୟ ସମାଜ ଅତିପୁରାତନ କାଳରୁ ଗୁରୁତ୍ୱ ଦେଇଥାଏ। ମଧ୍ୟପ୍ରଦେଶର ଜଣେ ଆଇଟି ଅଧିକାରୀ ନିଜ ଜୀବନକୁ ବାଜି ଲଗାଇ ଜହର…

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି କ୍ରମରେ ପ୍ରତିରକ୍ଷା ବିଭାଗ ମିଳିଥିବା ପୂର୍ବତନ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ଦାୟିତ୍ୱ ବହନ…

ଶପଥ ନେଲେ ବିହାର ସମ୍ପ୍ରସାରିତ ମନ୍ତ୍ରୀମଣ୍ଡଳର ସଦସ୍ୟ

ପାଟନା,୨।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ରବିବାର କରାଯାଇଛି। ଏଥିରେ ୮ ଜେଡିୟୁ ନେତା ସାମିଲ ହେବା ସହ ରାଜଭବନରେ ଶପଥ ନେଇଛନ୍ତି। ସୂଚନାଯୋଗ୍ୟ, ଏଥର କେବଳ ଜେଡିୟୁ କୋଟା ଥିବାରୁ ଏଥିରେ କୌଣସି ଭାଜପା ନେତାଙ୍କୁ ସାମିଲ…

ଛାଡ଼ପତ୍ରର ୧୦ ମାସ ପରେ ଜନ୍ମ ହେଲା ପୁତ୍ର: ଡିଏନ୍‌ଏ ଟେଷ୍ଟ ପରେ ପୁଣି ବିବାହ କଲେ ମାତାପିତା

ଝଜ୍ଜର,୨।୬: ଛାଡ଼ପତ୍ର ହୋଇଥିବା ଦମ୍ପତିଙ୍କର ପୁଣି ଥରେ ବିବାହ କରାଇଛି ନବଜାତ ଶିଶୁପୁତ୍ର। ଏଭଳି ଏକ ରୋଚକ ଘଟଣା ହରିୟାଣାର ଝଜ୍ଜରରେ ଘଟିଛି। ଏଠାରେ ୪ବର୍ଷ ତଳେ ବିବାହ କରିଥିବା ଦମ୍ପତିଙ୍କର କୌଣସି କାରଣରୁ ଛାଡ଼ପତ୍ର ହୋଇଥିଲା। ଛାଡ଼ପତ୍ରର ୧୦ ମାସ…

ଜୁନ୍‌ ୯ରେ ତିରୁପତି ଗସ୍ତ କରିବେ ମୋଦି

ଗୁଣ୍ଟୁର,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖରେ ତିରୁପତି ବାଲାଜି ମନ୍ଦିର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଆନ୍ଧ୍ର ପ୍ରଦେଶର ଭାଜପା ଅଧ୍ୟକ୍ଷ କାନ୍ନା ଲକ୍ଷ୍ମୀ ନାରାୟଣ ସୂଚନା ଦେଇଛନ୍ତି। ସେଠାରେ ସେ ବାଲାଜି ମନ୍ଦିରରେ ପୂଜାର୍ଚ୍ଚନା…

ଟୁଇଟର୍‌ରେ ଦେଖାଯାଉ ନାହାଁନ୍ତି କଂଗ୍ରେସର ସୋସିଆଲ ମିଡିଆ ମୁଖପାତ୍ର ଦିବ୍ୟା

ନୂଆଦିଲ୍ଲୀ,୨।୬: କଂଗ୍ରେସ ଦଳର ସୋସିଆଲ ମିଡିଆ ମୁଖପାତ୍ର ଦିବ୍ୟା ସ୍ପନ୍ଦନା ଏବେ ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର୍‌ରେ ଆଉ ଦେଖାଯାଉ ନାହାଁନ୍ତି। ତାଙ୍କର ଟୁଇଟର୍‌ ଆକାଉଣ୍ଟ ଡିଲିଟ୍‌ ହୋଇ ଯାଇଥିବା କୁହାଯାଉଛି। କିଛିଦିନ ହେବ ସେ ଦିବ୍ୟା କଂଗ୍ରେସ ଛାଡିବା ନେଇ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?